ଘୋଡାହାଡ଼ ନଦୀରେ ବୁଡ଼ି ଯୁବକ ମୃତ

ପାଟପୁର,୯ା୩- ପାଟପୁର ଥାନା ଜଲମରା ଗ୍ରାମ ନିକଟ ଘୋଡାହାଡ଼ ନଦୀରେ ବୁଡ଼ି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ସେ ହେଲେ ପଳାସପୁର ଗ୍ରାମର ଟୁକୁନା…

କାନଝରି ଡ୍ୟାମରେ ଭାସୁଛି ମଲା କୁକୁଡା

କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରି ଡ୍ୟାମରେ ବସ୍ତାରେ ବନ୍ଧା ହୋଇଥିବା ବହୁ ସଂଖ୍ୟାରେ ମଲା କୁକୁଡ଼ା ଭାସୁଥିବା ଦେଖିବାକୁ ମିଳିଛି। ସୋମବାର ଆଖପାଖ ଅଞ୍ଚଳରେ…

ଜବରଦଖଲରେ ଖେଳପଡିଆ: ଥାନାରେ ଅଭିଯୋଗ କଲେ ଗ୍ରାମବାସୀ

ଆନନ୍ଦପୁର, ୯। ୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଖଡିକାଶୂଳ ବାହାଳୀ ଗ୍ରାମରେ ଥିବା ସର୍ବସାଧାରଣଙ୍କ ଖେଳ ପଡିଆକୁ ଜଣେ ବ୍ୟକ୍ତି ଜବରଦଖଲ କରି ଘର କରିବା…

ପୂର୍ବଶତ୍ରୁତାରୁ ହତ୍ୟାକାଣ୍ଡ

ବାସୁଦେବପୁର, ୯। ୩(ଡି.ଏନ.ଏ.)-ବାସୁଦେବପୁର ବ୍ଲକ ନୂଆଗଡ ଗ୍ରାମର ନିରଞ୍ଜନ ମଳିକ ନାମକ ବ୍ୟକ୍ତିଙ୍କୁ ତାଙ୍କର କେତେକ ପଡୋଶୀ ମରଣାନ୍ତକ ଆକ୍ରମଣ କରି ପିଟି ପିଟି ହତ୍ୟା କରିଛନ୍ତି।…

ବାୟୋମେଟ୍ରିକ୍ସ ଉପସ୍ଥାନକୁ ବାରଣ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୯।୩: କରୋନା ଭାଇରସ ସଂକ୍ରମଣ ବୃଦ୍ଧିକୁ ଲକ୍ଷ୍ୟ କରି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଦିଲ୍ଲୀର ପ୍ରାୟ ସମସ୍ତ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ସ ଉପସ୍ଥାନକୁ ବାରଣ କରିଥିବା ଜଣାପଡିଛି। ଏହା…

କରୋନା ଭାଇରସକୁ ହରାଇଲେ ଶତାୟୁ

ବେଜିଂ,୯।୩: କରୋନା ଭାଇରସର ଉତ୍ପତିସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରରୁ ଆସିଛି ଭଲ ଖବର। ଏଠାରେ ଜଣେ ୧୦୦ ବର୍ଷୀୟ ବୃଦ୍ଧ କରୋନାରେ ସଂକ୍ରମିତ ଥିବା ବେଳେ…

ଶାଳଗଣ୍ଡି ସହ ମିନି ଟ୍ରକ୍‌ ଜବତ, ୪ ଗିରଫ

ଦାରିଙ୍ଗବାଡ଼ି,୯।୩(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ସୋମବାର ଚୋରାଚାଲାଣ ହେଉଥିବା ୧୫ ଖଣ୍ଡ ଶାଳକାଠ ସହ ଏକ ମିନିଟ୍ରକକୁ ବନ ବିଭାଗ ଜବତ କରିଛି। ଏଥିରେ ସମ୍ପୃକ୍ତ…

ତାମିଲନାଡୁରୁ ଦେବେନ୍ଦ୍ରଙ୍କ ମୃତଦେହକୁ ଓଡ଼ିଶା ଆଣିବାରେ ସହାୟତାର ହାତ ବଢ଼ାଇଲା ଓଡ଼ିଶା-ମୋ ପରିବାର

ଭୁବନେଶ୍ୱର,୯।୩(ବ୍ୟୁରୋ): ସୁବର୍ଣ୍ଣପରୁ ଜିଲା ଅନ୍ତର୍ଗତ ଦଳବଦା ଗ୍ରାମର ଦେବେନ୍ଦ୍ର ଭୁକ୍ତଙ୍କର ତାମିଲନାଡୁସ୍ଥିତ ମାଲଗୁଡିଠାରେ ଶନିବାର ମଧ୍ୟାହ୍ନରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ଏହି ଘଟଣା ବିଷୟରେ ବାଣିଜ୍ୟ ଓ…

ହୋଲି ଲାଗି ବନ୍ଦ ରହିବ ମୋ ବସ୍‌ ସେବା

ଭୁବନେଶ୍ୱର,୯।୩(ବ୍ୟୁରୋ): ମଙ୍ଗଳବାର ହୋଲି ପାଳନ ହେବାକୁ ଥିବା ବେଳେ ଏ ନେଇ ମୋ ବସ୍‌ ସେବା ବନ୍ଦ ରହିବ। ଏହା ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବାକୁ…

କଫ ସିରପ ଜବତ :୨ ଅଟକ, ଜଣେ ଫେରାର

ଝାରସୁଗୁଡ଼ା ଅଫିସ,୯।୩: ଝାରସୁଗୁଡ଼ା ସହର ମଙ୍ଗଳ ବଜାର ନିକଟସ୍ଥ ମିଲତ କଲୋନୀରେ ସୋମବାର ଝାରସୁଗୁଡ଼ା ପୋଲିସ ପକ୍ଷରୁ ଚଢ଼ାଉ ହୋଇଛି। ଏହି ଚଢ଼ାଉରେ ୨୦୦ରୁ ଅଧିକ ବୋତଲ…