୨ଶହ କୋଟି କ୍ଲବରେ ସାମିଲ ହେଲା ତାନାଜୀ

ମୁମ୍ବାଇ: ବଲିଉଡ୍‌ ନାୟକ ଅଜୟ ଦେବଗନ ଓ କାଜଲଙ୍କ ଅଭିନୀତ ଫିଲ୍ମ ‘ତାନାଜୀ: ଦ ଅନସଙ୍ଗ ଓ୍ବାରିୟର’ ୨ଶହ କୋଟି କ୍ଳବରେ ସାମିଲ ହୋଇଛି। ଫିଲ୍ମ କ୍ରିଟିକ…

ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ବନ ବିଭାଗ ପକ୍ଷରୁ ଚଢ଼ାଉ: ବ୍ୟାପକ ଶାଗୁଆନ କାଠ ଜବତ

ଲୋଇସିଂହା,୨୫।୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବନ ବିଭାଗ ସ୍କ୍ବାଡ୍‌ ପକ୍ଷରୁ ସାଲେଭଟାର ଡୁଡୁକା ରାସ୍ତାରେ ଥିବା ଜଣେ ବ୍ୟବସାୟୀଙ୍କ ଘରେ ଶନିବାର ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ବ୍ୟାପକ…

ଟ୍ରକ୍‌ ଧକ୍କାରେ ଯୁବକ ମୃତ ଘଟଣା: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ

ପାଟଣାଗଡ଼,୨୫।୧(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନା ସମ୍ମୁଖରେ ଶୁକ୍ରବାର ରାତିରେ ଏକ ଟ୍ରକ୍‌ ଧକ୍କାରେ ରହେନମାଲ ଗ୍ରାମର ଯୁବକ ବେଣୁଧର କୁଅଁରଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଶନିବାର…

୪୮ଘଣ୍ଟା ପ୍ରଚାର କରିପାରିବେନି କପିଲ ମିଶ୍ରା: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ କପିଲ ମିଶ୍ରା ୪୮ ଘଣ୍ଟା ପାଇଁ ପ୍ରଚାର କରିପାରିବେନି। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି…

ଆମ୍‌ ଆଦମୀ ପାର୍ଟିରେ ଯୋଗଦେଲେ ଭାଜପା ନେତା

ନୂଆଦିଲ୍ଲୀ,୨୫।୧: ପୂର୍ବତନ ରାଜ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ ବରିଷ୍ଠ ନେତା ଶନିବାର ପଦ୍ମଛାଡି ଝାଡୁ ଧରିଛନ୍ତି। ଅର୍ଥାତ୍‌ ଭାଜପା ନେତା ହରଶରଣ ସିଂ ବାଲି…

ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗ: ପ୍ରତିବାଦରେ ଧାରଣା

ଗୋପ,୨୫।୧: ପୁରୀ ଜିଲା ଗୋପ କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର କାର୍ଯ୍ୟାନୁଷ୍ଠାନ ଦାବିରେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ପ୍ରକାଶ…

ମନ୍ଦିର ପୂଜାରୀଙ୍କୁ ବନ୍ଧୁକ ଦେଖାଇ ୩୬ ହଜାର ଲୁଟିନେଲେ ଦୁର୍ବୃତ୍ତ

ରାଇକିଆ,୨୫।୧(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ବ୍ଲକ କରଡ଼ା ଗ୍ରାମରେ ଥିବା ହନୁମାନ ମନ୍ଦିରର ପୂଜାରୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୩୬ ହଜାର…

‘ହାଉଡ଼ି ମୋଦି’ ପରି ଫେବୃୟାରୀ ୨୫ରେ ଅହମ୍ମଦାବାଦ୍‌ରେ ‘କେମ୍‌ ଛୋ ଟ୍ରମ୍ପ୍‌’: ୬୦ ହଜାର ଲୋକ ଦେବେ ଯୋଗ

ଗାନ୍ଧିନଗର,୨୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଆସନ୍ତା ଫେବୃୟାରୀରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଗୁଜରାଟ ଅହମ୍ମଦାବାଦ୍‌ରେ ଫେବୃୟାରୀ ୨୫ରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ…

‘ଗଣତନ୍ତ୍ରରେ ଭୋଟର ସବୁଠାରୁ ଶକ୍ତିଶାଳୀ’

ବ୍ରହ୍ମପୁର ଅଫିସ,୨୫।୧: ଉପଖଣ୍ଡ ଜିଲା ପ୍ରଶାସନ ପକ୍ଷରୁ ୧୦ମ ଜାତୀୟ ଭୋଟର ଦିବସ ଶନିବାର ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ…