ବାଲି ମାଫିଆଙ୍କ ଆତଙ୍କରାଜ୍‌ ଆର୍‌ଆଇ, ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ

ଭଣ୍ଡାରିପୋଖରୀ, ୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବନ୍ଦାଳୋ ମଢ଼ିଆଳୀ ପଞ୍ଚାୟତ ବିରିଡ଼ିସ୍ଥିତ ବୈତରଣୀ ନଦୀପଠାରୁ ବାଲି ମାଫିଆମାନେ ବେଆଇନ ଭାବେ ବାଲି ଚାଲାଣ କରୁଛନ୍ତି।…

ପୁରୁଣା ବାରିପଦା କଲେଜରେ ଉତ୍ତେଜନା

କୁଆମରା ୪।୨(ଡିଏନଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମନୋଜ କୁମାର ସାହୁଙ୍କୁ ନେଇ କଲେଜର ସୋମବାର ପୁଣି…

ପୁଅର ଦରମା ପାଇଁ ମା’ ବାପାଙ୍କ ଆମରଣ ଅନଶନ

ଖୁଣ୍ଟା,୪ା୨(ଡ଼ି.ଏନ୍‌.ଏ.)-ପୁଅର ଦରମା ଟଙ୍କା ମଞ୍ଜୁର ପାଇଁ ମା’ବାପାଙ୍କୁ ଆମରଣ ଅନଶନରେ ବସିବାକୁ ପଡ଼ିଛି । ଏପରି ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ଡୁକୁରା…

ପିଆରଏମ ମେଡିକାଲ କଲେଜ ଅଧୀକ୍ଷକଙ୍କ ବହିଷ୍କାର ଦାବି କଲା ଭଞ୍ଜସେନା

ବାରିପଦା ଅଫିସ, ୪ା୨- ପଣ୍ଡିତ ରଘୁନାଥ ମୁର୍ମୁ (ପିଆରଏମ୍‌) ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ବିପର୍ଯ୍ୟସ୍ଥ ସ୍ବାସ୍ଥ୍ୟସେବା ବିରୋଧରେ ସୋମବାର ଭଞ୍ଜସେନାର କାର୍ଯ୍ୟକର୍ତ୍ତା ଜିଲା ପ୍ରଶାସନ ଜରିଆରେ…

ସରସ୍ବତୀ ମୂର୍ତ୍ତି ଭସାଣି ବେଳେ ଗଣ୍ଡଗୋଳ, ୪ ଆହତ

ସୋର, ୪।୨(ଡି.ଏନ.ଏ.)-ସରସ୍ବତୀଙ୍କ ମୂର୍ତ୍ତି ଭସାଣକୁ କେନ୍ଦ୍ର କରି ସୋର ଥାନା ଅଧୀନ ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଈଶ୍ୱରପୁର ଓ ମାଟିଆପଲା ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି।…

ବେଆଇନ କାଠପୋଲ ଉଚ୍ଛେଦକୁ ବିରୋଧ

ଜଳେଶ୍ୱର, ୪।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ପୌରପରିଷଦ ଅନ୍ତର୍ଗତ ୭ ଓ ୮ ନଂ. ୱାର୍ଡ଼ ସନ୍ନିକଟ ସୁବର୍ଣ୍ଣରେଖା ନଦୀରେ ନିର୍ମିତ ହୋଇଥିବା ବେଆଇନ କାଠପୋଲକୁ ଉଚ୍ଛେଦ କରିବାକୁ…

ପ୍ୟାକ୍ସରେ ତାଲା ପକାଇଲେ ଚାଷୀ

ବରୀ,୪ା୨(ସ୍ବ.ପ୍ର):ବରୀ ବ୍ଲକ ଅଧୀନ ଧାରପୁର କୃଷି ସେବା ସମବାୟ ସମିତି (ପ୍ୟାକ୍ସ)ରେ ସୋମବାର ଚାଷୀମାନେ ତାଲା ପକାଇ ଦେଇଥିଲେ। ଦୀର୍ଘ ସମୟ ଧରି ତାଲା ପଡ଼ି ରହିବାରୁ…

ଗଡ଼ୁଛି ଦିନ, ହେଉନି ଜଳସେଚନ ସୁବିଧା

ଯାଜପୁର ଅଫିସ,୪ା୨: ରାଜ୍ୟରେ ୩୫ ପ୍ରତିଶତ କୃଷି କ୍ଷେତ୍ରକୁ ଜଳସେଚନ ସୁବିଧା ଯୋଗାଇ ଦିଆଯିବ ବୋଲି ୧୮ବର୍ଷ ତଳେ ସରକାର ଘୋଷଣା କରିଥିଲେ। ହେଲେ ବାସ୍ତବରେ ଏହା…

କଳା, ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ

ବିନିକା,୪ା୨(ଡି.ଏନ୍‌.ଏ) ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ ପଦ୍ମନାଭ…

ଚାଷୀ ସମସ୍ୟା ନେଇ ଜିଲାପାଳଙ୍କୁ ଅଭିଯୋଗ

ଲଖନପୁର, ୪।୨(ଡି.ଏନ୍‌.ଏ.) ଚଳିତ ବର୍ଷ ଝାରସୁଗୁଡା ଜିଲାରେ ଟୋକନ ପ୍ରଦାନରେ ଅବ୍ୟବସ୍ଥା ଯୋଗୁ ଚାଷୀମାନେ ନିଜ ନିଜର ଉପତ୍ାଦିତ ଧାନ ବିକ୍ରି କରିପାରୁନାହାନ୍ତି। ଧାନ ବିକ୍ରି ସମୟରେ…