ଗୃହିଣୀରୁ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀ

ଭଦ୍ରକ ଅଫିସ,୧୬।୩-ଘରର ଚାରିକାନ୍ଥ ମଧ୍ୟରେ ଆଉ ସୀମିତ ହୋଇ ରହିନାହାନ୍ତି ମହିଳା। ପ୍ରତ୍ୟେକ କ୍ଷେତ୍ରରେ ସେମାନେ ଆଗରେ। ପାଠ ଠାରୁ ଆରମ୍ଭ କରି କ୍ରୀଡ଼ା ସବୁଠି ସେମାନେ…

ଆନ୍ଧ୍ରରେ ପୌର ନିର୍ବାଚନ ସ୍ଥଗିତ

ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬…

ଜଙ୍ଗଲରୁ ଆଦିବାସୀଙ୍କ ଉଚ୍ଛେଦକୁ ବିରୋଧ

ଯଶୀପୁର,୧୬ା୩(ଡି.ଏନ୍‌.ଏ.)-ଶିମିଳିପାଳ ଅଭୟାରଣ୍ୟ ସଂଲଗ୍ନ ଅସ୍ତକୁମାର ପଞ୍ଚାୟତର ବଳାରାମପୁରଠାରେ ଶନିବାର ବନବାସୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଜଙ୍ଗଲ ଇଲାକାରେ ବସବାସ କରୁଥିବା ଆଦିବାସୀଙ୍କୁ ଉଚ୍ଛେଦ କରାଯିବା ସଂକ୍ରାନ୍ତ…

ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ

ବାରିପଦା ଅଫିସ, ୧୬ା୩- ଓଡ଼ିଆ ସିନେଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ(୬୪)ଙ୍କ ରବିବାର ହୃଦ୍‌ଘାତରେ ପରଲୋକ ଘଟିଛି। ସନ୍ଧ୍ୟାରେ ବାରିପଦା ଲାଲବଜାରସ୍ଥିତ ନିଜ ବାସଭବନରେ ଥିବା…

କୋଚି ବିମାନବନ୍ଦରରେ କରୋନା ରୋଗୀ

କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍‌ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର…

ପୂଜାରେ ସୀମିତ ରହିବ ତାରାତାରିଣୀଙ୍କ ଚୈତ୍ରଯାତ୍ରା

ଛତ୍ରପୁର/ବ୍ରହ୍ମପୁର ଅଫିସ, ୧୬ା୩(ଡି.ଏନ.ଏ.) କରୋନାର ଭୟାବହତା ନେଇ ଗଞ୍ଜାମରେ ସତର୍କତା ଅବଲମ୍ବନ ପାଇଁ ରବିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଛତ୍ରପୁରସ୍ଥିତ ସମ୍ମିଳନୀ ଗୃହରେ ଏକ ଜରୁରୀ ବୈଠକ…

ରାଜପ୍ରାସାଦ ଛାଡ଼ିଲେ ବ୍ରିଟେନ ରାଣୀ

ଲଣ୍ଡନ,୧୬।୩: ବ୍ରିଟେନରେ କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚତ୍ଥିବାବେଳେ ୧୧୪୦ ଜଣ ସଂକ୍ରମିତ ହୋଇଛନ୍ତି। ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଓ ପ୍ରିନ୍ସ ଫିଲିପଙ୍କୁ କ୍ୱାରାଣ୍ଟାଇନରେ ରଖିବା…

ବାଲଡିହା ଡ୍ୟାମ ନବକଳେବର ନେଇ ଆଶଙ୍କାରେ ଚାଷୀ

ବାରିପଦା ଅଫିସ, ୧୬ା୩- ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟା ବ୍ଲକ ଅଧୀନ ବାଲଡି଼ହା ଡ଼୍ୟାମର ବର୍ତ୍ତମାନ ନବକଳେବର ହୋଉଥିବା ବେଳେ ଏହାକୁ ନେଇ ଚାଷୀମାନେ ଆଶଙ୍କା ବ୍ୟକ୍ତ କରିଛନ୍ତି।…

ଭାରତରେ ୧୦୮ କରୋନା ରୋଗୀ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାରାଷ୍ଟ୍ରରେ ୧୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚତ୍ଛି। ମହାରାଷ୍ଟ୍ରରେ ସର୍ବାଧିକ ୩୨ କରୋନା ରୋଗୀ…

ଗାଁ ମଶାଣିରେ ଶବକୁ ଜାଗା ନ ମିଳିବା ଘଟଣା: ଶୁଦ୍ଧିକ୍ରିୟାରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼, ୧୬।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଡାହିସାହି ଗ୍ରାମର ଜଗନ୍ନାଥ ରଣା ନାମକ ଯୁବକ ଥଣ୍ଡାଜ୍ୱରରେ ପୀଡ଼ିତ ହୋଇ ଗତ ୫ ତାରିଖରେ ମୃତ୍ୟୁବରଣ କରିଥିଲେ। ଏକମାତ୍ର…