ସିଏଏକୁ ବିରୋଧ କରୁଥିବା ଲୋକଙ୍କୁ ଗୁଳି ମାରିଦେବା ଉଚିତ: ଭାଜପା ମନ୍ତ୍ରୀ

ବେଙ୍ଗାଲୁରୁ,୨୯।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରୁଥିବା ଲୋକଙ୍କୁ ବିରିୟାନୀ ଖାଇବାକୁ ନୁହେଁ, ଗୁଳି ମାରିଦେବା ଉଚିତ ବୋଲି କହିଛନ୍ତି କର୍ନାଟକର ୟେଦୁରପ୍ପା ସରକାରରେ ମନ୍ତ୍ରୀ ଥିତ୍ବା…

୧୦୦୦ ବର୍ଷ ମଧ୍ୟରେ ବସନ୍ତ ପଞ୍ଚମୀଠାରୁ କେବେ ବି ଆରମ୍ଭ ହୋଇନି ବସନ୍ତ ଋତୁ

ନୂଆଦିଲ୍ଲୀ,୨୯।୧: କୁହାଯାଏ ବସନ୍ତ ପଞ୍ଚମୀରେ ବସନ୍ତ ଋତୁର ଆରମ୍ଭ ହୋଇଥାଏ। ତେବେ ଗତ ୧୦୦୦ ବର୍ଷ ମଧ୍ୟରେ କେବେ ମଧ୍ୟ ବସନ୍ତ ପଞ୍ଚମୀଠାରୁ ବସନ୍ତ ଋତୁର ଆରମ୍ଭ…

ସେହ୍ବାଗଙ୍କୁ ଚେତାବନୀ ଦେଲେ ପାକିସ୍ତାନ କ୍ରିକେଟର

କରାଚୀ,୨୯।୧- ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ ପାକିସ୍ତାନ କ୍ରିକେଟରଙ୍କ ସହ ବାକ୍‌ଯୁଦ୍ଧ କରିବା କିଛି ନୂଆ ନୁହେଁ। କିନ୍ତୁ ଜଣେ ପାକିସ୍ତାନ ପେସର ସେହ୍ବାଗଙ୍କୁ ଚେତାବନୀ ଦେଇଛନ୍ତି।…

ଚାଲିଗଲେ ଶାହାରୁଖ ଖାଁଙ୍କ ଭଉଣୀ

ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାଁଙ୍କ ସମ୍ପର୍କୀୟ ଭଉଣୀ ନୁର୍‌ ଜହାଁଙ୍କ ପରଲୋକ ଘଟିଛି। ସେ କିଛିଦିନ ହେବ କ୍ୟାନସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁୂ…

ଉନ୍ନାଓ୍ବରେ ପୁଣି ତାତି: ଏକତରଫା ପ୍ରେମରେ ବିଫଳ ହୋଇ ମୁସଲମାନ୍‌ ଯୁବତୀ ରୋହିତଙ୍କ ଉପରେ କଲେ ଏସିଡ୍‌ ମାଡ଼

ଉନ୍ନାଓ୍ବ,୨୯।୧: ଉତ୍ତରପ୍ରଦେଶ ଉନ୍ନାଓ୍ବ ବିଭିନ୍ନ ଆପରାଧୀକ ମାମଲା ଯୋଗୁ ଚର୍ଚ୍ଚାରେ ରହି ଆସିଛି। ସମ୍ପ୍ରତି ଏଠାରେ ଜଣେ ମୁସଲମାନ୍‌ ଯୁବତୀ ଏକ ତରଫା ପ୍ରେମରେ ବିଫଳ ହୋଇ…

ଜାଣନ୍ତୁ ବସନ୍ତ ପଞ୍ଚମୀରେ ମା’ ସରସ୍ବତୀଙ୍କୁ କାହିଁକି କରାଯାଏ ଆରାଧନା

ହିନ୍ଦୁଧର୍ମରେ ବସନ୍ତ ପଞ୍ଚମୀର ମହତ୍ତ୍ୱ ରହିଛି। ଏହିଦିନ ମା’ ସରସ୍ବତୀଙ୍କୁ ଆରାଧନା କରାଯାଏ। ପ୍ରତିବର୍ଷ ମାଘ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ମା’ ସରସ୍ବତୀଙ୍କ ପୂଜା କରାଯାଏ। କୁହାଯାଏ,…

ବିକେଏମ୍‌ର ଭାରତବନ୍ଦ ଡାକରା: ତୁମୁଡ଼ିବନ୍ଧରେ ପ୍ରଭାବ

ତୁମୁଡ଼ିବନ୍ଧ,୨୯।୧(ଡି.ଏନ୍‌.ଏ.): ସିଏଏ, ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧକରି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌) ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତବନ୍ଦ ଡାକରା ଦିଆଯାଇଛି। କନ୍ଧମାଳ ଜିଲା…

ପ୍ରଥମେ ବ୍ୟାଟିଂ କରିବ ଭାରତ

ହାମିଲଟନ,୨୯।୧- ପ୍ରଥମ ଥର ନ୍ୟୁଜିଲାଣ୍ଡରେ ଟି୨୦ ସିରିଜ୍‌ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ତୃତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ। ଘରୋଇ ନ୍ୟୁଜିଲାଣ୍ଡ ଅଧିନାୟକ…

ଦୁର୍ଘଟଣାଗ୍ରସ୍ତ ଆହତ ବସ୍‌ଯାତ୍ରୀଙ୍କୁ ହସ୍ପିଟାଲରେ ଭେଟିଲେ ଜିଲାପାଳ

ଦିଗପହଣ୍ଡି,(ଡିଏନ୍‌ଏ)/ପାଟପୁର,୨୯।୧: ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ମାରୁତି ଶ୍ରୀ ସାଇ ନାମକ ଯାତ୍ରୀବାହୀ ବସ୍‌ (ଓଆର୍‌ ୦୫- ଏ ବି ୩୫୩୦) ଓଲଟି ପଡିବାରୁ ଘଟଣାସ୍ଥଳରେ ୬ଜଣ…

ଫେବୃୟାରୀ-୧ରେ ଫାଶୀ: ରକ୍ଷା ପାଇବା ଲାଗି ବିନୟ-ଅକ୍ଷୟ-ପଓ୍ବନଙ୍କ ପାଖରେ ରହିଛି ବିକଳ୍ପ

ନୂଆଦିଲ୍ଲୀ,୨୯।୧: ନିର୍ଭୟା ମାମଲାରେ ୪ ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀଦଣ୍ଡ ପାଇଁ ମୃତ୍ୟୁ ଓ୍ବାରେଣ୍ଟ୍‌ ଜାରି ହୋଇସାରିଛି। ଇତିମଧ୍ୟରେ ମୁକେଶ ସିଂଙ୍କ ଫାଶୀରୁ ରକ୍ଷା ପାଇବା ସମସ୍ତ…