ପାକିସ୍ତାନ ଗସ୍ତ ଲାଗି ଓ୍ବେଷ୍ଟଇଣ୍ଡିଜକୁ ଦିଆଯାଇଥିଲା ଅଧିକ ଅର୍ଥ

କରାଚୀ,୭।୩(ପି.ଟି.)- ଦୁଇ ବର୍ଷ ପୂର୍ବେ ଓ୍ବେଷ୍ଟଇଣ୍ଡିଜ ଦଳ ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ପାଇଁ ପାକିସ୍ତାନ ଗସ୍ତ କରିଥିଲା। ଏଥିନେଇ ଭ୍ରମଣକାରୀ ଦଳର ସଦସ୍ୟଙ୍କୁ ଅଧିକ ଅର୍ଥ ଦିଆଯାଇଥିଲା…

ରାସ୍ତାରେ ଗଦାଗଦା ପଲିଥିନ ପଡ଼ିବା ଘଟଣା: ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ପଞ୍ଚାୟତର ତତ୍ପରତା

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ପ୍ରବଳ ବର୍ଷା ପରେ ଅବସ୍ଥା ବେହାଲ ହୋଇପଡ଼ିଥିଲା। ବିଶେଷକରି ପଞ୍ଚାୟତ ଅଧୀନରେ ରହିଥିବା ସମସ୍ତ ଡ୍ରେନ ଜାମ୍‌ ଯୋଗୁ ବର୍ଷାଜଳ…

ପଞ୍ଜାବରେ ଚିହ୍ନଟ ହେଲେ ୨ କରୋନା ଭାଇରସ ସଂକ୍ରମିତ

ଅମୃତସର,୭।୩: ପଞ୍ଜାବ ହୋସିଆରପୁରରେ ଶନିବାର ଆଉ ୨ଜଣ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅମୃତସରରେ ଥିବା ଗୁରୁ ନାନକ ଦେବ ହସ୍ପିଟାଲରେ ସେମାନଙ୍କର ଚିକିତ୍ସା ଚାଲିଛି। ମେଡିକାଲ…

ଆଉ ୫ ବର୍ଷ ଆକ୍ସନ ଫିଲ୍ମ କରିବେ ଖୀଲାଡି ହିରୋ

ରୋହିତ ଶେଟ୍ଟୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ସୂର୍ଯ୍ୟବଂଶୀ’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ଏଥିରେ ଖୀଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କୁ ଆକ୍ସନ ଅବତାରରେ ଦେଖିବାକୁ ମିଳୁଛି। ଫିଲ୍ମରେ ବହୁତ…

ନିଜକୁ ଭାଗ୍ୟଶାଳୀ କହିଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ନିଜକୁ ଭାଗ୍ୟଶାଳୀ କହିଛନ୍ତି। ଏପରି କହିବା ପଛରେ କାରଣ ମଧ୍ୟ ରହିଛି। କାରଣଟି ହେଲା ସଲମାନ୍‌ ଖାଁ, ଅକ୍ଷୟ କୁମାର,…

କରୋନା ଭାଇରସ: ଚାଇନାକୁ ଯୋଗ ଶିଖାଇବାକୁ କହିଲେ ରାମଦେବ

ରାଞ୍ଚି,୭।୩: ଯୋଗଗୁରୁ ବାବା ରାମଦେବ ଶନିବାର ରାଞ୍ଚିରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ କରୋନା ଭାଇରସ ସଂକ୍ରମଣକୁ ନେଇ କିଛି କଥା କହିଛନ୍ତି। ସାରା ବିଶ୍ୱରେ…

ରବିବାର ଅନ୍ତର୍ଜାତୀୟ ମହିଳା ଦିବସ: ପେନ୍‌ସିଲ୍‌ ମୁନରେ ଈଶ୍ୱର ରାଓଙ୍କ କଳାକୃତି

ଭୁବନେଶ୍ୱର,୭ା୩(ବ୍ୟୁରୋ): ରବିବାର ଅନ୍ତର୍ଜାତୀୟ ମହିଳା ଦିବସ। ଦିନଟିକୁ ଖାସ୍‌ କରିବାକୁ ଯାଇ ମହିଳାମାନଙ୍କୁ ଫୁଲ, ଉପହାର ପ୍ରଭୃତି ଦିଆଯାଉଥିବାର ନଜିର ରହିଛି। ଏହି ଅବସରରେ ଶିଳ୍ପୀ ଏଲ୍‌.…

ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ, ସୂଚାରୁରୂପେ ଦାୟିତ୍ୱ ତୁଲାଇବେ ବୋଲି କହିଲେ ଏହି ଦୁଇ ପ୍ରାର୍ଥୀ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବିଜେଡି ଖାଲି ପଡ଼ିଥିବା ୪ ଆସନ ଲାଗି ଶନିବାର ପ୍ରାର୍ଥୀ ଘୋଷଣା କରିଛି। ସୁବାସ ସିଂ, ମୁନା ଖାଁ, ସୁଜିତ…

ବିକ୍‌ନୀ ପିନ୍ଧି ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାରକଲେ ମଲାଇକା, ଡିଜାଇନର କହିଲେ…

ମୁମ୍ବାଇ: ନିଜର ଡ୍ୟାନ୍ସ ଏବଂ ଷ୍ଟାଇଲ୍‌କୁ ନେଇ ମଲାଇକା ଆରୋରା ସବୁବେଳେ ଚର୍ଚ୍ଚାରେ ରହିଥା’ନ୍ତି। ତାଙ୍କ ହାତରେ ବର୍ତ୍ତମାନ ଯଦିଓ କିଛି ଫିଲ୍ମ ନାହିଁ, ତେବେ ସେ…

୮ ବର୍ଷ ବାଳିକା ମୋଦିଙ୍କ ସମ୍ମାନ ଗ୍ରହଣ କରିବାକୁ ହେଲେ ଅମଙ୍ଗ

ନୂଆଦିଲ୍ଲୀ,୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ନିଜର ଟୁଇଟର ଅକାଉଣ୍ଟ୍‌କୁ ମହିଳାଙ୍କୁ ସମର୍ପିତ କରିବେ ବୋଲି ଘୋଷଣା କରିଥିଲେ। ଘୋଷିତ ତାଲିକାରେ ପ୍ରେରଣାଦାୟୀ…