ପିଚୁ ପାଇଁ ଅନନ୍ତପୁର-ନେନ୍ଧେରା ଢଳେଇ ରାସ୍ତା ବିପର୍ଯ୍ୟସ୍ତ: ସାଧାରଣରେ ତୀବ୍ର ଅସନ୍ତୋଷ

ବାଲିକୁଦା,୧୫ା୩(ସ୍ବ.ପ୍ର.): ବାଲିକୁଦା ବ୍ଲକ୍‌ର ସମୁଦ୍ର ଉପକୂଳକୁ ଯାତାୟାତ ପାଇଁ ଥିବା ଏକମାତ୍ର ରାସ୍ତା ଅନନ୍ତପୁର-ନେନ୍ଧେରା ଏବେ ବିପର୍ଯ୍ୟସ୍ତ। ଉକ୍ତ ରାସ୍ତାର କିଛି ଭାଗ ଟେଣ୍ଡର କରାଯାଇ ବିଭାଗ…

ଆର୍‌ବିଆଇ ଚିଠିକୁ ମାନିଲାନି ମହାରାଷ୍ଟ୍ର

ନୂଆଦିଲ୍ଲୀ,୧୫।୩: ଘରୋଇ ବ୍ୟାଙ୍କରେ ଜମା ଟଙ୍କା ସୁରକ୍ଷିତ ରହିଥିବା କହି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ରାଜ୍ୟଗୁଡିକୁ ଚିଠି ଲେଖିଥିଲା। ଘରୋଇ ବ୍ୟାଙ୍କରୁ ଟଙ୍କା ଉଠାଇ ନ ନେବାକୁ…

ୟେସ୍‌ ବ୍ୟାଙ୍କ ଉପରୁ ୧୮ରେ ଉଠିବ କଟକଣା

ନୂଆଦିଲ୍ଲୀ,୧୫।୩: କେନ୍ଦ୍ର ସରକାର ୟେସ୍‌ ବ୍ୟାଙ୍କ ପୁନର୍ଗଠନ ଯୋଜନାର ବିଜ୍ଞପ୍ତି ଶନିବାର ଜାରି କରିଛନ୍ତି। ଏହା ଯୋଜନା ଅଧିନରେ ରିଜର୍ଭ ବ୍ୟାଙ୍କ ୟେସ୍‌ ବ୍ୟାଙ୍କ ଉପରେ ଲଗାଇଥିବା ଉଠାଣ…

ଘର ପାଇଁ ପୋତିଦେଲେ ଡ୍ରେନ୍‌

ଭୁବନ, ୧୫।୩(ଡି.ଏନ.ଏ.) - ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌। ନର୍ଦ୍ଦମା ପାଣି ନିଷ୍କାସନ ହେବାକୁ ବାଟ ନାହିଁ। ରାସ୍ତାରେ ଅହରହ ବୋହୁଛି ଦୁର୍ଗନ୍ଧମୟ ଆବର୍ଜନା ପାଣି।…

କରୋନା ଲାଗି ପୂର୍ବତଟ ରେଳପଥର ସତର୍କତା ପଦକ୍ଷେପ

ଭୁବନେଶ୍ୱର,୧୫।୩: ପୂର୍ବତଟ ରେଳପଥ ପକ୍ଷରୁ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ନିମନ୍ତେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ରେଳବାଇ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ମଣ୍ଡଳ ରେଳ ପ୍ରବନ୍ଧକମାନଙ୍କୁ…

ସିଲାବସ୍‌ ବାହାରୁ ପ୍ରଶ୍ନ

କାମାକ୍ଷାନଗର, ୧୫ା୩(ଡି.ଏନ.ଏ.) - ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ଯୁକ୍ତ ୨ପରୀକ୍ଷା। ପରୀକ୍ଷାକୁ ଶୃଙ୍ଖଳିତ ଏବଂ ବିଧିବ୍ୟବସ୍ଥିତ କରିବାକୁ…

୨୬ ବର୍ଷ ବୟସରେ ୭୨ ପରିବାରକୁ ରୋଜଗାର

ଉପେନ୍ଦ୍ର ରାଉତ ବଅଁରପାଳ,୧୫ା୩ - ନିଜେ ଉଚ୍ଚଶିକ୍ଷିତ। ହେଲେ ଚାକିରି ନ କରି ଅନ୍ୟମାନଙ୍କୁ କିପରି ଚାକିରି ଦେଇପାରିବେ ସେ ଦିଗରେ ପ୍ରଚେଷ୍ଟା ଅନୁଗୋଳ ଜିଲା ବଅଁରପାଳ…

ମାଇକ୍ରୋସଫ୍ଟ ବୋର୍ଡରୁ ଇସ୍ତଫା ଦେଲେ ବିଲ୍‌ ଗେଟ୍‌ସ

ନୂଆଦିଲ୍ଲୀ,୧୫।୩: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ କମ୍ପାନୀର ବୋର୍ଡ ଅଫ୍‌ ଡାଇରେକ୍ଟର୍ସରୁ ଶନିବାର ଇସ୍ତଫା ଦେଇଛନ୍ତି। ସମାଜ ସେବା ଏବଂ ଦାତବ୍ୟ କାର୍ଯ୍ୟରେ ଅଧିକ ଫୋକସ…

ମହଙ୍ଗା ହେବ ମୋବାଇଲ ହ୍ୟାଣ୍ଡସେଟ୍‌

ନୂଆଦିଲ୍ଲୀ,୧୫।୩: ଶନିବାର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିଷଦ ବୈଠକ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋବାଇଲ ଫୋନ୍‌ ଉପରେ ଜିଏସ୍‌ଟି ୧୨%ରୁ…

ସୁନ୍ଦରୀର ଚର୍ବି ବଢ଼ାଉଛି ଘୁଷୁରି ମାଂସ

ବନ୍ତଳା, ୧୫ା୩(ଦିନେଶ ଦେହୁରୀ) - ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ୩ ମାସ ହେଲା ବନ୍ଦୀ ଜୀବନ କାଟୁଥିବା ବାନ୍ଧବଗଡ଼ର ବାଘୁଣୀ…