ବିଦ୍ୟୁତ ସଂସ୍ପର୍ଶରେ ଆସି ଟଳିଲା ଆଉ ଏକ ଦନ୍ତା

ସମ୍ବଲପୁର, ୪।୩ (ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ ଇଚ୍ଛାପାଲ ଗ୍ରାମ ନିକଟରେ ବୁଧବାର ଏକ ଦନ୍ତା ହାତୀର ମୃତଦେହ ଠାବ କରାଯାଇଛି। ସ୍ଥାନୀୟ ଲୋକଙ୍କଠାରୁ ଖବର…

କଣ୍ଟେନରକୁ ପଛରୁ ଧକ୍କା ଦେଲା ଇଣ୍ଡିକା: ଜଣେ ମୃତ, ତିନି ଗୁରୁତର

ଭଦ୍ରକ ଅଫିସ, ୪।୩: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା-ଧାମରା ଓଭରବ୍ରିଜ ନିକଟରେ ଇଣ୍ଡିକା ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଗୁରୁତର ହୋଇଛନ୍ତି।…

ଭାଇଚାରା ଆଗରେ ହାର ମାନିଲା ଦଙ୍ଗା: ମନ୍ଦିରକୁ ମୁସଲମାନ୍‌-ମସଜିଦ୍‌କୁ ହିନ୍ଦୁ ରହିଲେ ଜଗି

ନୂଆଦିଲ୍ଲୀ,୪।୩: ଉତ୍ତର-ପୂର୍ବ ଦିଲ୍ଲୀରେ ଘଟିଥିବା ଦଙ୍ଗା ସ୍ଥାନୀୟ ଅଞ୍ଚଳର ଭାଇଚାରା ଆଗରେ ହାର୍‌ ମାନିଛି। ତେବେ ଦଙ୍ଗାକୁ ସ୍ଥାନୀୟ ଶିବ ବିହାର ଅଞ୍ଚଳର ମହାଲକ୍ଷ୍ମୀ ଏନକ୍ଲେଭ୍‌ର ବାସିନ୍ଦା…

ନିଆରା ବିବାହ: ମାତ୍ର ୧୭ ମିନିଟ୍‌ରେ ଜନ୍ମ ଜନ୍ମାନ୍ତରକୁ ପାଲଟିଲେ ଜୀବନସାଥୀ

ଚଣ୍ଡୀଗଡ଼: ହରିୟାଣାରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ନା ଏଥିରେ ଥିଲା ବରଯାତ୍ରୀ, ନା ବାଜା ବାଣ ରୋଷଣି। ଘୋଡ଼ା ଗାଡ଼ି ନ ଥିଲା କି…

କମଳନାଥ ସରକାରଙ୍କୁ ଅପରେଶନ୍‌ ଲୋଟସ୍‌ ଭୟ: ୯ କଂଗ୍ରେସ ବିଧାୟକଙ୍କୁ ଭାଜପା ବନ୍ଧକ ରଖିଥିବା ଅଭିଯୋଗ

ଭୋପାଳ,୪।୩: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳନାଥ ସରକାର ସଙ୍କଟରେ ପଡ଼ିଛନ୍ତି। ଭାଜପା କଂଗ୍ରେସର ୯ ଜଣ ବିଧାୟକଙ୍କୁ ବନ୍ଧକ ରଖିଥିବା ଅଭିଯୋଗ ହୋଇଛି। ରାଜ୍ୟରେ ଭାଜପା ପକ୍ଷରୁ ଅପରେଶନ୍‌…

ବଡ଼ଖଣ୍ଡାଏତା ଷ୍ଟେଶନରେ ରେଳରୋକୋ

କଟକ ସଦର,୪ା୩(ଡି.ଏନ୍‌.ଏ.): ବିଳମ୍ବରେ ଯାତ୍ରୀବାହୀ ଟ୍ରେନ ଚଳାଚଳ କରିବା ପ୍ରତିବାଦରେ କଟକ-ପାରାଦୀପ ରେଳପଥର ବଡ଼ଖଣ୍ଡାଏତା ଷ୍ଟେଶନରେ ମଙ୍ଗଳବାର ସକାଳେ ଯାତ୍ରୀମାନେ ୨ଘଣ୍ଟା ରେଳରୋକୋ କରିଥିଲେ। ସୂଚନା ଅନୁଯାୟୀ,…

ଅଟକିଲା ନାବାଳିକା ବିବାହ

ନୟାଗଡ ଅଫିସ,୪।୩-ନୟାଗଡ ଜିଲା ଦଶପଲ୍ଲା ବ୍ଲକର ଘୋଳାହାଣ୍ଡି ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କର ବିବାହ ବନ୍ଦ କରାଇବାରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ଓ ଚାଇଲ୍ଡ…

ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ : ଘର ଭାଙ୍ଗି ଲୁଟିନେଲେ ଉପକରଣ

ରଣପୁର,୪ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକର ଗୌରାଙ୍ଗପୁରରେ କଙ୍ଗାରୁ କୋର୍ଟ କରାଯାଇ ରବୀନ୍ଦ୍ର ବେହେରାଙ୍କ ପରିବାରକୁ ପ୍ରଥମେ ବାସନ୍ଦ କରାଗଲା। ଆଉ ଏହାର କିଛିବର୍ଷ ପରେ ମଙ୍ଗଳବାର…

ଲିଭରପୁଲକୁ ହରାଇ ଏଫ୍‌ଏ କପ୍‌ କ୍ୱାର୍ଟରରେ ଚେଲସି

ଲଣ୍ଡନ,୪ା୩- ନିକଟରେ ଚଳିତ ସିଜନର ପ୍ରିମିୟର ଲିଗ୍‌ରେ ପ୍ରଥମ ଥର ପରାସ୍ତ ହୋଇଥିବା ଲିଭରପୁଲକୁ ପୁଣି ପରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଚେଲସି ଦଳ ୨-୦…

ମୋବାଇଲ୍‌ ସ୍କ୍ରିନ୍‌ ଦ୍ୱାରା ବି ବ୍ୟାପିପାରେ କରୋନା ଭୂତାଣୁ !

ନୂଆଦିଲ୍ଲୀ,୪।୩ : କରୋନା ସଂକ୍ରମଣ ନେଇ ଏବେ ପୃଥିବୀ ସାରା ଆତଙ୍କ ଖେଳି ଯାଇଛି। ଏଥିରୁ ଦୂରେଇ ରହିବା ପାଇଁ ବିଭିନ୍ନ ଉପାୟ ସମ୍ପର୍କରେ ଚିକିତ୍ସକ ପରାମର୍ଶ…