ସିଏଏ, ଏନ୍‌ଆର୍‌ସିକୁ ନେଇ ପାର୍ଲାମେଣ୍ଟରେ ଅଚଳାବସ୍ଥା

ନୂଆଦିଲ୍ଲୀ,୪ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ସୋମବାର ପାର୍ଲାମେଣ୍ଟରେ ବିରୋଧୀ ସଦସ୍ୟମାନେ ସରକାରଙ୍କ…

ଅନୁଭବ ପରୋକ୍ଷରେ ଅଭିଯୋଗକୁ ସ୍ବୀକାର କରିଛନ୍ତି: କଂଗ୍ରେସ

ଭୁବନେଶ୍ୱର,୪ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ୨୦୧୪ ରାଜ୍ୟ ସଭା ନିର୍ବାଚନ ସମୟରେ ନିଜର ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଭୁଲ୍‌ ତଥ୍ୟ ଦେଇଥିବା ରବିବାର କଂଗ୍ରେସ ଅଭିଯୋଗ…

ଜୈବିକ ଯୁଦ୍ଧାସ୍ତ୍ରରୁ ‘କରୋନା’

ନୂଆଦିଲ୍ଲୀ,୪ା୨(ଆଇଏଏନ୍‌ଏସ୍‌): ପ୍ରାଣୀଠାରୁ ସୃଷ୍ଟ ବୋଲି କୁହାଯାଉଥିବା ମାରାତ୍ମକ କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହାର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ନେଇ…

ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର,୪ା୨(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକ ସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ ନେଇ…

୬ ଜିଲାରେ ଘନ କୁହୁଡି :୯ ଯାଏ ବର୍ଷା

ଭୁବନେଶ୍ୱର,୪ା୨(ବ୍ୟୁରୋ): ବଙ୍ଗୋପସାଗରରେ ଏକ ଗୁରୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୯ ତାରିଖ ଯାଏ ରାଜ୍ୟର ଅଧିକାଂଶ ଭାଗରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା…

୫,୬୦,୮୯୧ ଛାତ୍ରୀଛାତ୍ର ଦେବେ ମାଟ୍ରିକ୍‌ ପରୀକ୍ଷା

ଭୁବନେଶ୍ୱର, ୪ା୨(ବ୍ୟୁରୋ): ଚଳିତବର୍ଷ ୫, ୬୦, ୮୯୧ ଛାତ୍ରୀଛାତ୍ର ମାଟ୍ରିକ୍‌ ପରୀକ୍ଷା ଦେବେ। ମୋଟ ୨,୮୮୮ କେନ୍ଦ୍ରରେ ପରୀକ୍ଷା ହେବ। ଏଥିପାଇଁ ୩୦୭ ନୋଡାଲ ସେଣ୍ଟର କରାଯାଇଛି।…

ମୁଁ ଅଛି ଓ ମୁଁ ବଞ୍ଚିବି

କ୍ୟାନ୍‌ସର ବା କର୍କଟ ସମ୍ପର୍କରେ ସଚେତନତା ସୃଷ୍ଟିକରିବା ତଥା ଏହାର ନିରାକରଣ, ନିରୂପଣ ଓ ଚିକିତ୍ସା ପଦ୍ଧତିରେ ଉନ୍ନତି ଆଣିବା ପାଇଁ ପ୍ରତିବର୍ଷ ୪ ଫେବୃୟାରୀରେ ଜାତିସଂଘ…

୧୮ ସୁଦ୍ଧା ୧୯ ଖଣିର ନିଲାମ ଶେଷ ଲକ୍ଷ୍ୟ: ଆର୍ସେଲର ମିତ୍ତଲକୁ ଠାକୁରାଣୀ ଖଣି

ଭୁବନେଶ୍ୱର,୪ା୨(ବ୍ୟୁରୋ): କେନ୍ଦୁଝର ଜିଲାରେ ଥିବା ଠାକୁରାଣୀ ଲୁହାପଥର ଖଣିକୁ ହାତେଇବାରେ ଆର୍ସେଲର ମିତ୍ତଲ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ସଫଳ ହୋଇଛି। ଖଣିର ଲୁହାପଥର ବିକ୍ରି ମୂଲ୍ୟର ୧୦୭.୫୫…

ବଢ଼ିପାରେ ବିଦ୍ୟୁତ୍‌ ଶୁଳ୍କ

ଭୁବନେଶ୍ୱର,୪ା୨(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆର୍‌ସି) ଯଦି ଏହାର ଉତ୍ପାଦନ ଓ ବଣ୍ଟନ କମ୍ପାନୀଙ୍କ…

ପୋଲ ନିର୍ମାଣ ଗତି ମନ୍ଥର

ଝୁମ୍ପୁରା, ୪।୨(ଡି.ଏନ୍‌.ଏ.)- ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଝୁମ୍ପୁରା-ଉଖୁଣ୍ଡା ରାସ୍ତାର ଝୁମ୍ପୁରା ବ୍ଲକ ଓ ତହସିଲ କାର୍ଯ୍ୟାଳୟର ଅନତି ଦୂରରେ ପୂର୍ତ୍ତ ବିଭାଗ ଦ୍ୱାରା ପୋଲ ନିର୍ମାଣ ପାଇଁ…