ଫିଟ୍‌ନେସ୍‌ ପାଇଁ ଏବେ ପୋଲ୍‌ ଡ୍ୟାନ୍ସ ଶିଖୁଛନ୍ତି ଅକ୍ଷୟ

ଖୀଲାଡି କିଙ୍ଗ୍‌ ଅକ୍ଷୟ କୁମାର ନିଜ ଫିଟ୍‌ନେସ୍‌କୁ ନେଇ ସବୁବେଳେ ସଚେତନ। ସୁସ୍ଥ ରହିବା ପାଇଁ ସର୍ବଦା ସେ ନୂଆ ନୂଆ ଶୈଳୀ ଆପଣାଇ ଥାନ୍ତି। କେତେବେଳେ…

ପୁଲ୍‌ଓ୍ବାମା ଆକ୍ରମଣର ଅନ୍‌ଲାଇନ୍‌ ଲିଙ୍କ୍‌: ବ୍ୟବହୃତ ବିସ୍ଫୋରକ ଆମାଜନରୁ ହୋଇଥିଲା କିଣା !

ଶ୍ରୀନଗର,୭।୩: ପୁଲ୍‌ଓ୍ବାମା ଆତଙ୍କବାଦୀ ଆକ୍ରମଣକୁ ଇତିମଧ୍ୟରେ ବର୍ଷେ ବତିଛି। ଏହି ଆକ୍ରମଣରେ ବ୍ୟବହୃତ ହୋଇଥିବା ବିସ୍ଫୋରକ ଅନ୍‌ଲାଇନ୍‌ରେ ଆମାଜନରୁ କିଣାଯାଇଥିଲା। ଏହି ମାମଲାରେ ଏନ୍‌ଆଇଏ ପକ୍ଷରୁ ଓ୍ବାଇଜ୍‌…

ବାପାଙ୍କୁ ନୂଆ ଜୀବନ ଦେଲା ପୁଅ

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ସମ୍‌ ହସ୍ପିଟାଲରେ ରାଜ୍ୟର ପ୍ରଥମ ଲିଭର ପ୍ରତିରୋପଣ ହୋଇଛି। ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ୫୫ବର୍ଷ ବୟସ୍କ ଜୟନ୍ତ ବିଶ୍ୱାଳଙ୍କ ଶରୀରରେ ତାଙ୍କ…

ବୁଲେଟ୍‌ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟା

ପାଟନା,୭।୩: ସବାରି କିମ୍ବା ଚାରି ଚକିଆ ଯାନରେ କନ୍ୟା ବିବାହମଣ୍ଡପକୁ ଆସିବା କଥା ସମସ୍ତେ ଶୁଣିଥିବେ। ହେଲେ ବିହାରର ଗୟାରେ ଜଣେ କନ୍ୟା ୧୬ ଶୃଙ୍ଗାର ପରେ…

ରାମମନ୍ଦିରକୁ ଦାନ କରିବେ ଇସ୍‌ଲାମ୍‌

ଆଜମଗଡ଼: ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର। ସବୁ ଧର୍ମକୁ ଏଠାରେ ସମସ୍ତେ ସମ୍ମାନ କରନ୍ତି। ହେଲେ କିଛି ସ୍ବାର୍ଥାନ୍ବେଷୀ ବ୍ୟକ୍ତି ଧର୍ମ ନାମରେ ବିବାଦ ସୃଷ୍ଟି କରୁଛନ୍ତି।…

ଖୋଲିଲା ଇଜିପ୍ଟର ପ୍ରାଚୀନ ପିରାମିଡ: ୧୪ ବର୍ଷ ଧରି ଚାଲିଥିଲା ପୁନରୁଦ୍ଧାର କାର୍ଯ୍ୟ

କାଏରୋ: ଇଜିପ୍ଟରେ ଥିବା ୪,୭୦୦ ବର୍ଷ ପୁରୁଣା ପିରାମିଡକୁ ପୁଣି ଖୋଲାଯାଇଛି। ଷ୍ଟେପ୍‌ ପିରାମିଡ୍‌ ଅଫ୍‌ ଡିଜୋସେର ୧୪ ବର୍ଷ ଧରି ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ଶେଷ…

ଶହେ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ଇନ୍ଦିରା ଗାନ୍ଧୀ, ଅମୃତ କୌର

ଓ୍ବାଶିଂଟନ,୭।୩: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଓ ସ୍ବାଧିନତା ସଂଗ୍ରାମୀ ଅମୃତ କୌରଙ୍କୁ ଟାଇମ୍‌ ମାଗାଜିିନର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସାମିଲ କରାଯାଇଛି। ଟାଇମ୍‌ ମାଗାଜିନ୍‌…

୧୨ ବର୍ଷ ତଳେ ଗୋଟିଏ ରୁମ୍‌ ଥିବା ଘରେ ବାସ କରୁଥିଲେ ନେହା କକ୍କର: ଫଟୋ ଶେୟାର କରି ହେଲେ ଭାବୁକ

ମୁମ୍ବାଇ: ବଲିଉଡ୍‌ର ଗାୟିକା ନେହା କକ୍କର ୧୨ ବର୍ଷ ତଳେ ଥିବା ତାଙ୍କ ଅବସ୍ଥାର ଏକ ଫଟୋ ଇନଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ସେତେବେଳେ ସେ ଋଷିକେଶରେ ଗୋଟିଏ…

ଗଞ୍ଜାମରେ ଶନିବାର ‘ନୋ ବ୍ୟାଗ୍‌ ଡେ’

ଛତ୍ରପୁର,୭ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧୀନ ପ୍ରଥମରୁ ପଞ୍ଚମ ଶ୍ରେଣୀ ଥିବା ସମସ୍ତ ସରକାରୀ ସ୍କୁଲରେ ଶନିବାର ‘ନୋ ବ୍ୟାଗ୍‌ ଡେ’ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା…

ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଜେରା କରିବ ଇଡି

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଭବାନୀପାଟଣାର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ମନି ଲଣ୍ଡରିଂ ମାମଲାରେ…