କରୋନା ଭାଇରସ ଭୟରେ ବନ୍ଦ ହେଉଛି ସ୍କୁଲ

ନୂଆଦିଲ୍ଲୀ,୩।୩: ରାଜଧାନୀ ଦିଲ୍ଲୀ ନଏଡାର ସେକ୍ଟର ୧୩୫ରେ ଥିବା ଜଣେ ୬ଷ୍ଠ ଶ୍ରେଶୀ ପିଲାଙ୍କ ପରିବାରରେ ଜଣେ ବ୍ୟକ୍ତି କରୋନା ଭାଇରସରେ ସଂକ୍ରମିତ ଥିବା ଜଣାପଡିବା ପରେ…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ସ୍ବଗୃାଭିମୁଖୀ ଧନାଧିପ ଯୋଗୁ ଅର୍ଥଲାଭ ସଙ୍ଗକୁ ବର୍ନ୍ଧୁ ସମ୍ପର୍କରୁ ଖୁସି ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମ ଆଶାନୁଯାୟୀ ସମ୍ପନ୍ନ ହେବ। ପରିବାରରେ…

ସୋସିଆଲ ମିଡିଆ ନୁହେଁ କରୋନା ଭାଇରସଠାରୁ ଦୂରେଇ ରହିବା କଥା ଚିନ୍ତା କରନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୩।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ କରୋନା ଭାଇରସକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଏବେ ମୋଦି ସୋସିଆଲ ମିଡିଆରୁ…

ଓଭରଟେକ୍‌ କରିବା ବେଳେ ଓଲଟିଲା ‘ଅଭିରାଜ’ ବସ୍‌: ହେଲ୍‌ପର ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

କୁଆଁରମୁଣ୍ଡା,୩।୩(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ୧୪୩ ନଂ ଜାତୀୟ ରାଜପଥର ଲାସେ ଗଡାଣି ନିକଟରେ ମଙ୍ଗଳବାର ଅପରାହ୍ନ ୩ଟା ୩୫ ରେ ‘ଅଭିରାଜ’ ନାମକ ଏକ…

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ସେମିରେ ଇଂଲଣ୍ଡକୁ ଭେଟିବ ଭାରତ

ସିଡ୍‌ନୀ, ୩।୩ (ପି.ଟି.)- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ଅନ୍ତିମ ଗ୍ରୁପ୍‌…

ଉତ୍ତର ପ୍ରଦେଶରେ ପାଦ ରଖିଲା କରୋନା ଭାଇରସ: ଗୋଟିଏ ପରିବାରର ୬ ଆକ୍ରାନ୍ତ!

ଆଗ୍ରା,୩।୩: ଭାରତରେ କରୋନା ଭାଇରସର ପ୍ରବେଶକୁ ନେଇ ଭୟ ସୃଷ୍ଟି ହୋଇଥିବା ବେଳେ ଏବେ ଏହା ଉତ୍ତର ପ୍ରଦେଶରେ ପାଦ ରଖିଛି ବୋଲି କୁହାଯାଉଛି। ଆଗ୍ରାର ଗୋଟିଏ…

ରଣ୍‌ଜୀ ଟ୍ରଫି: ୧୩ ବର୍ଷ ପରେ ଫାଇନାଲରେ ବେଙ୍ଗଲ

କୋଲକାତା, ୩।୩ (ପି.ଟି.)- ସ୍ଥାନୀୟ ଇଡେନ ଗାର୍ଡେନ୍ସ ଷ୍ଟାଡିୟମରେ ଅନୁଷ୍ଠିତ ରଣ୍‌ଜୀ ଟ୍ରଫି ଦ୍ୱିତୀୟ ସେମିଫାଇନାଲ ମୁକାବିଲାରେ ତାରକା ଖଚିତ କର୍ନାଟକକୁ ୧୭୪ ରନରେ ପରାସ୍ତ କରି…

୩ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୩(ବ୍ୟୁରୋ): ଓଡ଼ିଶାର ୩ ଜିଲାରେ ମଙ୍ଗଳବାର ଝଡ଼ ତୋଫାନ ଓ ସ୍ବଳ୍ପ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ବାାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର…

କରୋନା ଚିନ୍ତା: ଭୁବନେଶ୍ୱର ବିମାନବନ୍ଦରରେ କଟକଣା ବଢ଼ିଲା, ବିଦେଶାଗତ ଯାତ୍ରୀଙ୍କ ସ୍ବାସ୍ଥ୍ୟପରୀକ୍ଷା ବାଧ୍ୟତାମୂଳକ

ଭୁବନେଶ୍ୱର,୩।୩(ବ୍ୟୁରୋ): ଦେଶରେ ଆଉ ତିନି ଜଣ କରୋନା ରୋଗୀ ଚିହ୍ନଟ ହେବା ପରେ ବିମାନବନ୍ଦରରେ ଯାଞ୍ଚ ବଢ଼ାଇବାକୁ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସାନି ଆଡଭାଇଜରି ଜାରି କରାଯାଇଛି। ଏହି…

ପାରାଦୀପରେ କରୋନା ସନ୍ଦିଗ୍ଧ: ସିଙ୍ଗାପୁରରୁ ଆସିଥିବା ଜାହାଜର ୨ଜଣଙ୍କୁ ଏସ୍‌ସିବି ପଠାଗଲା

ପାରାଦୀପ,୩।୩(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ମଙ୍ଗଳବାର ଲାଗିଥିବା ଏକ ଜାହାଜରେ ଦୁଇ କରୋନା ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ପ୍ରାଥମିକ ଯାଞ୍ଚ କରାଯାଇ ଏସ୍‌ସିବି ମେଡିକାଲ ସ୍ଥାନାନ୍ତର କରାଯାଇଥିବା…