ଜବାବ ରଖିଲା ଭାଜପା: ‘ଠାକୁର ଘରେ କିଏ ନା ମୁଁ କଦଳୀ ଖାଇନି’

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ଦିଆଯାଉ। ଏଭଳି ଘଟଣାରେ ଭାଜପା…

ଦମକଳ ବାହିନୀଙ୍କ ସହାୟତା ପାଇଁ ୩୩୮ ଫୁଟ ଲମ୍ବ ୯୦ କିଲୋ ପିଜା ତିଆରି କଲେ ଭଉଣୀ-ଭାଇ

ସିଡ୍‌ନୀ,୨୫।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁରେ ଅନେକ କ୍ଷତି ହୋଇଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ମୃତ୍ୟୁ ଘଟିଥିବା ଦମକଳ ବାହିନୀ କର୍ମଚାରୀଙ୍କ ଲାଗି ଅଷ୍ଟ୍ରେଲିଆରେ ୩୩୮…

୧୬ ବର୍ଷ ଧରି କୌଣସି ଚିଠି ନ ବାଣ୍ଟି ଘରେ ଲୁଚାଇ ରଖିଲେ ପୋଷ୍ଟମ୍ୟାନ

ଟୋକିଓ,୨୫।୧: ଜାପାନରେ ଜଣେ ୬୧ ବର୍ଷ ବୟସ୍କ ଅବସର ପ୍ରାପ୍ତ ପୋଷ୍ଟମ୍ୟାନ୍‌ ୨୪ ହଜାରରୁ ଅଧିକ ଚିଠି ନ ବାଣ୍ଟି ପକାଇ ରହିଥିଲେ। ଏନେଇ ଜଣାପଡ଼ିବା ପରେ…

ଫେଡରରଙ୍କୁ ହରାଇବା ପାଇଁ ଚିଟିଂ କରିଥିଲେ ମିଲମ୍ୟାନ

ମେଲବୋର୍ନ,୨୫।୧(ଏଏଫ୍‌ପି)- କିମ୍ବଦନ୍ତୀ ଟେନିସ ଖେଳାଳି ରୋଜର ଫେଡରର ଶୁକ୍ରବାର ୫ ସେଟ୍‌ ବିଶିଷ୍ଟ ମାରାଥନ ମ୍ୟାଚ୍‌ରେ ଜନ ମିଲମ୍ୟାନଙ୍କୁ ହରାଇଥିଲେ। ମ୍ୟାଚ୍‌ର ଫଳାଫଳ ଟାଇବ୍ରେକରରେ ବାହାରିଥିଲା। ଏହି…

ଐଶ୍ଚର୍ଯ୍ୟା କ‘ଣ ପୁଣି ଗର୍ଭବତୀ !

ମୁମ୍ବାଇ: ନିକଟରେ ଅଭିଷେକ ବଚ୍ଚନ ନିଜ ଟୁଇଟର ହ୍ୟାଣ୍ଡେଲରେ ପ୍ରଶଂସକଙ୍କୁ ଏକ ସରପ୍ରାଇଜ୍‌ ଦେବାକୁ କହିଥିଲେ। ସେନେଇ ପ୍ରଶଂସକଙ୍କ ମଧ୍ୟରେ ନାନା କଳ୍ପନାଜଳ୍ପନା ଜାରି ରହିଥିଲା। କେତେକ…

ବ୍ରାଜିଲ ଟେନିସ ଖେଳାଳି ଆଜୀବନ ବାସନ୍ଦ

ମେଲବୋର୍ନ,୨୫।୧(ଏଏଫ୍‌ପି)- ପୂର୍ବତନ ଟପ୍‌ ୧୦୦ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ଜୋଆଓ ସୋଉଜାଙ୍କୁ ଆଜୀବନ ବାସନ୍ଦାଦେଶରେ ଦଣ୍ଡିତ କରାଯାଇଛି। ଏଥିସହିତ ମ୍ୟାଚ୍‌ ଫିକ୍ସିଂ ଓ ଅନ୍ୟ ଦୁର୍ନୀତି…

ନିର୍ଭୟା ମାମଲା: ପ୍ରଶାସନର ଦୋଷ ଦେଇ ଆଉ ଫାଶୀ ତାରିଖ ଘୁଞ୍ଚାଇ ପାରିବେନି ଦୋଷୀ

ନୂଆଦିଲ୍ଲୀ,୨୫।୧: ନିର୍ଭୟା ଗଣବଳାତ୍କାର ମାମଲାରେ ଶୁକ୍ରବାର ୩ ଦୋଷୀ ବିନୟ, ପବନ ଓ ଅକ୍ଷୟଙ୍କ ପକ୍ଷରୁ ଲଢୁଥିବା ଓକିଲ ଏପି ସିଂ ପଟିଆଲା ହାଉସ କୋର୍ଟରେ ଏକ…

ଜାତୀୟ ଭୋଟର ଦିବସ ପାଳନ

ଅନୁଗୋଳ ଅଫିସ,୨୫।୧: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜାତୀୟ ଭୋଟର ଦିବସ ପାଳନ କରାଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଚିନ୍ତାକରି ଭୋଟ ଦେଲେ ଗଣତନ୍ତ୍ର ସୁଦୃଢ଼ ହୋଇପାରିବ: ଜିଲାପାଳ

ଛତ୍ରପୁର,୨୫।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାସ୍ତରୀୟ ଜାତୀୟ ଭୋଟର ଦିବସ ଶନିବାର ପାଳିତ ହୋଇଯାଇଛି। ପୂର୍ବାହ୍ନରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଭୋଟର ସଚେତନତା ରାଲିକୁ ପତାକା ଦେଖାଇ ଶୁଭାରମ୍ଭ…

ଭାଜପା ଭଳି ବିଜେଡି ରାଜନୀତିକରଣ କରିବାରେ ବିଶ୍ୱାସ କରେ ନାହିଁ: ସସ୍ମିତ

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣା ଦୁର୍ଭାଗ୍ୟଜନକ। ଏହାକୁ ଏଡ଼ାଯାଇ ପାରିଥାନ୍ତା। ଅଘଟଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ…