୨୧ ନୁହେଁ ୨୫ରେ ନଗଡ଼ା ଆସିବେ ଲୋକାୟୁକ୍ତ ପ୍ରତିନିଧିଦଳ

ଯାଜପୁର ଅଫିସ, ୪।୩: ଯାଜପୁର ଜିଲା ନଗଡ଼ାର ବିକାଶରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏନେଇ ଏଲ୍‌ଓ୍ବାଇ କେସ୍‌ ନଂ.୪୫୫/୨୦୧୯ରେ…

ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ରକରି ମାରପିଟ: ୩ ଗିରଫ

ଧର୍ମଶାଳା/ଜେନାପୁର,୪ା୩(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ସୁକୁଟିଝର ଗ୍ରାମରେ ଏକ ନଳକୂପ ନିକଟରେ ଅଳିଆ ପକାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ ହୋଇଛି।…

ଦଳିତ ନେତାଙ୍କୁ ଆକ୍ରମଣ ମାମଲା: ଶ୍ରମିକ ନେତା, ୨ଖଣି ଅଧିକାରୀ ନିର୍ଦ୍ଦୋଷରେ ଖଲାସ

ଯାଜପୁର ଟାଉନ/ ଯାଜପୁରରୋଡ, ୪।୪ (ଡି.ଏନ୍‌.ଏ.): ୨୦୦୯ ମସିହା ବହୁ ଚର୍ଚ୍ଚିତ ସାମାଜିକ କର୍ମୀ ବା ଦଳିତ ନେତା ବିଶ୍ୱନାଥ ପାତ୍ରଙ୍କୁ ସୁକିନ୍ଦା ଖଣି ଅଞ୍ଚଳର ଶ୍ରମିକ ନେତା…

ଘରୁ ଲୁଟିନେଲେ ୫ଭରି ସୁନା, ୪ଲକ୍ଷ ଟଙ୍କା

ପୁରୀ ଅଫିସ,୪ା୩: କିଛି ଦିନର ନୀରବତା ପରେ ପୁଣି ପୁରୀ ସହରରେ ଆତଙ୍କ ଖେଳାଇଛନ୍ତି ଲୁଟେରା। ୫ଜଣ ମୁଖାଧାରୀ ଦୁର୍ବୃତ୍ତ ଟାଉନ ଥାନା ଅଧୀନ ରାଧାଗୋବିନ୍ଦ ଲେନସ୍ଥିତ…

ଅନ୍‌ଲାଇନ୍‌ରେ ହେବ ଟ୍ରେଡ୍‌ ଲାଇସେନ୍ସ ଆବେଦନ

ଭୁବନେଶ୍ୱର, ୪ା୩ (ବ୍ୟୁରୋ): ଭୁବନେଶ୍ୱରର ବ୍ୟବସାୟୀମାନେ ପ୍ରଥମଥର ବିନା କିଛି ଝିଞ୍ଜଟରେ ଏବେ ଟ୍ରେଡ୍‌ ଲାଇସେନ୍ସ ପାଇଁ ଆବେଦନ କରିପାରିବେ। ଲାଇସେନ୍ସ ପାଇବାକୁ ସେମାନଙ୍କୁ ଆଉ ଭୁବନେଶ୍ୱର…

କୁମାୟୁନ୍‌ ସଂସ୍କୃତି ଉପରେ ୩୦୦ରୁ ଅଧିକ ଟିକ୍‌ଟକ୍‌ ଭିଡ଼ିଓ କରିଛନ୍ତି ଛାତ୍ରୀ: ୧୦ ଭିଡ଼ିଓକୁ ଦେଖା ସରିଲାଣି ୧ ନିୟୁତରୁ ଅଧିକ ଥର

ନୂଆଦିଲ୍ଲୀ,୪।୩: ଉତ୍ତରାଖଣ୍ଡ ପିଥୋରାଗଡ଼ର ନାପଡ଼ ଗାଁର ଜଣେ ପୋଷ୍ଟ ଗ୍ରାଜୁଏଟ୍‌ ଛାତ୍ରୀ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା…

ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି ଶୁଭାରମ୍ଭ ଫ୍ୟୁଚର ସ୍କିଲର ବିଭିନ୍ନ ବିଭାଗରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍ଥାପନ ଲକ୍ଷ୍ୟ: ସଭାପତି

ଭୁବନେଶ୍ୱର,୪ା୩: ଓଡ଼ିଶା ସରକାରଙ୍କ ଆଦେଶକ୍ରମେ ସି.ଭି.ରମଣ ଇଞ୍ଜିନିୟରିଂ କଲେଜ ବିଶ୍ୱବିଦ୍ୟାଳୟ ମାନ୍ୟତା ଲାଭ କରିଛି। ଫେବୃୟାରୀ ୨୯ଠାରୁ ଏହାର ନୂତନ ନାମ ସି.ଭି.ରମଣ ଗ୍ଲୋବାଲ ୟୁନିଭର୍ସିଟି ହୋଇଛି।…

କରୋନା ଗୁଜବ ଯୋଗୁ କ୍ଷତିରେ କୁକୁଡା ଚାଷୀ

ଭୁବନେଶ୍ୱର,୪ା୩: ବ୍ରଏଲର କୁକୁଡ଼ା ମାଂସରେ କରୋନା ବ୍ୟାପିବାର ଗୁଜବ ଯୋଗୁ ଏବେ ଏହି ସାରା ଦେଶରେ ଶିଳ୍ପ ଉପରେ ଏହାର ପ୍ରଭାବ ପଡିଛି। ଓଡ଼ିଶାରେ କୁକୁଡ଼ା ଚାଷୀମାନେ…

ଅତିଥି ବେଶରେ ଆସି ବିବାହ ଉତ୍ସବରୁ ଗହଣା ବ୍ୟାଗ୍‌ ଲୁଟିଲେ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆପଣ କୌଣସି ମଣ୍ଡପରେ ବିବାହ ପାର୍ଟି କରୁଛନ୍ତି କି। ସେଠାକୁ ଏକାଧିକ ଅତିଥିଙ୍କୁ ଆମନ୍ତ୍ରିତ କରୁଛନ୍ତି କି। ତେବେ ଅଜଣା ଅତିଥିଙ୍କୁ ସାବଧାନ ହୋଇଯାଆନ୍ତୁ। କାରଣ…

ବିଏମ୍‌ସିର ଦୁଇ ଟ୍ରକ୍‌କୁ ୩୩ ହଜାର ଜରିମାନା

ଭୁବନେଶ୍ୱର,୪।୩(ବ୍ୟୁରୋ): ସୋମବାର ସିଆର୍‌ପିଏଫ୍‌ ଛକରେ ଯାଞ୍ଚ୍‌ବେଳେ ଘରୋଇ ଶିକ୍ଷାନୁଷ୍ଠାନର ଦୁଇ ବସ୍‌କୁ ଜବତ କରାଯିବା ସହ ୫୨ ହଜାର ୫ଶହ ଟଙ୍କା ଜରିମାନା କରିଥିଲା ଆର୍‌ଟିଓ। ମଙ୍ଗଳବାର…