ନ୍ୟୁ ସାଉଥ୍‌ ଓ୍ବେଲ୍ସ ଚାମ୍ପିୟନ ଘୋଷିତ

ସିଡ୍‌ନୀ, ୧୭।୩ (ଏଏଫ୍‌ପି)- ଅଷ୍ଟ୍ରେଲିଆର ଘରୋଇ ପ୍ରଥମ ଶ୍ରେଣୀ କ୍ରିକେଟ୍‌ ଟୁର୍ନାମେଣ୍ଟ ସିଫେଲ୍ଡ ସିଲ୍ଡରେ ନ୍ୟୁ ସାଉଥ୍‌ ଓ୍ବେଲ୍ସ ଚାମ୍ପିୟନ ହୋଇଛି। କରୋନାର ଭୟାବହତାକୁ ଲକ୍ଷ୍ୟ ରଖି…

କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା

ଦାରିଙ୍ଗବାଡି,୧୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ. ବୃନ୍ଦା…

ଚୋରାଚାଲାଣ ବେଳେ ଧରିଲା ଦାରିଙ୍ଗବାଡ଼ି ପୋଲିସ: ୨ ଗିରଫ, କାର୍‌ ସହ ୨୦ କେଜି ଗଞ୍ଜେଇ ଜବତ

ଦାରିଙ୍ଗବାଡି,୧୭।୩(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ପାଟ୍ରୋଲିଂ ବେଳେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଏକ କାର୍‌କୁ ଜବତ ସହ ୨୦କେଜି ଗଞ୍ଜେଇକୁ ଜବତ କରାଯାଇଛି। ଏଥିରେ…

ଭିଡ କମାଇବାକୁ ବଢିଲା ଫ୍ଲାଟଫର୍ମ ଟିକେଟର ଦାମ

ମୁମ୍ବାଇ,୧୭।୩: କରୋନା ଭାଇରସକୁ ରୋକିବାକୁ ସରକାର କୌଣସି ସ୍ଥାନରେ ୫୦ ଜଣରୁ ଊର୍ଦ୍ଧ୍ୱ ଲୋକ ଏକାଠି ନ ହେବାକୁ ପରାମର୍ଶ ଦେଇଛନ୍ତି। ଏପରି ସ୍ଥିତିରେ ରେଲଓ୍ବେ ଷ୍ଟେଶନରୁ…

ହୋମ୍‌ ଆଇସୋଲେସନ୍‌ରେ ଗଜପତି, ୧୫ରେ ଆମେରିକାରୁ ଫେରିଥିଲେ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି। ସେ ସପରିବାର ନିଜ ଭୁବନେଶ୍ୱର ଘରେ ହୋମ୍‌ ଆଇସୋଲେସନ୍‌ ରହିଥିବା ନେଇ…

ପାକିସ୍ତାନରେ ପ୍ରଥମ କରୋନା ରୋଗୀ ମୃତ

ଇସ୍‌ଲାମାବାଦ,୧୭।୩: ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏହା କବଳରେ ଏପର୍ଯ୍ୟନ୍ତ ୧୬୦ ଦେଶ ରହିଛି। ଏଥିରୁ ପାକିସ୍ତାନ ମଧ୍ୟ ବର୍ତ୍ତି ପାରିନାହିଁ। ପାକିସ୍ତାନରେ କରୋନା…

ଘରେ ବସି କାମ କରିବାକୁ ନିର୍ଦ୍ଦେଶ ଦେଲେ ଉତ୍ତର ପ୍ରଦେଶ ସରକାର

ଲକ୍ଷ୍ନୌ,୧୭।୩: ଉତ୍ତର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକଭବନରେ ଆୟୋଜିତ…

ନିର୍ଭୟା ମାମଲା: ଦୋଷୀ ମୁକେଶ କହୁଛନ୍ତି ଘଟଣା ଦିନ ସେ ଦିଲ୍ଲୀରେ ନ ଥିଲେ

ନୂଆଦିଲ୍ଲୀ,୧୭।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ମୁକେଶ ଏବେ ଫାଶୀ ଦଣ୍ଡାଦେଶକୁ ଏଡାଇବାକୁ ନୂଆ ଉପାୟ ଚିନ୍ତା କରିଛନ୍ତି। ଏବେ ପୁଣିଥରେ ସେ କୋର୍ଟର ଦ୍ୱାରସ୍ଥ…

ଉତ୍ତରପ୍ରଦେଶରେ ୧୫ କରୋନା ରୋଗୀ

ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌କୁ ନେଇ ଲଗାତର ସ୍ବାସ୍ଥ୍ୟବିଭାଗ ବୁଲେଟିନ୍‌ ଜାରି କରୁଛି। ମଙ୍ଗଳବାର ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ନୋଏଡାରେ ୨ଜଣ ସଂକ୍ରମିତ…

କରୋନା ଭୟ: ଆଇସୋଲେଶନରେ ଦିଲ୍ଲୀପ କୁମାର

ମୁମ୍ବାଇ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିଥିବା ବେଳେ ଭାରତରେ କ୍ରମାଗତ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ର…