ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ

ବିନିକା,୧୩ା୩(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ମହାଦେବପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂସାମୁରା ଗାଁରେ ଗ୍ରୀଷ୍ମ ଆରମ୍ଭରୁ ଜଳକଷ୍ଟ ଦେଖାଦେଲାଣି। ୨ଟି ଓ୍ବାର୍ଡରେ ବିଶିଷ୍ଟ ଏହି ଗ୍ରାମରେ…

ଚର୍ଚ୍ଚରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ରାଇକିଆ,୧୩ା୩(ଡି.ଏନ.ଏ): ରାଇକିଆ ବ୍ଲକ ମଣ୍ଡାକିଆ ପଞ୍ଚାୟତର ବୁଡାମାହା ବିଲିଭର୍ସ ଚର୍ଚ୍ଚରୁ ଗୁରବାର ରାତିରେ ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରି ନେଇଛନ୍ତି। ଏନେଇ ଶୁକ୍ରବାର ରାଇକିଆ…

ନିଶା ପାଇଁ ଟଙ୍କା ନଦେବାରୁ ଭଉଣୀ ତଣ୍ଟିଚିପି ହତ୍ୟା ଉଦ୍ୟମ

ଫୁଲବାଣୀ ଅଫିସ, ୧୩ା୩: ନିଶା ଖାଲି ମଣିଷକୁ ବିପଥଗାମୀ କରେନାହିଁ, ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ଛାଡେନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଫୁଲବାଣୀ ସହର ପେଞ୍ଜିସାହିରେ ଦେଖିବାକୁ ମିଳିଛି।…

କରୋନା ପାଇଁ ଏଭରେଷ୍ଟ ପର୍ବତାରୋହଣ ଉପରେ ଲାଗିଲା କଟକଣା

କାଠମାଣ୍ଡୁ୧୩।୩: କରୋନା ଭାଇରସ୍‌ ମହାମାରୀକୁ ଦୃଷ୍ଟିରେ ରଖି ଏଭରେଷ୍ଟ ପର୍ବତାରୋହଣ ଅଭିଯାନ ଉପରେ ଶୁକ୍ରବାର କଟକଣା ଲଗାଯାଇଛି। ଚାଇନା ପକ୍ଷରୁ ଏଭରେଷ୍ଟ ଚଢ଼ାଯିବାକୁ ବନ୍ଦ କରାଯିବାର ଗୋଟିଏ…

ଶ୍ରୀରାମନବମୀ ମହୋତ୍ସବ ପାଇଁ ଗଣଦୌଡ଼ ୧୫ରେ

ଭଦ୍ରକ ଅଫିସ, ୧୩।୩:  ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ ପ୍ରତିବର୍ଷ…

ନିଆଁ ଲାଗି ଜଳିଗଲା ଡିଜେଲ ଟ୍ୟାଙ୍କର

ରାଇସୁଆଁ/କେନ୍ଦୁଝର,୧୩।୩(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ହାଇସ୍କୁଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଡିଜେଲ ଟ୍ୟାଙ୍କର ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଅଳ୍ପକେ ବର୍ତ୍ତି…

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ

ରୂପ୍‌ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି ତାଙ୍କ…

କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ

ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ ପୂର୍ବରୁ…

ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା

ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ…

କରୋନା ଭୂତାଣୁ ସମ୍ପର୍କରେ ସଚେତନତା ଶୋଭାଯାତ୍ରା

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସେଠୀଙ୍କ ତତ୍ତ୍ୱାବଧାନରେ କରୋନା ଭୂତାଣୁ ସମ୍ପର୍କରେ ଏକ ସାଚତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ…