ସେନା ପ୍ରତ୍ୟାହାର ଚାହାନ୍ତି ଯୁବପିଢ଼ି

ଦୋହା,୧୬।୩: ଜମ୍ମୁ-କଶ୍ମୀରରୁ ଭାରତୀୟ ସେନା ହଟିଯାଉ ବୋଲି ସେଠାକାର ଯୁବପିଢ଼ି ଚାହାନ୍ତି। କଶ୍ମୀରର ୯୦%ରୁ ଊର୍ଦ୍ଧ୍ୱ କଲେଜ ଓ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ର ଉପତ୍ୟକାରୁ ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର…

ଶସ୍ତାରେ ମରିବାକୁ ଚାହୁଁନାହାନ୍ତି କଶ୍ମୀରୀ

ନୂଆଦିଲ୍ଲୀ,୧୬।୩: ଅନୁଚ୍ଛେଦ ୩୭୦କୁ ହଟାଇବା ଅପେକ୍ଷା ଜମ୍ମୁ-କଶ୍ମୀରବାସୀଙ୍କ ପାଇଁ ସବୁଠୁ ଚିନ୍ତାର କାରଣ ପାଲଟିଛି ରାଜ୍ୟ ମାନ୍ୟତା ହରାଇବା। ଏବେ ଉପତ୍ୟକାରେ ସ୍ବାଭାବିକ ସ୍ଥିତି ଫେରାଇଆଣିବା ସହ…

ବାଇକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୨ ମୃତ

ତୁମୁଡ଼ିବନ୍ଧ,୧୬ା୩( ଡି.ଏନ୍‌.ଏ.) କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ୫୯ନଂ. ଜାତୀୟ ରାଜପଥର ମୁଣ୍ଡିଗଡଠାରେ ରବିବାର ଅପରାହ୍ନରେ ଏକ ବାଇକ୍‌କୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ୨ଜଣଙ୍କ ମୃତ୍ୟୁ…

କେନ୍ଦ୍ରକୁ ଅସମ୍ଭାଳ କଶ୍ମୀର

ନୂଆଦିଲ୍ଲୀ,୧୬।୩: ଖୁବଶୀଘ୍ର ରାଜ୍ୟ ମାନ୍ୟତା ଫେରିପାଇବ ଜମ୍ମୁ-କଶ୍ମୀର। ଉପତ୍ୟକାରେ ହେବ ନାହିଁ ଜନସଂଖ୍ୟାଗତ ପରିବର୍ତ୍ତନ। ମୁକ୍ତ ହେବେ ସମସ୍ତ ରାଜନୈତିକ ବନ୍ଦୀ। ନୂଆଦିଲ୍ଲୀରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କଠାରୁ…

ଦୋଳଯାତ୍ରା ବେଳେ ବାଣ ଫୁଟି ୮ ଆହତ

ଧରାକୋଟ/ ଆସିକା,୧୬ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ଧରାକୋଟ ଥାନା ଢଉଗଁା ପଞ୍ଚାୟତ କେ.ରାମଚନ୍ଦ୍ରପୁର (କଇଠିରା) ଗ୍ରାମରେ ଦୋଳ ପୂର୍ଣ୍ଣିମା ଉପଲକ୍ଷେ ଶନିବାର ରାତିରେ ପୌରାଣିକ ନାଟକ ପରିବେଶଣ କରାଯାଉଥିଲା। ନାଟକ…

ଏମ୍‌କେସିଜି କରୋନା ୱାର୍ଡରୁ ସନ୍ଦିଗ୍ଧ ଫେରାର

ବ୍ରହ୍ମପୁର ଅଫିସ,୧୬ା୩: ବ୍ରହ୍ମପୁର ବଡ ମେଡିକାଲରେ ଗତ ୧୪ ତାରିଖରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ଶନିବାର ବିଳମ୍ବିତ ରାତିରେ ସେ ଫେରାର ହୋଇଯାଇଛନ୍ତି । ରବିବାର…

କରୋନା ପାଇଁ ହାଇକୋର୍ଟଙ୍କୁ ରାଜ୍ୟ ବାର୍‌ କାଉନସିଲ୍‌ର ପ୍ରସ୍ତାବ: ‘ସବୁ କୋର୍ଟ ବନ୍ଦ କରାଯାଉ’

କଟକ ଅଫିସ,୧୬।୩: କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଦ୍ରୁତଗତିରେ ଏହା ବ୍ୟାପୁଥିବା ଯୋଗୁ ସରକାରଙ୍କ ପକ୍ଷରୁ ନାଗରିକମାନଙ୍କୁ ସତର୍କ ରହିବାକୁ…

ଅଚଳାବସ୍ଥାରେ ୱାଟର ଏଟିଏମ୍‌

ବ୍ରହ୍ମପୁର ଅଫିସ,୧୬ା୩: ଆଗକୁ ଆସୁଛି ଗ୍ରୀଷ୍ମ ଋତୁ। ବ୍ରହ୍ମପୁର ମହାନଗରବାସୀ ଓ ବାହାରୁ ସହରକୁ ଆସୁଥିବା ଜନସାଧାରଣଙ୍କ ପାଇଁ ବିଶୁଦ୍ଧ ଜଳ ଯୋଗାଣ ନିମନ୍ତେ ମହାନଗର ନିଗମ ପକ୍ଷରୁ…

୪୫ ବର୍ଷ ପୂର୍ବେ ଏକମାତ୍ର ବିଶ୍ୱକପ୍‌ ଜିତିଥିଲା ଭାରତ

ନୂଆଦିଲ୍ଲୀ,୧୬।୩(ପି.ଟି.)- ଚାରି ଦଶନ୍ଧି ପୂର୍ବେ ଭାରତୀୟ ହକି ଦଳ ଆଜିର ଦିନରେ ତା’ର ଏକମାତ୍ର ବିଶ୍ୱକପ୍‌ ଜିତିଥିଲା। ଏହା ଭାରତୀୟ ହକି ଦଳର ଏକ ଜାଜ୍ୱଲ୍ୟମୟ ଅଧ୍ୟାୟ।…

କୁକୁଡ଼ା ମାଂସ, ଅଣ୍ଡା ଖାଇବା ନିରାପଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କୁକୁଡ଼ା ମାଂସ ଓ ଅଣ୍ଡା ଦ୍ୱାରା ମନୁଷ୍ୟକୁ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପୁଥିବା ନେଇ ଅନେକ ଗୁଜବ ଓ ମିଛ ଖବର ପ୍ରଚାରିତ ହେଉଛି। ଏହାକୁ…