ନୂଆଦିଲ୍ଲୀ,୧୦-୨: ପେଟ୍ରୋଲ ଏବଂ ପେଟ୍ରୋଲିୟମ ପ୍ରଡକ୍ଟକୁ ଏବେ ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ପରିସରରେ ରଖାଯାଇଛି। ପେଟ୍ରୋଲିୟମ ପ୍ରଡକ୍ଟ ଉପରେ ଜିଏସ୍ଟି କେବେ ଠାରୁ ଲାଗୁ…
ରାଇକିଆ ୧୦।୨(ଡି.ଏନ୍.ଏ.)-କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ରାଇକିଆ ମହୋତ୍ସବ-୨୦୨୦ ଉଦ୍ଘାଟିତ ହୋଇଯାଇଛି। ଗୁନ୍ଧାଣୀ ଛକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ବାଣିଜ୍ୟ ଓ ପରିବହନ…
ବାଲେଶ୍ୱର ଅଫିସ, ୧୦।୨-ବାଲେଶ୍ୱର ସହର ପାଣିଟାଙ୍କିସ୍ଥିତ ଆତିଥ୍ୟ ଭବନରେ କବି ପ୍ରଶାନ୍ତ ଦାସଙ୍କ ଶିଶୁ କବିତା ପୁସ୍ତକ ‘ବାବୁଲା ଭାରି ଚଗଲା’ ରବିବାର ସନ୍ଧ୍ୟାରେ ଉନ୍ମୋଚିତ ହୋଇଯାଇଛି।…
ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍ ହକି ପ୍ରୋ ଲିଗ୍ରେ ରବିବାର ବେଲଜିୟମଠାରୁ ୨-୩ ଗୋଲରେ ପରାଜୟରେ ଦୁଃଖିତ ହୋଇଛନ୍ତି ଅଧିନାୟକ ମନପ୍ରୀତ ସିଂ। ଆମେ ଗୋଲ ଦେବାପାଇଁ…
ଛତ୍ରପୁର,୧୦ା୨(ଡି.ଏନ.ଏ.)-ଆଗକୁ ଖରାଦିନ ଆସୁଛି। ଅପରପକ୍ଷରେ ପୂର୍ବ ବର୍ଷମାନଙ୍କ ଭଳି ଗଞ୍ଜାମ ଜିଲାରେ ପିଇବା ପାଣି ଅଭାବ ଲାଗି ରହିବା ଆଶଙ୍କା ଦେଖାଦେଇଛି। ଜିଲା ଗ୍ରାମାଞ୍ଚଳରେ ଥିବା ୧୭୦…
ବ୍ରହ୍ମପୁର ଅଫିସ, ୧୦ା୨-ରଙ୍ଗେଇଲୁଣ୍ଡା ବ୍ଲକର ମେଣ୍ଢରାଜପୁର ନିକଟରେ ରାସ୍ତାରେ ଓହଳିଥିବା ୧୧ କେଭି ବିଦ୍ୟୁତ୍ ତାରରେ ବସ୍ ଲାଗି ଜୀବନ୍ତ ଦଗ୍ଧ ହୋଇଥିବା ୯ ଜଣଙ୍କ ପରିବାରକୁ…
ଭୁବନେଶ୍ୱର,୧୦।୨(ବ୍ୟୁରୋ): ପୂର୍ବାଞ୍ଚଳ ପରିଷଦ ବୈଠକ ଚଳିତ ମାସ ଶେଷସୁଦ୍ଧା ଓଡିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ ବୋଲି ଶୁଣିବାକୁ ମିଳୁଛି। ଉକ୍ତ ବୈଠକ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ…
ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦେଉଥିବା ବ୍ୟାପକ ପ୍ରଚାର ହେଉଛି। ବାସ୍ତବରେ କିନ୍ତୁ ପ୍ରଚାର ତୁଳନାରେ କାମ ହେଉଥିବା ଅନୁଭବ ହେଉନାହିଁ।…
ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ରେ ଶନିବାର ଭାରତ-ବେଲଜିୟମ ପ୍ରଥମ ମ୍ୟାଚ ଅବସରରେ ବର୍ଷା ଓ କୋହଲା ପାଗ ଯୋଗୁ ଅଳ୍ପ ଦର୍ଶକ ବର୍ଷାରେ…