୧୧ ଦୋଷୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ରାଞ୍ଚି,୩ା୩: ଜଣେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର କରିବା ମାମଲାରେ ରାଞ୍ଚିର ଏକ କୋର୍ଟ ୧୧ ଅଭିଯୁକ୍ତଙ୍କୁ ଦୋଷୀସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଜିଲା ଜଜ୍‌ ନଭ୍‌ନୀତ୍‌…

‘ଅଧିକାଂଶ ନାରୀ ନିର୍ଯାତନା ପ୍ରସଙ୍ଗରେ ବିଜେଡି ନେତା ସାମିଲ’

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାନ୍ତି। ପ୍ରତିଦିନ ମହିଳାଙ୍କ ସହ ବଳାତ୍କାର, ଅସଦାଚରଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ଶାସକ ଦଳ ନେତା ଓ କର୍ମୀମାନେ ବିଭିନ୍ନ…

ନିୟମ କୋହଳ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ସରକାର ପୁନର୍ବାର ଟ୍ରାଫିକ ଧରପଗଡ଼ କଡାକଡି କରିଛନ୍ତି। ଦୁଇଥର ୩ ମାସ ଲେଖା ମହଲତ ଦେବା ପରେ ସରକାର ମାର୍ଚ୍ଚ ୧ ତାରିଖରୁ ପୁଣି…

ଗର୍ଭପାତ ସମୟସୀମା ବୃଦ୍ଧି ବିଲ୍‌ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୩ା୩(ପି.ଟି.): ହସ୍ପିଟାଲ ଦ୍ୱାରା ଅନୁମୋଦିତ ଗର୍ଭପାତ ପାଇଁ ସର୍ବାଧିକ ସମୟସୀମା ୨୦ ସପ୍ତାହରୁ ୨୪ ସପ୍ତାହକୁ ବଢ଼ାଇବା ପାଇଁ ଏକ ବିଲ୍‌ ସୋମବାର ଲୋକ ସଭାରେ ଆଗତ…

ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା

ତେଜ୍‌ପୁର,୩ା୩: ଆସାମର ବିଶ୍ୱନାଥ ଜିଲା ଅନ୍ତର୍ଗତ ଚକ୍‌ଲା ଗ୍ରାମରେ ଜଣେ ନାବାଳିକା(୧୨)ଙ୍କୁ ଗଣବଳାତ୍କାର କରାଯିବା ପରେ ମାରି ଗଛରେ ଟଙ୍ଗାଇ ଦିଆଯାଇଛି। ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ…

ଦାୟିତ୍ୱ ନେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସଞ୍ଜୟ ଦାସବର୍ମା ସୋମବାର ଲୋକ ସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ର ଅନୁମୋଦନକ୍ରମେ ଯୋଜନା…

ସଙ୍କଟରେ ବଜ୍ରକାପ୍ତା

ମନୁଷ୍ୟ ଯୋଗୁ ହିଁ ଆଜି ବିଶ୍ୱର ବନ୍ୟପ୍ରାଣୀ ସଙ୍କଟରେ। କିନ୍ତୁ ଆମେ ମନେରଖିବା ଉଚିତ ଯେ, ବନ୍ୟପ୍ରାଣୀଙ୍କ ଅନୁପସ୍ଥିତି ପୃଥିବୀର ପରିବେଶ ସମ୍ବନ୍ଧୀୟ ସନ୍ତୁଳନକୁ ବିଗାଡ଼ିଦେବ। ବିଶ୍ୱର…

ବିବାଦୀୟ ଜମି ଉପରୁ ଦାବି ଛାଡ଼ିଲେ ମୁସଲମାନ

ନୂଆଦିଲ୍ଲୀ,୩ା୩ (ପି.ଟି.): ଦୀର୍ଘ ୧୦ ବର୍ଷ ଧରି ଦିଲ୍ଲୀର ଶାହରନପୁରସ୍ଥିତ ଏକ ଜମିକୁ ନେଇ ଲାଗି ରହିଥିବା ବିବାଦର ପରିସମାପ୍ତି ଲାଗି ମୁସଲମାନ ଓ ଶିଖ୍‌ ସମ୍ପ୍ରଦାୟ…

ବୁଲିପାରିଲେନି ବୋଲି କାଠରେ ତିଆରି କଲେ ବିସ୍ମୟ

ଭୁବନେଶ୍ୱର,୩ା୩(ବ୍ୟୁରୋ): ପିଲାବେଳୁ ସ୍ବପ୍ନ ଥିଲା ପ୍ୟାରିସ୍‌ର ଏଫିଲ୍‌ ଟାଓ୍ବାର ଥରେ ଦେଖିବା, ଆଗ୍ରାର ତାଜମହଲ ଆଗରେ ଫଟୋ ଉଠାଇବା, ଆଉ ଇଜିପ୍ଟର ପିରାମିଡ୍‌ ବୁଲିବା। ହେଲେ ଗରିବ…

ପାର୍ଲାମେଣ୍ଟରେ ଶାସକ- ବିରୋଧୀ ଧସ୍ତାଧସ୍ତି

ନୂଆଦିଲ୍ଲୀ,୩ା୩: ପାର୍ଲାମେଣ୍ଟର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ସୋମବାର ଆରମ୍ଭ ହୋଇଥିବା ବେଳେ ଦିଲ୍ଲୀ ଦଙ୍ଗାକୁ ନେଇ ଶାସକ ଓ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। ଗୃହକାର୍ଯ୍ୟ…