ନୂଆଦିଲ୍ଲୀ,୧୧।୩: ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ର ଡାକ୍ତରମାନେ ଅଗାମୀ ଦିନରେ କରୋନା ଭାଇରସର ଔଷଧ ଓ ଟିକାକୁ ନେଇ ଗବେଷଣା କରିବେ ବୋଲି ଜଣାପଡିଛି।…
ଲକ୍ଷ୍ନୌ,୧୦।୩ : ଚଳିତ ମାସରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜର ୩ ବର୍ଷର ଶାସନ ପୂରା କରିବେ। ଇତିମଧ୍ୟରେ ରାଜ୍ୟରେ ବିକାଶ ଯୋଜନା ଉପରେ ସରକାର…
ଅମାନ (ଜୋର୍ଡାନ),୧୦।୩- ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିସାରିଥିବା ବିକାଶ କ୍ରିଷ୍ଣନ ଏଠାରେ ଚାଲିଥିବା ଏସିଆନ କ୍ୱାଲିଫାୟର୍ସ ଫାଇନାଲରେ ପ୍ରବେଶ କିରଛନ୍ତି। କିନ୍ତୁ ୫୨ କେଜି ଓଜନ ବର୍ଗରେ…
ଭଞ୍ଜନଗର,୧୦ା୩(ଡି.ଏନ.ଏ)- ଚାଉଳ ଓ ଗହମ ହେର୍ଫେର ମାମଲାରେ ପୋଲିସ ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଥିଲା। ଏହାର ପ୍ରତିବାଦରେ…
ପୁରୁଷୋତ୍ତମପୁର,୧୦ା୩(ଡି.ଏନ୍.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଯାଇଛି। ହୋଲି ସତ୍ତ୍ୱେ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥିବା…
ତାଳଚେର, ୧୦ା୩(ନି.ପ୍ର.)- ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ଦୟସାଗର ମିଶ୍ରଙ୍କୁ କେତେଜଣ ଦୁର୍ବୁତ୍ତ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ତାଙ୍କ ମୁଣ୍ଡରେ…
ନବରଙ୍ଗପୁର,୧୦।୩(ବି.ପ୍ର.): ନବରଙ୍ଗପୁର ସହର ଇନ୍ଦ୍ରାବତୀ ନଦୀରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇଚ୍ଛାବତୀଗୁଡ଼ାର ଆଦିତ୍ୟ ନାୟକ(୨୫)। ହୋଲି ଖେଳ ସରିବା ପରେ…
ବାଲିଅନ୍ତା/ପୁରୁଣା ଭୁବନେଶ୍ୱର,୧୦।୩(ଡି.ଏନ୍.ଏ.): ବାଲିଅନ୍ତା ଥାନା ଅଧୀନ ରଙ୍ଗବଜାର ନିକଟରେ ପ୍ରବାହିତ ପୁରୀ ମୁଖ୍ୟ କେନାଲରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୀନା ଗୋଚ୍ଛାୟତ(୪୨)।…
ପରଜଙ୍ଗ, ୧୦ା୩(ଡି.ଏନ.ଏ.)- ଘରେ କୌଣସି କାରଣରୁ ପାଟିତୁଣ୍ଡ କରି ରାଗରେ ଏକ ବାଇକ୍ ଧରି ପଳାଇ ଆସୁଥିବା ବେଳେ ଗଛରେ ପିଟି ହୋଇ ଜଣେ ଯୁବକଙ୍କ ମୃତ୍ୟୁ…
ବାହାନଗା, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁରଠାରେ ଥିବା ଏକ ସରକାରୀ ମଦ ଦୋକାନ ଆଗରେ ମଙ୍ଗଳବାର ଅପରାହ୍ନରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଗଣ୍ଡଗୋଳରେ…