ଭାରତରେ ପରିବେଶ ସୁରକ୍ଷା କାର୍ଯ୍ୟ କରୁଛନ୍ତି ବିଦେଶିନୀ

କୋବଲମ୍‌,୨୯।୨: ଦେଶରେ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ସରକାର ତଥା ବିଭିନ୍ନ ସେଚ୍ଛାସେବୀ ସଂଗଠନ ପକ୍ଷରୁ ସଚେତନତା କାର୍ଯ୍ୟ ଜାରି ରହିଛି। ତେବେ କେରଳରେ…

ଦଲାଲଙ୍କ ମସୁଧା

କୋରାପୁଟ ଜିଲାରେ ଚାଷୀଙ୍କ ଉତ୍ପାଦିତ ଖରିଫ ଧାନକିଣା ପାଇଁ ପ୍ରଶାସନ ୪୪ଟି ମଣ୍ଡି ସ୍ଥାପନ କରିଥିଲା। ପ୍ରଥମ ପର୍ଯ୍ୟାୟରେ ସାଢ଼େ ୧୩ ଲକ୍ଷ କୁଇଣ୍ଟାଲ ଧାନ କିଣିବାକୁ…

ରାଜ୍ୟରେ କୁକୁଡ଼ା ଚାଷ ପ୍ରଭାବିତ

ଭୁବନେଶ୍ୱର, ୨୯।୨ (ବ୍ୟୁରୋ): ଗତ ତିନିବର୍ଷ ହେଲା ରାଜ୍ୟର କୁକୁଡା ଚାଷ ଉପରେ ବାର୍ଡ ଫ୍ଲୁ ଦାଉ ସାଧୁଛି। ଏଥିଯୋଗୁ ଚାଷୀମାନେ ବ୍ୟାପକ କ୍ଷତି ସହୁଛନ୍ତି। ସୂଚନାନୁଯାୟୀ,…

କରୋନା ଭାଇରସ୍‌: ମଣିଷଠାରୁ ବ୍ୟାପୁଛି ଗୃହପାଳିତ ପ୍ରାଣୀଙ୍କୁ!

ହଂକଂ,୨୯।୨: ଏପର୍ଯ୍ୟନ୍ତ କରୋନା ଭାଇରସ୍‌ ମଣିଷ ଶରୀରରୁ ମଣିଷକୁ ବ୍ୟାପୁଥିବା ସମସ୍ତେ ଜାଣିଛନ୍ତି। ହେଲେ ହଂକଂରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହା ଡାକ୍ତରଙ୍କୁ ବି…

ସୂର୍ଯ୍ୟମନ୍ଦିର ସଂରକ୍ଷଣ, ରକ୍ଷଣାବେକ୍ଷଣକୁ ଗୁରୁତ୍ୱ

କୋଣାର୍କ, ୨୯।୨(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିରର ସଂରକ୍ଷଣ ଓ ରକ୍ଷଣାବେକ୍ଷଣ ନେଇ ଶୁକ୍ରବାର ଭାରତ ସରକାରଙ୍କ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା ଆନୁକୂଲ୍ୟରେ ଦୁଇଦିନିଆ ଜାତୀୟ କର୍ମଶାଳା ଉଦ୍‌ଘାଟିତ ହୋଇଛି।…

୪ ବର୍ଷରେ ନାସାକୁ ମିଳିଛି ୧୭ ନୂଆ ଗ୍ରହର ସନ୍ଧାନ: ଗୋଟିଏରେ ଏଲିଅନ୍‌ ଥିବା ସମ୍ଭାବନା !

ଟରଣ୍ଟୋ,୨୯।୨: ପୃଥିବୀ ଭଳି ଅନ୍ୟ ବାସ ଉପଯୋଗୀ ଗ୍ରହର ସନ୍ଧାନ ପାଇଁ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଜାରି ରଖିଛନ୍ତି। ଏହି ମର୍ମରେ ନାସା ମଧ୍ୟ ମହାକାଶ ଗବେଷଣା…

ସପ୍ତାହରେ ଦିନଟିଏ ଖଦି

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଯୁବପିଢିଙ୍କୁ ଖଦି ପ୍ରତି ଆକର୍ଷିତ କରିବାକୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ। ସପ୍ତାହରେ ଅନ୍ତତଃ ଗୋଟିଏ ଦିନ…

ସୂର୍ଯ୍ୟମଣିଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଲାଗି ଓଡ଼ିଶାର ସୂର୍ଯ୍ୟମଣି ବେହେରାଙ୍କୁ ମିଳିଛି ଜାତୀୟ ପୁରସ୍କାର। ଜାତୀୟ ବିଜ୍ଞାନ ଦିବସ ଅବସରରେ କେନ୍ଦ୍ର ବିଜ୍ଞାନ…

୨୪୨ ରନ୍‌ରେ ଅଲଆଉଟ୍‌ ଭାରତ

ଖୀଷ୍ଟଚର୍ଚ୍ଚ,୨୯ା୨- ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଆରମ୍ଭ ହୋଇଯାଇଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ…

ମାନସିକ ଭାରସାମ୍ୟ ହରାଇ ବିଧବା ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ପାଟଣା,୨୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରୀ ପଞ୍ଚାୟତ ମଲ୍ଲୀପଶି ଗଁାର ଜଣେ ବିଧବା ମହିଳା ଶୁକ୍ରବାର ବିଳମ୍ବିତ ରାତିରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଉକ୍ତ…