ପୋଷଣ ପାଇଁ ‘ସୋପାନ’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୯।୩(ବ୍ୟୁରୋ): ମହିଳା ଏବଂ ଶିଶୁଙ୍କ ପୋଷଣଗତ ବିକାଶକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଇ ଆସୁଛନ୍ତି। ନିକଟରେ ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ସ୍ବତନ୍ତ୍ର ପୋଷଣ…

ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ରୀୟ ପଦବୀରେ ଓଡ଼ିଆ

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡ଼ିଶାରେ ଜନ୍ମିତ ବହୁ ପ୍ରଶାସନିକ ଅଧିକାରୀ ବର୍ତ୍ତମାନ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ପଦବୀରେ କାର୍ଯ୍ୟ କରୁଛନ୍ତି। ସ୍ବାଧୀନତା ପରବର୍ତ୍ତୀ ସମୟଠାରୁ ଅନୁଧ୍ୟାନ କଲେ ବର୍ତ୍ତମାନ ସମୟରେ ଏକାଧିକ…

ଓଡ଼ିଶାରେ ଆରମ୍ଭ ହେଲା କରୋନା ପରୀକ୍ଷା: ଆର୍‌ଏମ୍‌ଆର୍‌ସିରେ ଖୋଲିଲା ସ୍ବତନ୍ତ୍ର ଲାବ୍‌

ଭୁବନେଶ୍ୱର,୯।୩(ବ୍ୟୁରୋ): ଏଣିକି ଓଡ଼ିଶାରେ ହୋଇପାରିବ କରୋନା ଭାଇରସ୍‌ ପରୀକ୍ଷା। ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି)ରେ ଏହି ବ୍ୟବସ୍ଥା ଶନିବାରଠାରୁ ଆରମ୍ଭ ହୋଇଛି। ପୂର୍ବରୁ ପୁଣେକୁ ନମୁନା…

ଫେରିଲେ ନିଖୋଜ କଂଗ୍ରେସ ବିଧାୟକ

ଭୋପାଳ,୯ା୩(ପି.ଟି.): ମଧ୍ୟପ୍ରଦେଶ ଶାସକ ଦଳର ନିଖୋଜ ଥିବା ୧୦ ବିଧାୟକଙ୍କ ମଧ୍ୟରୁ ୮ ଜଣ ଫେରିଆସିଲେଣି। ବାକି ୨ ଜଣ ଫେରୁଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି।…

ପେଟ୍ରୋଲ ଢାଳି ୪ ଜଣଙ୍କୁ ଜାଳିଦେଲେ

ବିକାନେର,୯ା୩: ରାଜସ୍ଥାନର ବିକାନେ ଜିଲା ନୋଖାରେ ରବିବାର ୪ ଜଣ ବ୍ୟକ୍ତିଙ୍କ ଉପରେ ପୋଟ୍ରୋଲ ଢାଳି ଜାଳିଦେବା ଭଳି ଅଭାବନୀୟ କାଣ୍ଡ ସାମ୍ନାକୁ ଆସିଛି। ନିଆଁରେ ପୋଡ଼ି…

ମ୍ୟାଜିକ୍‌ ପେନ୍‌ ମାଧ୍ୟମରେ ଟଙ୍କା ଠକେଇ

ଭୁବନେଶ୍ୱର,୯।୩ (ବ୍ୟୁରୋ): କୌଣସି ନେଣଦେଣ ପାଇଁ ବ୍ୟାଙ୍କ ଚେକ୍‌ ବ୍ୟବହାର କରିବାବେଳେ ନିଜ ପେନ୍‌ରେ ଦସ୍ତଖତ, ଟଙ୍କାର ପରିମାଣ, ‘କ୍ୟାନସଲଡ୍‌’ ଓ ଅନ୍ୟ ତଥ୍ୟ ଲେଖନ୍ତୁ। କାହା…

‘ଇତିହାସରୁ ଉଦାହରଣ ସୃଷ୍ଟି କରିଆସୁଛି ନାରୀ’

ଅନୁଗୋଳ ଅଫିସ୍‌, ୯।୩ : ମହିଳାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଥିବା ସେମାନଙ୍କର ଅଧିକାରକୁ ସାବ୍ୟସ୍ତ କରିବା ପାଇଁ ପୂର୍ବାହ୍ନରେ ଜିଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲାସ୍ତରୀୟ ଅନ୍ତର୍ଜାତୀୟ…

୪ ଦେଶରେ ଲଜିଷ୍ଟିକ୍‌ ବେସ୍‌ ଖୋଲିବ ହାଲ୍‌

ନୂଆଦିଲ୍ଲୀ,୯ା୩(ପି.ଟି.): ରାଷ୍ଟ୍ରାୟତ୍ତ କମ୍ପାନୀ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ (ହାଲ୍‌) ମାଲେସିଆ, ଭିଏତନାମ, ଇଣ୍ଡୋନେସିଆ ଓ ଶ୍ରୀଲଙ୍କାରେ ଏହାର ଲଜିଷ୍ଟିକ୍‌ ବେସ୍‌ ଖୋଲିବା ପାଇଁ ଯୋଜନା କରୁଛି। ସେହିସବୁ…

ହୋଲିରେ ବର୍ଷା: ୧୦ରୁ ୧୨ପର୍ଯ୍ୟନ୍ତ ବର୍ଷା ସହ ଝଡ଼ତୋଫାନ

ଭୁବନେଶ୍ୱର,୯।୩(ବ୍ୟୁରୋ): ହୋଲିକୁ ଫିକା କରିଦେବ ବର୍ଷା। ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…

୧୮,୦୩୬ ପ୍ରକଳ୍ପକୁ ଅନୁମୋଦନ

ଢେଙ୍କାନାଳ ଅଫିସ, ୯।୩: ରାଜ୍ୟ ସରକାର ଚାଷୀ ଓ ଚାଷର ବିକାଶ ଲାଗି ଫୋକସ କରୁଛନ୍ତି। କୃଷିକ୍ଷେତ୍ରରେ ଉତ୍ପାଦନ ଏବଂ ଚାଷୀଙ୍କ ଆୟ ବୃଦ୍ଧି ଲାଗି ଆମ କୃଷି…