ବଳାତ୍କାର ମାମଲାକୁ ଗୁରୁତ୍ୱ ଦେଉନି ପୋଲିସ: ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ଦୃଷ୍ଟି ଆକର୍ଷଣ କଲେ ପୀଡ଼ିତା

ବଣାଇ, ୧୭।୩(ସ୍ବ.ପ୍ର.)-ସୁନ୍ଦରଗଡ଼ ଜିଲା ବଣାଇ ଥାନା ପୋଲିସ ବଳାତ୍କାର ମାମଲା ଭଳି ଘଟଣାକୁ ଗୁରୁତ୍ୱ ଦେଉନାହିଁ। ଅଭିଯୋଗ ହେବାର ୧୫ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ।…

ସମଲେଇ ମନ୍ଦିରରେ ଗମ୍ଭୀରା ଦର୍ଶନ ବନ୍ଦ

ସମ୍ବଲପୁର,୧୭।୩ (ବ୍ୟୁରୋ) ସମ୍ବଲପୁର ସମଲେଇ ମନ୍ଦିରର ଗମ୍ଭୀରା ଦର୍ଶନ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ କରି ଦିଆଯାଇଛି। ତେବେ ଶ୍ରଦ୍ଧାଳୁମାନେ ଗମ୍ଭୀରା ବାହାରେ ରହି ମା’ଙ୍କ…

ନୃସିଂହନାଥ ମନ୍ଦିରରେ କଟକଣା

ପାଇକମାଳ,୧୭।୩(ଡି.ଏନ.ଏ) ବରଗଡ଼ ଜିଲାର ଅନ୍ୟତମ ତୀର୍ଥକ୍ଷେତ୍ର ପାଇକମାଳ ବ୍ଲକ ନୃସିଂହନାଥ ମନ୍ଦିରରେ ପ୍ରଥମଥର ପାଇଁ ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। କରୋନା ଭାଇରସ ସଂକ୍ରମଣ…

ବିଜୟାନନ୍ଦ ସମବାୟ ଚିନିକଳ :ତୃତୀୟ ଟେଣ୍ଡରକୁ ଅପେକ୍ଷା

  ବଲାଙ୍ଗୀର ଅଫିସ, ୧୭ା୩ ବଲାଙ୍ଗୀର ଜିଲାର ଏକମାତ୍ର କୃଷିଭିତ୍ତିିକ ଶିଳ୍ପ ଦେଓଗଁା ବ୍ଲକ ସାଗରପାଲିସ୍ଥିତ ବିଜୟାନନ୍ଦ ଚିନିକଳ ଦୀର୍ଘ ୬ ବର୍ଷ ହେଲା ବନ୍ଦ ପଡିଛି…

୨୦୨୬ ଏସିଆନ ଗେମ୍ସରେ ସାମିଲ ହୋଇପାରେ ଖୋ ଖୋ

ନୂଆଦିଲ୍ଲୀ, ୧୬।୩ (ପି.ଟି.)- ପାରମ୍ପରିକ ଭାରତୀୟ କ୍ରୀଡ଼ା ଖୋ ଖୋ ୨୦୨୬ ଏସିଆନ ଗେମ୍ସରେ ସାମିଲ ହୋଇପାରେ। ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ସାଧାରଣ ସମ୍ପାଦକ ରାଜୀବ…

ଜାତୀୟ ହକି ପାଇଁ ନୂଆ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ, ୧୬।୩- କରୋନା ଭାଇରସ ସଂକ୍ରମଣ ଜନିତ ଗମ୍ଭୀର ପରିସ୍ଥିତିକୁ ଦୃଷ୍ଟିରେ ରଖି ହକି ଇଣ୍ଡିଆ ପକ୍ଷରୁ ଏପ୍ରିଲ ୧୦ରୁ ବିଭିନ୍ନ ଭେନ୍ୟୁରେ ଆରମ୍ଭ ହେବାକୁଥିବା ଜାତୀୟ…

କରୋନା ଭୟ ସତ୍ତ୍ୱେ ଅଲିମ୍ପିକ୍ସ ବକ୍ସିଂ କ୍ୱାଲିଫାୟର ଚାଲିଛି

ଲଣ୍ଡନ, ୧୬ା୩ (ଏଏଫ୍‌ପି)-କରୋନା ଭାଇରସ୍‌ ଭୟ ସତ୍ତ୍ୱେ ୟୁରୋପ୍‌ ଫାଇଟରମାନଙ୍କ ଲାଗି ବକ୍ସିଂ କ୍ୱାଲିଫାୟର୍ସ ଲଣ୍ଡନଠାରେ ଯଥାରୀତି ଚାଲିଛି। ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ବକ୍ସିଂ ଟାସ୍କ…

ଅଲିମ୍ପିକ୍ସକୁ ନେଇ ଆଶଙ୍କାରେ ଦୂତୀ

ଭୁବନେଶ୍ୱର, ୧୬।୩(କ୍ରୀଡ଼ା ପ୍ରତିନିଧି)- କରୋନା ଭାଇରସ ସଂକ୍ରମଣ ପ୍ରଭାବରେ ବିଶ୍ୱସ୍ତରରେ କ୍ରୀଡ଼ା ପ୍ରଭାବିତ ହୋଇଥିବାବେଳେ ବ୍ୟକ୍ତିଗତଭାବେ ତାରକା ଆଥଲେଟ୍‌ମାନେ ବହୁତ କ୍ଷତିର ସମ୍ମୁଖୀନ ହେଉଛନ୍ତି। ଭାରତୀୟ ସ୍ପ୍ରିଣ୍ଟ…

ବିଦେଶାଗତଙ୍କ ଉପରେ ନଜର: ମାର୍ଚ୍ଚ ୪ ପରେ ଆସିଥିବା ବ୍ୟକ୍ତିଙ୍କୁ ୪୮ ଘଣ୍ଟା ମହଲତ,ନାମପଞ୍ଜୀକରଣ କଲେ ମିଳିବ ୧୫ ହଜାର ଟଙ୍କା

ଭୁବନେଶ୍ୱର,୧୬।୩(ବ୍ୟୁରୋ)- ବିଦେଶରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି। ସେମାନେ ପହଞ୍ଚିବାର ୨୪ ଘଣ୍ଟା ମଧ୍ୟରେ ଟୋଲ୍‌ ଫ୍ରି ନମ୍ବର ୧୦୪କୁ କଲ୍‌ କରି…

ବାଇକ୍‌ରୁ ପଡ଼ି ୨ ଜଣଙ୍କ ଜୀବନ ଗଲା

କପ୍ତିପଦା,୧୬ା୩(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ନେଦାମ ନିକଟରେ ସୋମବାର ଅପରାହ୍ନ ୪ଟାରେ ଏକ ବାଇକ୍‌ରୁ ପଡ଼ି ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ…