ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ଳାବିତ ହେବ ୬୦ ହଜାର ହେକ୍ଟର ଚାଷ ଜମି

ଆନନ୍ଦପୁର, ୩୧।୧(ସ୍ବ.ପ୍ର.)-ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆନନ୍ଦପୁର ଗସ୍ତକରି ବହୁ ପ୍ରତିକ୍ଷୀତ ଆନନ୍ଦପୁର ବ୍ୟାରେଜର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ…

ଫାଶୀ ପାଇଁ ପ୍ରସ୍ତୁତ ତିହାର ଜେଲ

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କୁ ରାତି ପାହିଲେ ଫାଶୀ ଦିଆଯିବା କଥା। ହେଲେ କେତେକ କାରଣ ପାଇଁ ଏହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ। ଗୋଟିଏ…

କିଛି କଥା ପ୍ରତି ଧ୍ୟାନଦେଲେ ନବଦମ୍ପତିଙ୍କ ସମ୍ପର୍କ ହୋଇଥାଏ ମଧୁର

ଏବେ ବିବାହ ଋତୁ ଚାଲିଥିବା ବେଳେ ନବଦମ୍ପତି ସେମାନଙ୍କ ସମ୍ପର୍କ କେମିତି ରହିବ ସେନେଇ ଚିନ୍ତିତ ଥା’ନ୍ତି। କିନ୍ତୁ ବାସ୍ତୁ ବିଶେଷଜ୍ଞଙ୍କ ଅନୁଯାୟୀ କେତେକ କଥା ପ୍ରତି…

ଏବେ କାର୍ଯ୍ୟକାଳ ସରୁଥିବା ସମବାୟ ସମିତିଗୁଡ଼ିକରେ ନିର୍ବାଚନ ହେବନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୩୧।୧(ବ୍ୟୁରୋ): କାର୍ଯ୍ୟକାଳ ସରୁଥିବା ସମବାୟ ସମିତିଗୁଡ଼ିକରେ ଏବେ ନିର୍ବାଚନ ହେବନାହିଁ। କାର୍ଯ୍ୟକାଳ ସମାପ୍ତ ହେଉଥିବା ସମବାୟ ସମିତି ଦାୟିତ୍ୱରେ ଅଫିସର ରହିବେ ବୋଲି ଶୁକ୍ରବାର ସମବାୟ ମନ୍ତ୍ରୀ…

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନର ବନ୍ଦ ଡାକରା: କଳାହାଣ୍ଡି ଜିଲାର ସମସ୍ତ ବ୍ୟାଙ୍କ ବନ୍ଦ

ଭବାନୀପାଟଣା,୩୧।୧(ଡି.ଏନ୍‌.ଏ.): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ…

ଚାଇନାରୁ ଫେରୁଥିବା ୩ଶହ ଛାତ୍ରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୩୧।୧: ଚାଇନାରେ ଏବେ ମହାମାରୀ ରୂପ ନେଇଛି କରୋନା ଭୂତାଣୁ। ଏବେସୁଦ୍ଧା ଏଥିରେ ଆକ୍ରାନ୍ତ ହୋଇ ୨୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଆକ୍ରାନ୍ତ…

ମଲାଇକା ନୁହନ୍ତି, ଏହି ଅଭିନେତ୍ରୀଙ୍କ ସହ ‘ବ୍ଲାଇଣ୍ଡ୍‌ ଡେଟ୍‌’ରେ ଗଲେ ଅର୍ଜୁନ

ମୁମ୍ବାଇ: ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରାଙ୍କ ପ୍ରେମ ସମ୍ପର୍କ କାହାକୁ ଅଚ୍ଛପା ନାହିଁ। ମଲାଇକାଙ୍କ ସହ ଅର୍ଜୁନ ହସଖୁସିର ସମୟ କାଟୁଥିବା ବେଳେ ବିବାହ…

ଫାଶୀ ପୂର୍ବର ୨୪ ଘଣ୍ଟା…

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦୋଷୀମାନଙ୍କୁ ଫେବୃୟାରୀ ୧ରେ ଫାଶୀ ଦେବାକୁ ତିହାର ଜେଲ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ଏବେ ଅନେକଙ୍କ…

‘ଭାରତ ମାତା କୀ ଜୟ’ ନାରା ଦେଲେ ନ୍ୟୁଜିଲାଣ୍ଡ ପ୍ରଶଂସକ

ହାମିଲଟନ,୩୧।୧: ହାମିଲଟନର ଶେଡନ ପାର୍କରେ ଟିମ ଇଣ୍ଡିଆ ସୁପର୍‌ ଓଭରରେ ଚମତ୍କାର ବିଜୟ ସହ ନ୍ୟୁଜିଲାଣ୍ଡ ମାଟିରେ ପ୍ରଥମଥର ଦ୍ୱିପାକ୍ଷିକ ଟି-୨୦ ସିରିଜ ଜିତି ଇତିହାସ ରଚିଛି।…

ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ନେଇ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ନୀତି ଆୟୋଗ ଢାଞ୍ଚାରେ ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ସେ…