ଭାଗବତ ଟୁଙ୍ଗି ପରମ୍ପରାର ସଂରକ୍ଷକ ରମେଶ

ଚନ୍ଦାହାଣ୍ଡି,୯ା୩(ଡି.ଏନ୍‌.ଏ.)  ପୂର୍ବରୁ ଗାଁ ଗାଁରେ ଭାଗବତ ଟୁଙ୍ଗି ରହିଥିଲା ା ପ୍ରତି ସନ୍ଧ୍ୟାରେ ଗ୍ରାମବାସୀ ଜଗନ୍ନାଥ ଦାସଙ୍କ ରଚିତ ଭାଗବତ ଶ୍ରବଣ କରୁଥିଲେ। କ୍ରମଶଃ ଆଧୁନିକତାର ସ୍ପର୍ଶରେ ଏହି…

ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ ଟି୨୦: ଶ୍ରୀଲଙ୍କା ଲିଜେଣ୍ଡ୍ସର ରୋମାଞ୍ଚକ ବିଜୟ

ମୁମ୍ବାଇ, ୯।୩- ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ ଟି୨୦ର ରବିବାର ଅନୁଷ୍ଠିତ ରୋମାଞ୍ଚକ ଦ୍ୱିତୀୟ ମ୍ୟାଚରେ ଶ୍ରୀଲଙ୍କା ଲିଜେଣ୍ଡ୍ସ ୭ ରନରେ ଅଷ୍ଟ୍ରେଲିଆ ଲିଜେଣ୍ଡ୍ସକୁ ପରାସ୍ତ କରିଛି।…

ବୁଢ଼ୀ ମା’ର ଉପରେ ଦିବ୍ୟାଙ୍ଗ ଝି’ର ବୋଝ୍‌: ବଁଚ୍‌ବାର ରାହା ସାଜିଛେ ମୁଢ଼ି ପସରା

ପର୍ଲା, ୯।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଛଞ୍ଚାଣବାହାଲି ପଁଚେତ୍‌ ବେହେରାଗୁଡ଼ା ଗଁାର ବୁରୁଧ୍‌ ବିଧବା ଲୋଚନୀ ନାଏକ(୮୦)। ବଏସର ଶେଷ ମୁଡ଼ସାକେ ପୁହୁଁଚିଲେନ। ଗୋଡ଼ହାତ…

ବିନା ଦର୍ଶକରେ ହେବ ବାହାରିନ୍‌ ଫର୍ମୁଲା ଓ୍ବାନ

ମାନାମା,୯ା୩ (ଏଏଫ୍‌ପି)- ବାହାରିନ୍‌ ଫର୍ମୁଲା ଓ୍ବାନ ଗ୍ର୍ରାଁ ପ୍ରି ବିନା ଦର୍ଶକରେ ଅନୁଷ୍ଠିତ ହେବ। କରୋନା ଭାଇରସ ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏହି ନିଷ୍ପତ୍ତି ନିଆଯାଇଛି।…

ସଚେତନତାର ବାର୍ତ୍ତା ନେଇ ଶୋଭାଯାତ୍ରା : ପାଳିଲେ ‘ବିଶ୍ୱ ମହିଳା ଦିବସ’

ସିମୁଳିଆ, ୮।୩(ଡି.ଏନ.ଏ.)-ନାରୀମାନଙ୍କୁ ସମ୍ମାନ ଓ ସଶକ୍ତୀକରଣର ବାର୍ତ୍ତା ଦେଇ ରବିବାର ପୂର୍ବାହ୍ନରେ ‘ବିଶ୍ୱ ମହିଳା ଦିବସ’ ପାଳିତ ଅବସରରେ ସଚେତନତା ଶୋଭାଯାତ୍ରା କରାଯାଇଥିଲା। ପ୍ରୟାସ ଅନୁଷ୍ଠାନର ଜିଲା…

ପୂଜା, ବିକାଶଙ୍କୁ ଅଲିମ୍ପିକ ଯୋଗ୍ୟତା

ଅମ୍ମନ (ଜୋର୍ଡାନ), ୮।୩ (ପି.ଟି.)- ଦୁଇ ଭାରତୀୟ ବକ୍ସର ପୂଜାରାଣୀ (୭୫ କିଗ୍ରା) ଓ ବିକାଶ କ୍ରିଷ୍ଣନ (୬୯ କିଗ୍ରା) ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା…

ଦୀପ୍‌ଗ୍ରେସ୍‌ଙ୍କୁ ହକି ଇଣ୍ଡିଆ ପୁରସ୍କାର

ନୂଆଦିଲ୍ଲୀ, ୮ା୩ (ପି.ଟି.)- ରବିବାର ହକି ଇଣ୍ଡିଆ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବ ଏଠାରେ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଣୀ ରାମପାଲ ଓ ମନ୍‌ପ୍ରୀତ ସିଂ ଯଥାକ୍ରମେ…

ଯୁବକଙ୍କୁ ନିଶାଦେଇ ୨୦ ହଜାର ଲୁଟ୍‌

ଫୁଲବାଣୀ ଅଫିସ, ୮ା୩- କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ରେବିଙ୍ଗିଆ ପଞ୍ଚାୟତ ଦୁଲିକିଆ ଗ୍ରାମର ଜଣେ ଯୁବକ ଲୁଟ୍‌ର ଶିକାର ହୋଇଛନ୍ତି। ସେ ହେଲେ ସୁରୁଡି ଦିଗାଲ।…

ଛୁଟିରେ ଅଧିକାରୀ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସରକାରୀ ଛୁଟି। ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଏହି ଛୁଟି ଦିନରେ ହେଡକ୍ୱାର୍ଟର ନ ଛାଡିବାକୁ ଜିଲାପାଳ ବିଜୟ…

ଓଡ଼ିଶାରେ ମହିଳା ଅଧିକ ସଶକ୍ତ

ବ୍ରହ୍ମପୁର ଅଫିସ, ୮ା୩: ନାରୀ ଶିକ୍ଷା ଗବେଷଣା କେନ୍ଦ୍ର ପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି ା ବିଶ୍ୱବିଦ୍ୟାଳୟର କୁଳପତି…