୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ

ଫିରିଙ୍ଗିଆ, ୮ା୩ - ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି। କିନ୍ତୁ…

ମହିଳାଙ୍କୁ ହତ୍ୟା ଅଭିଯୋଗ

ଭଞ୍ଜନଗର,୮।୩(ଡି.ଏନ୍‌.ଏ.) - ଭଞ୍ଜନଗର ଥାନା ବାଲିଆପଟାର ବସୁମତି ନାୟକ (୨୮)ଙ୍କୁ ଶୁକ୍ରବାର ରାତିରେ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଶନିବାର ସକାଳେ…

୪୫୪ ସରକାରୀ ସ୍କୁଲରେ ଶନିବାର ନୋ ବ୍ୟାଗ୍‌ ଡେ: ପୁତିଗୋପାଳପୁର ସ୍କୁଲରୁ ଶୁଭାରମ୍ଭ

ଛତ୍ରପୁର/ବ୍ରହ୍ମପୁର ଅଫିସ, ୮ା୩(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ପ୍ରଥମରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ୪୫୪ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ…

ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ

ଛତ୍ରପୁର,୮ା୩(ଡି.ଏନ.ଏ.) - ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର ବିକାଶ…

ପରୀକ୍ଷା ଖାତା ବୋର୍ଡ ଅଫିସ୍‌ ନ ଯାଇପାରିବା ଘଟଣା: ତଦନ୍ତ କଲେ ଶିକ୍ଷା ବିଭାଗ ଟିମ୍‌

ଉଦଳା, ୮।୩ (ଡି.ଏନ.ଏ.) - ଇନ୍ଦିରାଗାନ୍ଧୀ ମହିଳା ମହାବିଦ୍ୟାଳୟରେ ଶୁକ୍ରବାର ଥିଲା ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ଇଂରାଜୀ ପରୀକ୍ଷା । ୭୧ ଜଣ ଛାତ୍ରୀ ପରୀକ୍ଷା…

ହାରିନାହାନ୍ତି ହୀରାମଣି

ବାରିପଦା ଅଫିସ, ୮।୩- ଜୀବନ ଯୁଦ୍ଧରେ ହାର୍‌ ନ ମାନି ସଂଘର୍ଷ କରି ହୀରାମଣି ଆଜି ଚର୍ଚ୍ଚାକୁ ଆସିଛନ୍ତି। ବିବାହ ପରେ ତାଙ୍କ ସ୍ବାମୀଙ୍କ ଅକ୍ଷମତା ଅବସ୍ଥା…

ଆନ୍ତର୍ଜାତିକ ମହିଳା ଦିବସ ଆଜି: ସୁପର ମଡେଲ ଆଶାରେ ସ୍ବୀକୃତି

ଖଇରା, ୮।୩(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳର ଗଁ। ମାଟିର ଝିଅ ସ୍ବୀକୃତି ମଡେଲିଂ ଦୁନିଆର ଆକର୍ଷଣରେ ଏବେ ବାନ୍ଧି ହୋଇପଡିଛନ୍ତି। ର଼୍ୟାମ୍ପ ଓ୍ବାକ ଓ ବିଭିନ୍ନ…

ନର୍ସିଂହୋମ, କ୍ଲିନିକ ଉପରେ ଲଗାମ ନାହିଁ

ବାଲେଶ୍ୱର ଅଫିସ, ୮।୩(ମାନସ ବିଶ୍ୱାଳ)-ବାଲେଶ୍ୱର ସହର ସମେତ ଜଳେଶ୍ୱର, ଭୋଗରାଇ, ସୋର, ସିମୁଳିଆ, ନୀଳଗିରି, ରେମୁଣା ଆଦି ବ୍ଲକରେ ଅନେକ ବେଆଇନ ନର୍ସିଂହୋମ ଓ ଘରୋଇ କ୍ଲିନିକ୍‌…

ସହକାରୀ ଆର୍‌ଆଇଙ୍କୁ ମରଣାନ୍ତକ ଆକ୍ରମଣ: ୪ ଗିରଫ

ସଜନାଗଡ଼, ୮।୩(ଡି.ଏନ.ଏ.)-ନୀଳଗିରି ତହସିଲ ବେଗୁନିଆ ପଞ୍ଚାୟତ ଅଧୀନ ଡୁମଗଣ୍ଡିରା ଗ୍ରାମରୁ ଦିନରାତି ହଜାର ହଜାର ଟ୍ରିପ ବାଲି ଚୋରାରେ ଚାଲାଣ କରାଯାଉଥିବା ଅଭିଯୋଗ ହୋଇଥିଲା। ଗତ ୬…

ଥଇଥାନ ପୂର୍ବରୁ ଉଚ୍ଛେଦକୁ ବିରୋଧ

ବାଲେଶ୍ୱର ଅଫିସ, ୮।୩-ବାଲେଶ୍ୱର ସହର ସରକାରୀ ଆଇଟିଆଇ କ୍ୟାମ୍ପସ୍‌ ପଛକୁ ୨୩ଟି ଗରିବ ଆଦିବାସୀ ଓ ହରିଜନ ପରିବାର ସରକାରୀ ଜାଗାରେ ଘର କରି ବହୁ ବର୍ଷ…