୩ ମାଲବାହୀ ଗାଡ଼ିକୁ ଯୋଡ଼ାଗଲା: ୧୭୭ ଓ୍ବାଗନ ନେଇ ଯାତ୍ରା କଲା ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌

ବିଳାସପୁର,୮।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ପ୍ରଥମ ଥର ପାଇଁ ୩ ମାଲବାହୀ ଗାଡ଼ିକୁ ଯୋଡ଼ାଯାଇଛି। ମୋଟ ୧୭୭ଟି ଓ୍ବାଗନକୁ ନେଇ ଆନାକୋଣ୍ଡା ଗୁଡସ୍‌ ଟ୍ରେନ୍‌ ୨୨୦…

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୮।୨: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକସାଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜପାକସା ୫ ଦିନିଆ ଭାରତ…

ପରିବାର ସହ ମତଦାନ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଛି। ସକାଳୁ ବୁଥ୍‌ଗୁଡ଼ିକରେ ଲୋକମାନେ ଲମ୍ବା ଲାଇନ୍‌ରେ ଠିଆ ହୋଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି।…

ଦିଲ୍ଲୀରେ ସରକାର ଗଢିବ ଭାଜପା: ମନୋଜ ତିଓ୍ବାରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଚାଲିଥିବା ବେଳେ ଏବେ ଏହାର ଫଳାଫଳକୁ ନେଇ ଅଙ୍କକଷା ଆରମ୍ଭ ହୋଇଗଲାଣି। ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟ ମନୋଜ ତିଓ୍ବାରୀ…

ସଙ୍କଟରେ ଭାରତ

ଅକ୍‌ଲାଣ୍ଡ ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ସଙ୍କଟଜନକ ସ୍ଥିତିରେ ପହଞ୍ଚତ୍ଛି। ୨୭୪ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା…

ଦାରିଙ୍ଗବାଡ଼ିରେ ପଥରଖୋଲରୁ ବାହାରୁଛି ଡିଜେଲ: ବୋତଲ, ଜାର୍‌ ଧରି ଲୋକଙ୍କ ଭିଡ଼

ଦାରିଙ୍ଗବାଡ଼ି,୮।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ…

ଏଥର ଶିଲାଙ୍କ ବିନା ଭୋଟ ଦେଲେ ସୋନିଆ

ନୂଆଦିଲ୍ଲୀ,୮।୨: ଦିଲ୍ଲୀରେ ୭୦ ବିଧାସଭା ଆସନ ପାଇଁ ଶନିବାର ସକାଳ ୮ଟାରୁ ମତଦାନ ଜାରି ରହିଛି। ସକାଳ ୧୧ଟା ପର୍ଯ୍ୟନ୍ତ ୭ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ଇତିମଧ୍ୟରେ…

ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌: ଅନ୍ତିମ ମ୍ୟାଚ୍‌ ଜିତିଲା ଭାରତ

ମେଲବୋର୍ନ,୮।୨- ଚଳିତ ମହିଳା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ର ଅନ୍ତିମ ମ୍ୟାଚ୍‌ରେ ଭାରତ ବିଜୟୀ ହୋଇଛି। ଘରୋଇ ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାଗେର୍ଟକୁ ଟିମ୍‌ ଇଣ୍ଡିଆ…

ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍‌ଆଇ ନିଲମ୍ବିତ

ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍‌ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର ଏସ୍‌ପି…

କରୋନାଭାଇରସ: ଜାପାନ ଜାହାଜରେ ଫସି ରହିଛନ୍ତି ଅନେକ ଭାରତୀୟ

ନୂଆଦିଲ୍ଲୀ,୮।୨: ଚାଇନାରେ କରୋନାଭାଇରସରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଏବେ ସେଠାରେ ମୃତ୍ୟୁସଂଖ୍ୟା ୭୧୯ରେ ପହଞ୍ଚିଲାଣି। ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଚାଇନାରେ କରୋନାଭାଇରସର ଭୟାବହତାକୁ…