ଟେଷ୍ଟ ଦଳକୁ ପୃଥ୍ବୀଙ୍କ ପ୍ରତ୍ୟାବର୍ତ୍ତନ

ହାମିଲଟନ, ୪।୨ (ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ୨ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ ଲାଗି ମଙ୍ଗଳବାର ଭ୍ରମଣକାରୀ ଭାରତୀୟ ଦଳ ଘୋଷଣା କରାଯାଇଛି। ଯୁବ ଓପନର୍‌ ପୃଥ୍ବୀ…

ଦେଶ ସାରା ଏନ୍‌ଏଆର୍‌ସି ଲାଗୁ ପାଇଁ ଏବେ ନାହିଁ ଯୋଜନା: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୨: ଦେଶ ସାରା ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଏଆର୍‌ସି) ଲାଗୁ କରିବା ପାଇଁ ଏବେ ଯୋଜନା ନାହିଁ। ଏନେଇ ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ବୟାନ…

ଖୁବ୍‌ଶୀଘ୍ର ଦ୍ୱିତୀୟ ପାଳି ଆରମ୍ଭ କରିବେ କ୍ରିକେଟର୍‌ ହରଭଜନ ସିଂ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଫ୍‌ସ୍ପିନର୍‌ ହରଭଜନ ସିଂ ଦ୍ୱିତୀୟ ପାଳି ଆରମ୍ଭ କରିବାକୁ ଯାଉଛନ୍ତି। କ୍ରିକେଟରେ ସଫଳ ହେବା ପରେ ସେ ଏବେ ବଲିଉଡ୍‌ ମୁହାଁ…

ଇଣ୍ଡୋନେସିଆରେ ସୁଗ୍ରୀବଙ୍କ ନାମରେ ସ୍ଥାପିତ ହେବ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ

ଜାକର୍ତ୍ତା, ୪।୨: ଇଣ୍ଡୋନେସିଆରେ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବ। ଏନେଇ ରାଷ୍ଟ୍ରପତି ଜୋକେ ଓ୍ବିଡୋଡୋ ମଞ୍ଜୁରୀ ଦେଇଛନ୍ତି। ଏହାକୁ ବାଲିର ଦେନପାସାରଠାରେ କାର୍ଯ୍ୟ କରିବ। ଏହାକୁ…

ତ୍ରିରଙ୍ଗା ପଗଡି, ତ୍ରିରଙ୍ଗା ମାଳ ପିନ୍ଧି ବିବାହ କଲେ ଦମ୍ପତି

ସମ୍ଭଲ, ୪।୨: ଉତ୍ତର ପ୍ରଦେଶର ସମ୍ଭଲରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି। ଚନ୍ଦୌସିର ଜଣେ ବ୍ୟକ୍ତି ପରିବହନ ବିଭାଗରେ କାମ କରୁଥିବା ବେଳେ ସେ ତାଙ୍କ…

ସିଆଚେନ୍‌-ଡୋକଲାମ୍‌ରେ ଭୋକରେ ରହୁଛନ୍ତି ଯବାନ: ମିଳୁନି ଖାଦ୍ୟ ପଦାର୍ଥ

ନୂଆଦିଲ୍ଲୀ,୪।୨: ଭାରତ-ଚାଇନା ସୀମାରେ ସମୁଦ୍ର ପତ୍ତନଠାରୁ ୯ ହଜାରରୁ ଅଧିକ ଫୁଟ ଉଚ୍ଚରେ ଦେଶ ସୁରକ୍ଷାରେ ସେନା ଯବାନ ମୁତୟନ ରହିଛନ୍ତି। ଏଠାରେ ଥିବା ସିଆଚେନ୍‌ ଏବଂ…

ବରଗଡ଼ ବନ୍ଦ : ବହୁ ସମୟ ପରେ ନୂତନ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ସ୍ବାସ୍ଥ୍ୟ କର୍ମଚାରୀ

ବରଗଡ଼ ଅଫିସ,୪।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସପିଟାଲ ଘୋଷଣା ଦାବିରେ ମଙ୍ଗଳବାର ସ୍ଥାନୀୟ ଏକତା ମଞ୍ଚ ଆହ୍ବାନରେ ବରଗଡ଼ ସହରରେ…

ଦିଲ୍ଲୀ ଜୟ ପାଇଁ ୨୪୦ ଏମ୍‌ପିଙ୍କୁ ଭାଜପାର କଡ଼ା ନିର୍ଦ୍ଦେଶ: ୪ ଦିନ ରହିବେ ବସ୍ତିରେ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଭୋଟରଙ୍କୁ ହାତେଇବା ପାଇଁ ଭାଜପା ପକ୍ଷରୁ ୨୪୦ ଏମ୍‌ପିଙ୍କ ଲାଗି କଡ଼ା ନିର୍ଦ୍ଦେଶ ଜାରି ହୋଇଛି। ଏମ୍‌ପିମାନେ ଆସନ୍ତା ୪ ଦିନ…

ସ୍ୟାଣ୍ଡଓ୍ବିଚ୍‌ ଚୋରି କରି ୯ କୋଟି ଟଙ୍କା ରୋଜଗାର କରୁଥିବା ଯୁବକଙ୍କ ଚାକିରି ଗଲା

ସ୍ୟାଣ୍ଡ୍‌ଓ୍ବିଚ୍‌ ଚୋରି କରି ଚାକିରି ହରାଇଛନ୍ତି ଜଣେ ଯୁବକ। ୩୧ ବର୍ଷୀୟ ପାରସ୍‌ ଶାହ ନାମକ ଏହି ଯୁବକ ଜଣେ ମିଲେନିୟର ଟ୍ରେଡର୍‌। ଆଫ୍ରିକା ଏବଂ ୟୁରୋପରେ…

ସିଏଏ ଏବଂ ଏନ୍‌ଆର୍‌ସି ବିରୋଧରେ ପ୍ରସ୍ତାବ ପାରିତ କଲା ଦେଶର ପ୍ରଥମ ଗାଁ

ଅହମ୍ମଦନଗର,୪।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଏବଂ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ବିରୋଧରେ ମହାରାଷ୍ଟ୍ରର ଏକ ଗାଁରେ ପ୍ରସ୍ତାବ ପାରିତ ହୋଇଛି। ଅହମ୍ମଦନଗର ଜିଲାରେ ଥିବା ଇସ୍ଲାକ୍‌ ଗାଁରେ…