ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ,ଏହି ସମୟରେ ବୟସ୍କଙ୍କ ଯତ୍ନ ନିଅନ୍ତୁ : ବାଗ୍‌ଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଚେତନତା ନେଇ ପରାମର୍ଶ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ…

ପୋଷା ଜୀବଜନ୍ତୁଙ୍କୁ ବାହାରକୁ ତଡ଼ି ଦିଅନ୍ତୁ ନାହିଁ, ଘରେ ରଖନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଂକ୍ରମଣର ଭୟ ଆଶଙ୍କାରେ ଲୋକମାନେ କୁକୁଡ଼ା ମାଂସ ଓ ଅଣ୍ଡା ଖାଇବା ବନ୍ଦ କରିଦେଲେଣି। ହେଲେ ଏହାକୁ ଖାଇବାରେ କୌଣସି ଅସୁବିଧା ନାହିଁ। ଏହାକୁ…

ସରକାରଙ୍କ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ସେଲୁନ୍‌, ବିୟୁଟିପାର୍ଲର

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଯଦି କୌଣସି ସରକାରୀ କର୍ମଚାରୀଙ୍କଠାରେ କାଭିଡ-୧୯ର କୌଣସି ଲକ୍ଷଣ ଦେଖାଯାଉଛି ସେ କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ଘରେ ରହିପାରିବେ। ଏଥିପାଇଁ ସେମାନଙ୍କୁ ଉପରିସ୍ଥ ଅଧିକାରୀଙ୍କଠାରୁ ଅନୁମତି…

୭୨ଘଣ୍ଟାରେ ୨୬୨୬ଜଣ ପଞ୍ଜୀକୃତ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ସରକାରଙ୍କ ପକ୍ଷରୁ ବିଦେଶାଗତଙ୍କ ରେଜିଷ୍ଟ୍ରେଶନ ପାଇଁ କରାଯାଇଥିବା ପୋର୍ଟାଲରେ ଗୁରୁବାର ଅପରାହ୍ନ ୨ଟା ସୁଦ୍ଧା ୨୬୨୬ଜଣ ପଞ୍ଜୀକୃତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ…

୬୧ରୁ ୬୦ ନମୁନା ନେଗେଟିଭ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ଚିହ୍ନଟ ପାଇଁ ପଠାଯାଇଥିବା ୬୧ଟି ନମୁନାରୁ ୬୦ଟି ନେଗେଟିଭ୍‌ ବାହାରିଛି। ବୁଧବାର ୫ଟି ସାମ୍ପୁଲ୍‌କୁ ପରୀକ୍ଷା ପାଇଁ ପଠାଯାଇଥିଲା। ସବୁଗୁଡ଼ିକ ନେଗେଟିଭ୍‌…

ସ୍ତ୍ରୀଙ୍କୁ ମିଛ କହି ପ୍ରେମିକାଙ୍କ ସହ ଇଟାଲୀ ଯାଇଥିଲେ ବ୍ୟକ୍ତି, ଏବେ କରୋନାରେ ଆକ୍ରାନ୍ତ

ରୋମ୍‌: ବଲିଉଡ୍‌ର ଏକ ପ୍ରସିଦ୍ଧ ଗୀତ ଅଛି, ଯାହାକୁ ଆପଣ ନିଶ୍ଚିତ ଶୁଣିଥିବେ। ଗୀତଟି ହେଲା ପ୍ୟାର୍‌ ହମେ କିସି ମୋଡ୍‌ ପେ ଲେ ଆୟା, କ୍ୟା…

ବିଜେପୁର ଅଞ୍ଚଳରେ ବରଫପାତ: ବ୍ୟାପକ ପରିବା ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ବିଜେପୁର,୧୯।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଅଞ୍ଚଳରେ ଗୁରୁବାର ଅପରାହ୍ନରେ ବରଫପାତ ହୋଇଛି। ଫଳରେ ଚାଷୀଙ୍କ ଲକ୍ଷାଧିକ ଟଙ୍କାର ପରିବା ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଅପରାହ୍ନ…

ଅଧା ପ୍ରସବ ବେଳେ ଲେବର୍‌ ରୁମ୍‌ରୁ ପଳାଇଲେ ଡାକ୍ତର: ନବଜାତ ଶିଶୁପୁତ୍ର ମୃତ୍ୟୁକୁ ନେଇ ପରିବାରଲୋକଙ୍କ ଅଭିଯୋଗ

ରଣପୁର,୧୯।୩(ବ୍ୟୁରୋ): ଅଧା ପ୍ରସବ ବେଳେ ଲେବର ରୁମ୍‌ ଛାଡ଼ି ପଳାଇଲେ ଡାକ୍ତର। ଚିକିତ୍ସା ଅବହେଳାରୁ ନବଜାତକ ଶିଶୁର ମୃତ୍ୟୁ। ନୟାଗଡ଼ ଜିଲା ରଣପୁର ବ୍ଲକ ରାଜସୁନାଖଳା ଗୋଷ୍ଠୀ…

ମାର୍ଚ୍ଚ ୫ରେ ଥାଇଲାଣ୍ଡରୁ ଫେରିଥିଲେ ଯୁବକ, ୧୩ ଦିନ ପରେ ଅସୁସ୍ଥ ହେବା ନେଇ ଆତଙ୍କିତ ଗ୍ରାମବାସୀ

ଖଇରା,୧୯।୩(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଔପଦା ବ୍ଲକ ଅଧୀନ ଜାନିକାପାଳ ଗ୍ରାମର ଜଣେ ଯୁବକ ଥାଇଲାଣ୍ଡରୁ ଫେରିବାର ୧୩ ଦିନ ପରେ ଅସୁସ୍ଥ ହୋଇଛନ୍ତି। ତାଙ୍କୁ ଥଣ୍ଡା,କାଶ ହେଉଛି।…

ବଜ୍ରପାତରେ ୮ ଗୋରୁଙ୍କ ଜୀବନ ଗଲା

କୁଆଁରମୁଣ୍ଡା, ୧୯।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ହେବାରୁ ପଦ୍ମପୁର ପଞ୍ଚାୟତ ଚାନ୍ଦପୋଷ…