୯୨ ଯାତ୍ରୀଙ୍କୁ ନେଇ ଉଡିଥିବା ବିମାନ ୩୭ ବର୍ଷ ପରେ କରିଥିଲା ଅବତରଣ

କଥାଟା ଆଶ୍ଚର୍ଯ୍ୟ ଲାଗୁଥାଇ ପାରେ। କିନ୍ତୁ ୯୨ ଯାତ୍ରୀଙ୍କୁ ନେଇ ଉଡିଥିବା ଏକ ବିମାନ ପ୍ରାୟ ୩୭ ବର୍ଷ ପରେ ଅବତରଣ କରିଥିବା କୁହାଯାଏ। ସାଣ୍ଟିଆଗୋ ଏୟାର…

ସାମାନ୍ୟ ବଚସା ନେଲା ଜୀବନ: ଗ୍ରାମ ସଭାପତିଙ୍କ ଗୁଳିମାଡ଼ରେ କନଷ୍ଟେବଳ ମୃତ

ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ସଦର ଥାନା ଚାଉଳିଆ ଗ୍ରାମରେ ଦୋଳମେଳଣ ଚାଲିଥିବା ବେଳେ ଶୁକ୍ରବାର ରାତିରେ ସାମାନ୍ୟ ବଚସାରୁ ଗୁଳିମାଡ ଘଟିଛି। ଏଥିରେ ଗ୍ରାମ…

୨ ବର୍ଷରେ ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ବଡ଼ ଏରୋପ୍ଲେନ୍‌

ପ୍ୟାରିସ୍‌,୧୪।୩: ବିଭିନ୍ନ ଲୋକଙ୍କର ଭିନ୍ନ ଭିନ୍ନ ଖାଇବା ଶୈଳୀ ରହିଥାଏ। ଫ୍ରାନ୍ସ୍‌ର ଜଣେ ବ୍ୟକ୍ତି ୨ ବର୍ଷ ମଧ୍ୟରେ ଏକ ବଡ଼ ଏରୋପ୍ଲେନ୍‌କୁ ଖଣ୍ଡ ଖଣ୍ଡ କରି…

ବଗିଚାରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଇଁସିରା ଗ୍ରାମର ଏକ ଆମ୍ବ ବଗିଚାରୁ ଶନିବାର ସକାଳେ ବୃଦ୍ଧଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ କୁଦାବେଡ଼ା…

ଚାଉଳ, ଗହମ ହେରଫେର ନେଇ ମୁଜାଗଡ଼ ସରପଞ୍ଚଙ୍କୁ ବହିଷ୍କାର ଦାବି: ଗ୍ରାମବାସୀଙ୍କ ରାସ୍ତାରୋକୋ

ଭଞ୍ଜନଗର,୧୪।୩(ଡି.ଏନ.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ବହିଷ୍କାର ଦାବିରେ ଶନିବାର ରାସ୍ତାରୋକୋ ହୋଇଛି। ଉତ୍ତ୍ୟକ୍ତ ଲୋକେ ମୁଜାଗଡ଼ଠାରେ ଭଞ୍ଜନଗର ଫୁଲବାଣୀ ମୁଖ୍ୟରାସ୍ତାକୁ…

ଲଣ୍ଡନରେ ଚିହ୍ନଟ ହେଲେ ସର୍ବକନିଷ୍ଠ କରୋନା ସଂକ୍ରମିତ

ଲଣ୍ଡନ,୧୪।୩: ଉତ୍ତର-ପୂର୍ବ ଲଣ୍ଡନରେ ଜନ୍ମର ମାତ୍ର କେଇ ମିନିଟ୍‌ ପରେ ଜଣେ ଶିଶୁ କରୋନା ଭାଇରସରେ ପୀଡିତ ଥିବା କୁହାଯାଉଛି। ବିଶ୍ୱର ସେ ସର୍ବ କନିଷ୍ଠ କରୋନା…

ଟ୍ରାକ୍ଟର ଧକ୍କାରେ ନାବାଳକ ଶ୍ରମିକ ମୃତ: ଗାଁରେ ଉତ୍ତେଜନା, କ୍ଷତିପୂରଣ ଦାବିରେ ମୃତଦେହ ଛାଡୁ ନାହାନ୍ତି ପରିବାରଲୋକେ

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ନାବାଳକ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶଶୀ ମୁଣ୍ଡାଙ୍କ…

ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା: ଶଳା, ଶାଶୁ, ସ୍ତ୍ରୀ ସମେତ ୪ ଅଟକ

ବ୍ରହ୍ମପୁର ଅଫିସ,୧୪।୩: ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ଜଗଦଳପୁର ପଞ୍ଚାୟତରେ ଶୁକ୍ରବାର ରାତିରେ ଜ୍ୱାଇଁଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ଶନିବାର ସଦର ଥାନା…

ନାଗପୁର ହସ୍ପିଟାଲରୁ ୫ କରୋନା ସନ୍ଦିଗ୍ଧ ଫେରାର: ହାଇ ଆଲର୍ଟରେ ସହର

ମୁମ୍ବାଇ,୧୪।୩: କରୋନା ଭାଇରସ୍‌ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ଏହାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏପରିକି ହସ୍ପିଟାଲରେ ଏକୁଟିଆ ସଂକ୍ରମିତ…

୪୮ ଦିନ ପରେ ବ୍ରହ୍ମପୁର ଫେରିଲେ ଶିବାଶିଷ: କହିଲେ ‘ମୁଁ ପୁନର୍ଜନ୍ମ ପାଇଛି’

ବ୍ରହ୍ମପୁର ଅଫିସ, ୧୪।୩- ସମ୍ପ୍ରତି ବିଶ୍ୱରେ ଭୟଙ୍କର କରୋନା ଭାଇରସ୍‌ ଆତଙ୍କ ଜାରି ରହିଥିବା ବେଳେ ଜାପାନ ଜଳଜାହାଜରେ ଫସି ରହିଥିବା ଶିବାଶିଷ ନାୟକ ଫେବୃୟାରୀ ୨୭ରେ…