ଅନିଶ୍ଚିତତାରେ ଚିଟ୍‌ଫଣ୍ଡ କ୍ଷୁଦ୍ର ଜମାକାରୀଙ୍କ ଭାଗ୍ୟ

କଟକ ଅଫିସ୍‌,୧୨ା୩: ଓଡ଼ିଶାରେ ଚିଟ୍‌ଫଣ୍ଡ ଏକ ରାଜନୈତିକ ପ୍ରସଙ୍ଗ ହୋଇଆସିଛି। ସରକାରଙ୍କୁ ଘେରିବା ପାଇଁ ବିରୋଧୀମାନେ ଚିଟ୍‌ଫଣ୍ଡ ଅସ୍ତ୍ରକୁ ପୂର୍ବରୁ ବ୍ୟବହାର କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି…

ଏମ୍‌କେସିଜି ମେଡିକାଲ ବିକାଶ ପାଇଁ ହେଉ ସ୍ବତନ୍ତ୍ର ଯୋଜନା

ବ୍ରହ୍ମପୁର ଅଫିସ,୧୨ା୩: ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବୁଧବାର ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସିଙ୍କ ଅଫିସ ଆଗରେ ବିକ୍ଷୋଭ କରାଯାଇଥିଲା। ଜିଲାର ପ୍ରମୁଖ ସହର ରେଶମ ନଗରୀ ପ୍ରତି…

ଭାରତୀଙ୍କ ମୁହଁରେ ଫୁଟିଲା ହସ

ଭୁବନ, ୧୨।୩(ଡି.ଏନ.ଏ.) ବିବାହ ଆଗରୁ ନିଆଁ ସାଜିଲା ବଇରି। ନିଆଁରେ ଛାରଖାର ହୋଇଗଲା ସବୁକିଛି। ଏହାକୁ ନେଇ ବେଶ୍‌ ଚିନ୍ତିତ ହୋଇପଡ଼ିଥିଲେ ପରିବାର। ହେଲେ ବଦାନ୍ୟ ବ୍ୟକ୍ତି ଏବଂ…

୨ ଅଣଓଡ଼ିଆ ମହିଳା ଗିରଫ, ଗହଣା ଜବତ

ଦିଗପହଣ୍ଡି,୧୨ା୩(ଡି.ଏନ.ଏ.) ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମସ୍ଥିତ ମା’ ବାଙ୍କେଶ୍ୱରୀଙ୍କ ଯାତ୍ରାରେ ସୋମବାର ସିଦ୍ଧେଶ୍ୱର ଗଣିଆ ନାଳ ଛକରେ ରହୁଥିବା ସୂର୍ଯ୍ୟମଣି ସାହୁ ନାମ୍ନୀ ମହିଳାଙ୍କ ବେକରୁ ପ୍ରାୟ ୨…

୭ ଗାଁରେ ସରକାରୀ ଯୋଜନା ଅପହଞ୍ଚ

ଫୁଲବାଣୀ ଅଫିସ, ୧୨ା୩:   କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକରେ ବହୁ ଦୁର୍ଗମ ଅଞ୍ଚଳ ରହିଛି। ସେସବୁ ଅଞ୍ଚଳରେ ଥିବା ଅଧିକାଂଶ ଗ୍ରାମବାସୀ ମୌଳିକ ସୁବିଧା ପାଇବାରୁ ବଞ୍ଚିତ…

ମାଛରୁ ପୋକ ବାହାରିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୧୨।୩(ଡି.ଏନ୍‌.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ଦାରିଙ୍ଗବାଡି ମାର୍କେଟରୁ ମାଛ କିଣିନେବା ପରେ ତାକୁ ମସଲା ଆଦି ଦେଇ ମ୍ୟାରିନେଟ କରି ରଖିଥିଲେ। କିଛି ସମୟ…

ଜମି ବିବାଦକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ: ୭ ଗିରଫ, ଜଣେ ଗୁରୁତର

କୁଜଙ୍ଗ,୧୨ା୩(ଡି.ଏନ.ଏ.): କୁଜଙ୍ଗ ଥାନା ଅଧୀନ ଫତେପୁର ଗ୍ରାମରେ ଜମି ବିବାଦକୁ କେନ୍ଦ୍ରକରି ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏନେଇ ଉଭୟ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ପୋଲିସ…

ନବବଧୂଙ୍କୁ ନିର୍ଯାତନା ମାମଲା: ତିର୍ତ୍ତୋଲ ପୋଲିସ ବିରୋଧରେ ଏସ୍‌ପିଙ୍କୁ ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୩: ତିର୍ତ୍ତୋଲ ଥାନା ଅଧୀନ ଦୋନ୍ଦୁଅ ଗ୍ରାମର ଜଣେ ନବ ବିବାହିତାଙ୍କୁ ତାଙ୍କ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ନିର୍ଯାତନା ଦେଇଥିବା ସମ୍ପର୍କିତ…

ନୀଳମାଧବ ଜୀଉଙ୍କ ଚନ୍ଦନ ଲାଗି ଆରମ୍ଭ

ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦି ଦେବତା କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ବେଶ ସୋମବାର ଦୋଳ ପୂର୍ଣ୍ଣମୀଠାରୁ ଆରମ୍ଭ ହୋଇଛି। ମାନବ ସମାଜରେ ଋତୁ…

ନାବାଳିକା ବିବାହ ରୋକିଲା ଚାଇଲ୍ଡଲାଇନ ଟିମ୍‌

ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ନୟାଗଡ଼ ଚାଲ୍ଡଲାଇନ ଟିମ୍‌ ବୁଧବାର ଖଣ୍ଡପଡା ଅଞ୍ଚଳରେ ଏକ ନାବାଳିକା ବିବାହ ବନ୍ଦ କରାଇଛି। ଖଣ୍ଡପଡା ସହରରସ୍ଥିତ ମା’ ଉମାଦେବୀଙ୍କ ମନ୍ଦିର ପରିସରରେ ୧୭ ବର୍ଷର…