ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ ବ୍ୟତିକ୍ରମ

ପୁରୁଣା ଭୁବନେଶ୍ୱର, ୧୨ା୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିରରେ ଥରକୁ ଥର ପରମ୍ପରା ଭଙ୍ଗ ହେବା ନେଇ ଜନ ଅସନ୍ତୋଷ ଦେଖାଦେଇଛି। ସୋମବାର ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ…

ଇଟାଲି, ଇରାନରୁ ଭାରତୀୟଙ୍କୁ ଫେରାଇ ଅଣାଯିବ

ନୂଆଦିଲ୍ଲୀ, ୧୨।୩: କରୋନା ପ୍ରଭାବିତ ଇଟାଲି, ଇରାନ ଆଦି ଦେଶରୁ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ଫେରାଇ ଅଣାଯିବା ଲାଗି କେନ୍ଦ୍ର ସରକାର ଅଗ୍ରାଧିକାର ଦେଉଥିବା ବହିର୍ବ୍ୟାପାର ମନ୍ତ୍ରୀ…

ମୂଳ ସ୍କୁଲକୁ ଫେରିଲେ ବଦଳି ଶିକ୍ଷକ

ବାଳକାଟୀ,୧୨ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲିଅନ୍ତା ବ୍ଲକରେ ଗୋଟିଏ ସାଦା କାଗଜରେ ହୋଇଥିବା ୨୦ ଶିକ୍ଷକଙ୍କ ବଦଳି ମୌଖିକ ଭାବେ ପ୍ରତ୍ୟାହାର ହୋଇଛି। ଦୋଳପୂର୍ଣ୍ଣିମା ତଥା ଛୁଟି ପୂର୍ବଦିନ…

୩ ହିଜବୁଲ ଆତଙ୍କବାଦୀ ଗିରଫ

ଶ୍ରୀନଗର, ୧୨।୩: ଜମ୍ମୁ-କଶ୍ମୀରର କୁପଓ୍ବାଡ଼ାରୁ ୩ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ରାଜ୍ୟ ପୋଲିସ ଏବଂ ୫ ବିହାର ରେଜିମେଣ୍ଟ ପକ୍ଷରୁ ସୂଚନା ପାଇ ସ୍ଥାନୀୟ…

ବସ୍‌ ମାଲିକଙ୍କୁ ଆକ୍ରମଣ ଘଟଣା:୨ ଗିରଫ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୁତ୍ତମାନେ ରବିବାର ବସ୍‌ ମାଲିକ ଆଇଗିଣିଆର ବିମ୍ବାଧର ସୁନ୍ଦରାୟଙ୍କୁ ଗୁଳି ମାଡ଼ କରିବା ସହ ଗୋଡେଇ ଗୋଡେଇ ହାଣିଥିଲେ। ଏହି…

ବେଜିଂକୁ ଦୋଷଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୩: ଅରୁଣାଚଳ ପ୍ରଦେଶ, କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖ ଭାରତର ଅବିଚ୍ଛେଦ୍ୟ ଅଙ୍ଗ ବୋଲି ବହୁବାର ସ୍ପଷ୍ଟ ଭାବେ ଚାଇନାକୁ ବୁଝାଯାଇଛି। ତଥାପି ବେଜିଂ…

ପ୍ରେମରେ ଧୋକା: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ପ୍ରେମିକଙ୍କ ଧୋକା ସହି ନ ପାରି ନୂଆପଲ୍ଲୀ ଥାନା ସମ୍ମୁଖରେ ଜଣେ ମହିଳା ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ମହିଳାଙ୍କ ଘର ଜଗତସିଂହପୁର…

ସିରିଜ ଜିତିଲା ବାଂଲାଦେଶ

ଢାକା, ୧୨୩ (ଏଏଫ୍ପି)- ଭ୍ରମଣକାରୀ ଜିମ୍ବାେଓ୍ବ ବିପକ୍ଷରେ ଏଠାରେ ଅନୁଷ୍ଠିତ ୨ୟ ଟି୨୦ ମ୍ୟାଚ୍କୁ ବାଂଲାଦେଶ ୯ ଉଇକେଟ୍ର ବୃହତ୍ ବ୍ୟବଧାନରେ ଜିତିନେଇଛି ପ୍ରଥମେ ବ୍ୟାଟିଂ କରି…

ଶିବକୁମାର କର୍ନାଟକ କଂଗ୍ରେସ ମୁଖ୍ୟ

ବେଙ୍ଗାଲୁରୁ, ୧୨।୩: କର୍ନାଟକ କଂଗ୍ରେସ ଅଧ୍ୟକ୍ଷ ଭାବେ ଦଳର ବରିଷ୍ଠ ନେତା ଡି. କେ. ଶିବକୁମାରଙ୍କୁ ନିଯୁକ୍ତି ମିଳିଛି। ଏହି ପଦରେ ଥିବା ଦୀନେଶ୍‌ ଗୁଣ୍ଡୁ ରାଓ…

ଦାୟିତ୍ୱ ନେଲେ ମେହେର୍ଦ୍ଦା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ଅଫିସର ପ୍ରମୋଦ ମେହେର୍ଦ୍ଦା ବୁଧବାର ରାଜ୍ୟପାଳଙ୍କ ସଚିବଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମେହେର୍ଦ୍ଦା ରାଜଭବନ ଯାଇ ପ୍ରଥମେ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କୁ…