ଦଳାଚକଟାରେ ୧୩ ଶିଶୁଙ୍କ ଜୀବନ ଗଲା

ନାଇରୋବି,୪ା୨: କେନିଆର ଏକ ପ୍ରାଥମିକ ବିଦ୍ୟାଳୟରେ ଦଳାଚକଟା ଘଟି ୧୩ ଶିଶୁଙ୍କ ପ୍ରାଣହାନି ଘଟିଛି। ଏଥିରେ ଅନ୍ୟ ୨୦ ଜଣ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

୫୧ ଜଣଙ୍କ ନାଁରେ ଦେଶଦ୍ରୋହ ମାମଲା

ମୁମ୍ବାଇ,୪ା୨(ଆଇଏଏନ୍‌ଏସ୍‌): ମୁମ୍ବାଇ ପୋଲିସ ୫୧ ଜଣଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରିଛି। ସେମାନେ ଶନିବାର ଏକ ର଼୍ୟାଲିରେ ଯୋଗଦେଇ ଦେଶଦ୍ରୋହ ଅଭିଯୁକ୍ତ ଜେଏନ୍‌ୟୁ ଛାତ୍ର ଶର୍ଜିଲ…

କୁଳପତିଙ୍କ ବ୍ୟଙ୍ଗ ଫଟୋ, ଭିଡିଓ ଭାଇରାଲ

କଟକ ଅଫିସ,୪ା୨: ସୋସିଆଲ ମିଡିଆ ଟିକ୍‌ଟକ୍‌ ଓ ଫେସ୍‌ବୁକ୍‌ରେ ଭାଇରାଲ ହୋଇଛି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଇଶାନ କୁମାର ପାତ୍ରଙ୍କ ବ୍ୟଙ୍ଗ ଫଟୋ ଓ ଭିଡିଓ।…

୨୦୨୨ ସୁଦ୍ଧା ସବୁ ପରିବାରକୁ ପକ୍କାଘର

ନୂଆଦିଲ୍ଲୀ, ୪ା୨(ପି.ଟି.): ସବୁ ଗରିବ ପରିବାରକୁ ୨୦୨୨ ସୁଦ୍ଧା ପକ୍କାଘର ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। କର୍‌କର୍‌ଦୁମାରେ ଏକ ନିର୍ବାଚନ…

ଚିନ୍ମୟାନନ୍ଦଙ୍କୁ ଜାମିନ

ଆଲ୍ଲାହାବାଦ, ୪ା୨(ପି.ଟି.): ଜଣେ ଆଇନ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ମାମଲାରେ ଅଭିଯୁକ୍ତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଆଲ୍ଲାହାବାଦ ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି।…

ଜାମିଆରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୪ା୨(ପି.ଟି.): ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ ଜାରି ରହିଥିବା ବେଳେ ରବିବାର ରାତିରେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ନିକଟରେ ପୁଣି ଗୁଳିକାଣ୍ଡ ଘଟିଛି।…

ରାଜଧାନୀରେ ଶତାଧିକ ଚାଷୀ ଗିରଫ

ଭୁବନେଶ୍ୱର,୪ା୨(ବ୍ୟୁରୋ) : ନୟାଗଡ଼ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ ଓ ଚାଷୀଙ୍କ ବକେୟା ପ୍ରଦାନ ଦାବିରେ ଗତ ୩୦ତାରିଖରୁ ଆରମ୍ଭ ହୋଇଥିବା ବିଶାଳ ପଦଯାତ୍ରା ସୋମବାର ରାଜଧାନୀ ଭୁବନେଶ୍ୱରରେ…

ସିଏଏ, ଏନ୍‌ଆର୍‌ସିକୁ ନେଇ ପାର୍ଲାମେଣ୍ଟରେ ଅଚଳାବସ୍ଥା

ନୂଆଦିଲ୍ଲୀ,୪ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ସୋମବାର ପାର୍ଲାମେଣ୍ଟରେ ବିରୋଧୀ ସଦସ୍ୟମାନେ ସରକାରଙ୍କ…

ଅନୁଭବ ପରୋକ୍ଷରେ ଅଭିଯୋଗକୁ ସ୍ବୀକାର କରିଛନ୍ତି: କଂଗ୍ରେସ

ଭୁବନେଶ୍ୱର,୪ା୨(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ୨୦୧୪ ରାଜ୍ୟ ସଭା ନିର୍ବାଚନ ସମୟରେ ନିଜର ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ଭୁଲ୍‌ ତଥ୍ୟ ଦେଇଥିବା ରବିବାର କଂଗ୍ରେସ ଅଭିଯୋଗ…

ଜୈବିକ ଯୁଦ୍ଧାସ୍ତ୍ରରୁ ‘କରୋନା’

ନୂଆଦିଲ୍ଲୀ,୪ା୨(ଆଇଏଏନ୍‌ଏସ୍‌): ପ୍ରାଣୀଠାରୁ ସୃଷ୍ଟ ବୋଲି କୁହାଯାଉଥିବା ମାରାତ୍ମକ କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହାର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ନେଇ…