ଚେନ୍ନାଇ ଛାଡ଼ିଲେ ଧୋନୀ

ଚେନ୍ନାଇ, ୧୫।୩- ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ତ୍ରୟୋଦଶ ସଂସ୍କରଣ ମାର୍ଚ୍ଚ ୨୯ରୁ ଆରମ୍ଭ ହେବାକୁ ଥିଲା। କିନ୍ତୁ ମାରାତ୍ମକ କରୋନା ଭାଇରସ୍‌ ଲାଗି ଭାରତୀୟ…

କରୋନା ବଞ୍ଚାଇବ କମଳନାଥ ସରକାରଙ୍କୁ!

ଭୋପାଳ,୧୫।୩: ମଧ୍ୟପ୍ରଦେଶରେ କମଳନାଥ ସରକାର ଏବେ ସଙ୍କଟରେ। କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଦଳ ଛାଡିବା ପରେ ମଧ୍ୟପ୍ରଦେଶ ରାଜନୀତିରେ ଦେଖାଦେଇଛି ସଙ୍କଟ। ଏବେ କମଳନାଥ ସରକାର…

ଚନ୍ଦ୍ରଶେଖର ଆଜାଦ ଗଢିଲେ ନୂଆ ଦଳ

ଲକ୍ଷ୍ନୌ,୧୫।୩: ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦ ରବିବାର କାଶୀରାମଙ୍କ ଜୟନ୍ତୀ ଅବସରରେ ନିଜର ନୂଆ ରାଜନୈତିକ ଦଳ ଗଠନ କରିଛନ୍ତି। ତାଙ୍କ ନୂଆ ଦଳର ନାମ…

ସାର୍କ ଦେଶ ସହ କରୋନାକୁ ନେଇ ଆଲୋଚନା: ଜରୁରିକାଳୀନ ପାଣ୍ଠି ପାଇଁ ଭାରତ ଦେବ ୧୦ ମିଲିୟନ ଆମେରିକୀୟ ଡଲାର

ନୂଆଦିଲ୍ଲୀ,୧୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାଉଥ୍‌ ଏସିଆନ ଆସୋସିଏଶନ ଫର୍‌ ରିଜିଓନାଲ କୋଅପରେଶନ(ଏସ୍‌ଏଏଆର୍‌ସି) ବା ସାର୍କ ଦେଶର ସଦସ୍ୟଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ କଥା…

ବାବୁ ମହଲ: ଭାଇରସ ଭୟ | Babu Mahal #25 ‘Virus Bhaya’

ଏବେ ସବୁଠି ଭାଇରସର ଆତଙ୍କ, ସାଧାରଣ ଲୋକ ଏଥିରୁ ବଞ୍ଚିବା ପାଇଁ ଖାଦ୍ୟପେୟ ଏବଂ କାର୍ଯ୍ୟପନ୍ଥାରେ ପରିବର୍ତ୍ତନ କରିଲେଣି। ବିଭିନ୍ନ ସ୍ୱାସ୍ଥ୍ୟ ସଙ୍ଗଠନ ଏବଂ ସରକାର ମଧ୍ୟ…

ବନ୍ଦ ହେବ ଫିଲ୍ମ ଶୁଟିଂ

ମୁମ୍ବାଇ,୧୫।୩: କରୋନା ଭାଇରସର ପ୍ରଭାବକୁ ଦେଖି ଏବେ ବିଭିନ୍ନ ରାଜ୍ୟର ସିନେମା ହଲ ବନ୍ଦ କରି ଦିଆଯାଇଛି। କରୋନାଠାରୁ ଦୂରେଇ ରହିବାକୁ ସରକାର ଏହି ପଦକ୍ଷେପ ନେଇଛନ୍ତି।…

ସୋସିଆଲ ମିଡିଆରେ କରୋନା ଗୁଜବ ମହଙ୍ଗା ପଡିଲା: ଶିକ୍ଷକ କୋର୍ଟଚାଲାଣ

ଭବାନୀପାଟଣା,୧୫।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନି ଗାଁରେ କରୋନା ଆକ୍ରାନ୍ତ ଜଣେ ଯୁବକ କବାଟ ବନ୍ଦକରି ଘରେ ରହିବା ସମ୍ପର୍କିତ ମିଛ ଖବରକୁ ସୋସିଆଲ ମିଡିଆରେ…

ପୁଣିଥରେ ରିଲିଜ୍‌ ହେବ ‘ଅଂଗ୍ରେଜି ମିଡିୟମ’

ମୁମ୍ବାଇ: କରୋନା ଭାଇରସର ପ୍ରଭାବ ଏବେ ପ୍ରାୟ ସବୁ କ୍ଷେତ୍ରରେ ଦେଖିବାକୁ ମଳିଲାଣି। ଏହି ମାରାତ୍ମକ ଭୂତାଣୁଠାରୁ ଦୂରେଇ ରହିବାକୁ ଏବେ ଜରୁରୀ ବ୍ୟବସ୍ଥା ଗ୍ରହଣ କରାଯାଇଛି।…

ରାଶିଫଳ: ସୋମବାର,ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗ ପାପଗ୍ରହ ପ୍ରଭାବସ୍ଥ ଯୋଗୁ ଅସମ୍ପୂର୍ଣ୍ଣ ରହି ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ। ବ୍ୟବସାୟ, ରାଜନୀତି,…

କରୋନା ଭାଇରସ ପାଇଁ ଜାରି ହେଲା ୨୪ ଘଣ୍ଟିଆ ହେଲ୍ପ ଲାଇନ୍‌ ନମ୍ବର

ନୂଆଦିଲ୍ଲୀ,୧୫।୩: ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲାଣି ୧୦୮। ଏବେ ସୁଦ୍ଧା ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪ ଜଣ ସୁସ୍ଥ…