ଦୌଡ଼ରୁ ଓହରିଲେ ବ୍ଲୁମ୍‌ବର୍ଗ

ଓ୍ବାଶିଂଟନ,୫ା୩: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଉଦ୍ଦିଷ୍ଟ ଡେମୋକ୍ରାଟିକ୍‌ ପ୍ରାଇମେରି ପ୍ରସେସ୍‌ ‘ସୁପର ଟ୍ୟୁଜ୍‌ଡେ’ ଦୁର୍ବଳ ପ୍ରଦର୍ଶନ ପରେ ଦୌଡ଼ରୁ ଓହରିଯାଇଛନ୍ତି ବିଲିଅନାରି ବିଜନେସମ୍ୟାନ୍‌…

‘ଘୃଣା, ହିଂସା ବିକାଶର ଶତ୍ରୁ’

ନୂଆଦିଲ୍ଲୀ,୫ା୩(ପି.ଟି.): ଘୃଣା ଓ ହିଂସା ବିକାଶର ଶତ୍ରୁ। ଦେଶରେ ବିସ୍ତାର କରାଯାଉଥିବା ବିଭାଜନବାଦୀ ନୀତିରୁ ‘ଭାରତମାତା’ର କ୍ଷତି ସାଧିତ ହେବ ବୋଲି ବୁଧବାର କଂଗ୍ରେସ ନେତା ରାହୁଲ…

ପର୍ଯ୍ୟଟକଙ୍କୁ ଟାଣୁଛି କପିଳାସ ଜୁ’

ଢେଙ୍କାନାଳ ଅଫିସ, ୫।୩ - ପର୍ଯ୍ୟଟନ ବିଭବରେ ଭରପୂର କପିଳାସ। ଗୋଟିଏ ପଟେ ପ୍ରସିଦ୍ଧ ଶୈବକ୍ଷେତ୍ର ଶ୍ରୀଚନ୍ଦ୍ରଶେଖର ଜୀଉ ଏବଂ ଅନ୍ୟପଟେ ଅସରନ୍ତି ବନ୍ୟଜୀବନରେ ଭରା ପ୍ରାକୃତିକ…

ଦେଶରେ ୨୯ କରୋନା ସଂକ୍ରମିତ: ପ୍ରସ୍ତୁତ ରହିବାକୁ ଡବ୍ଲ୍ୟୁଏଚ୍‌ଓର ପରାମର୍ଶ

ନୂଆଦିଲ୍ଲୀ,୫।୩: ଭାରତରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୧୬ ଇଟାଲୀ ପର୍ଯ୍ୟଟକ ଅଛନ୍ତି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ବୁଧବାର ପ୍ରକାଶ…

ସର୍ବୋଚ୍ଚ ସ୍ତରରେ ସେବା କ୍ଷେତ୍ର ଉତ୍ପାଦନ

ନୂଆଦିଲ୍ଲୀ,୫-୩: ନୂଆ ଅର୍ଡରରେ ବୃଦ୍ଧି ଏବଂ ଉନ୍ନତ ବ୍ୟବସାୟିକ ବାତାବରଣ ଯୋଗୁ ଦେଶର ସେବା କ୍ଷେତ୍ର ପରଫରମାନ୍ସ ଫେବୃୟାରୀ ମାସରେ ଉନ୍ନତ ରହିଛି। ଏହି କ୍ଷେତ୍ରର ଉତ୍ପାଦନ…

ବୈତରଣୀରୁ ବନ୍ୟଜୀବନ ମୋହ

ତାଙ୍କ କାନ୍ଧରେ ବିଭିନ୍ନ ସରକାରୀ ଯୋଜନା ଏବଂ ଜନକଲ୍ୟାଣ କାର୍ଯ୍ୟର ଗୁରୁଦାୟିତ୍ୱ। ଓଡ଼ିଶା ପ୍ରଶାସନିକ ସେବାର ଜଣେ ଅଧିକାରୀ ଭାବେ ଜନମଙ୍ଗଳ କାର୍ଯ୍ୟ କରିବା ଲକ୍ଷ୍ୟ ନେଇ…

କ୍ରିପ୍ଟୋ କରେନ୍ସି ଟ୍ରେଡିଂ କଟକଣା ହଟିଲା

ନୂଆଦିଲ୍ଲୀ,୫-୩: ବିବାଦୀୟ କ୍ରିପ୍ଟୋକରେନ୍ସି କାରବାର ଉପରେ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୨ ବର୍ଷ ପୂର୍ବେ ପ୍ରତିବନ୍ଧକ ଲଗାଇଥିଲା। ଦେଶ ମଧ୍ୟରେ ଏହାର କାରବାର ନ କରିବାକୁ…

ଭତାର ଲାଗି ବାରଦୁଆର ଲୋକନାଥ

ଝାରସୁଗୁଡା, ୫।୩ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ ଦୁଖି, ବୁଢ଼ାବୁଢ଼ୀ, ଭିନ୍ନକ୍ଷମ, ବିଧବା ମହିଲାମାନର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ…

ଆର୍‌କମ୍‌ ରିଜଲ୍ୟୁଶନ ଯୋଜନାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୫-୩: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ କମ୍ୟୁନିକେଶନ(ଆର୍‌କମ୍‌)ର ଦେବାଳିଆ ସମାଧାନ ଯୋଜନାକୁ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ) ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏହି ପ୍ରକ୍ରିୟା ଦ୍ୱାରା…

ଏୟାର ଇଣ୍ଡିଆ ଘରୋଇକରଣ ଲାଗି ନୂଆ ପଦକ୍ଷେପ

ନୂଆଦିଲ୍ଲୀ,୫-୩: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ଲାଗି ବର୍ତ୍ତମାନ ଯାଏ କୌଣସି ରାସ୍ତା ବାହାରି ପାରିନାହିଁ। ସରକାର ଏ ଦିଗରେ ପ୍ରୟାସ ଜାରି ରଖିଥିବା ବେଳେ ନୂଆ…