ବିବାହ ପୂର୍ବରୁ ନାବାଳିକା ଉଦ୍ଧାର

ଫିରିଙ୍ଗିଆ,୨୯ା୨: ବିବାହ ପାଇଁ ବରଘରେ ଥିବା ଜଣେ ନାବାଳିକାଙ୍କୁ ପୋଲିସ, ଚାଇଲ୍ଡ ଲାଇନ ଓ ଫିରିଙ୍ଗିଆ ସମନ୍ବିତ ଶିଶୁ ବିକାଶ ପକ୍ଷରୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ…

ଭାଙ୍ଗିଲା ସୂର୍ଯ୍ୟମନ୍ଦିର ମୂର୍ତ୍ତି, ବିବାଦରେ ଏଏସ୍‌ଆଇ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିରର ମରାମତି ନାମରେ କାରୁକାର୍ଯ୍ୟପୂର୍ଣ୍ଣ ପଥରକୁ କାଢି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା(ଏଏସ୍‌ଆଇ) ସାଦା ପଥର ଲଗାଇବା ବିବାଦ ଥମିନାହିଁ। ଏବେ…

ଉତ୍ତର, ଦକ୍ଷିଣ ଘୁମୁସରରେ କୃଷ୍ଣସାର ସଂଖ୍ୟା ବୃଦ୍ଧି

ଭଞ୍ଜନଗର/ବୁଗୁଡା/ଆସିକା,୨୯।୨(ଡି.ଏନ୍‌.ଏ.) - କୃଷ୍ଣସାର ମୃଗ ଗଞ୍ଜାମ ଜିଲାର ଦକ୍ଷିଣ ଘୁମୁସର ବନଖଣ୍ଡରେ ପ୍ରାୟ ଦେଖାଦିଏ। ବ୍ରହ୍ମପୁର ଓ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ କମ୍‌ ଦେଖାଦିଅନ୍ତି। ପ୍ରତି…

ବରୀ ନିର୍ବାଚନମଣ୍ଡଳୀରୁ ଯୋଗଦେବେ ୩୦୦୦କର୍ମୀ

ରସୁଲପୁର,୨୯।୨(ଡିଏନଏ): ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମଦିବସ ୫ମାର୍ଚ୍ଚକୁ ପଞ୍ଚାୟତିରାଜ ଦିବସଭାବେ ପାଳନ କରାଯାଉଥିବାବେଳେ ଚଳିତବର୍ଷ ମଧ୍ୟ ବିଜୁ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ ବିଜୁଜୟନ୍ତୀ…

ନଗଡ଼ାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଭାରପ୍ରାପ୍ତ ଜିଲାପାଳ

କାଳିଆପାଣି,୨୯।୨(ଡିଏନଏ): ନଗଡ଼ା ପାଇଁ ସରକାର ମାଳ ମାଳ ଯୋଜନା କରି ଏଥିପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରିଚାଲିଛନ୍ତି। ମାତ୍ର ଏହି ଅଞ୍ଚଳର ବିକାଶ କେତେଦୂର ହୋଇଛି…

ଆଜିଠୁ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ‘ଇଜ୍‌ତମା’

ରସୁଲପୁର,୨୯।୨(ଡିଏନଏ): ବରୀ ନିର୍ବାଚନ ମଣ୍ଡଳୀରେ ରସୁଲପୁର ବ୍ଲକରୁ ସାମିଲ ହୋଇଥିବା ଅଭିବକ୍ତ ବ୍ରହ୍ମବରଦା ଅଞ୍ଚଳରେ ବିଶ୍ୱସ୍ତରୀୟ ଧର୍ମ ସମ୍ମିଳନୀ ଆୟୋଜନକୁ ନେଇ ସମସ୍ତଙ୍କ ମଧ୍ୟରେ ବ୍ୟସ୍ତତା ଦେଖାଦେଇଛି।…

ଅଙ୍ଗଦାନ ପାଇଁ ସଚେତନ କରୁଛନ୍ତି ପ୍ରମୋଦ

ଛତ୍ରପୁର,୨୯ା୨(ଡି.ଏନ.ଏ) - ଅଙ୍ଗଦାନ ପାଇଁ ଲୋକଙ୍କୁ ସଚେତନ କରିବାକୁ ମହରାଷ୍ଟ୍ରରୁ ୬୮ ବର୍ଷୀୟ ପ୍ରମୋଦ ମହାଜନ ବାଇକ୍‌ରେ ଭାରତ ଅର୍ଗାନ ଯାତ୍ରାରେ ବାହାରିଛନ୍ତି। ବୟସ ପାଖରେ ହାର…

ବୃନ୍ଦାବନଙ୍କ ଘରେ ପଡ଼ିଛି ତାଲା, ରାସ୍ତାରେ ବୃଦ୍ଧା ମା’

ଛତ୍ରପୁର,୨୯ା୨(ଡି.ଏନ.ଏ) - ଛତ୍ରପୁର ଥାନା ଅନ୍ତର୍ଗତ ପାଲିଆ ଛତ୍ରପୁରସ୍ଥିତ ଘରୁ ବୃନ୍ଦାବନ ବେହେରା ଏବଂ ତାଙ୍କ ସ୍ତ୍ରୀ ଉର୍ମିଳା ଓ ଝିଅ ସୁନିତାଙ୍କ ମୃତଦେହ ବୁଧବାର ସକାଳେ…

ଦୁଇଘଣ୍ଟା ବିଳମ୍ବରେ ଛାଡିଲା ଟ୍ରେନ୍‌

ବ୍ରହ୍ମପୁର ଅଫିସ,୨୯ା୨ - ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଲାଗି ସ୍ବତନ୍ତ୍ର ଟ୍ରେନ ଶୁକ୍ରବାର ବ୍ରହ୍ମପୁର ରେଳ ଷ୍ଟେଶନରୁ ଯାତ୍ରା ଆରମ୍ଭ କରିଛି। ଏହି ଟ୍ରେନକୁ ପର୍ଯ୍ୟଟନ ମନ୍ତ୍ରୀ…

ବେଆଇନ ଘରେ ମଦ କାରବାର

ବିରିଡି, ୨୯।୨ (ଡି.ଏନ୍‌.ଏ.): ବିରିଡ଼ି ବ୍ଲକ ଅଧୀନ ବିଲୁଆଖାଇ କେନାଲ ସବ୍‌ଡିଭିଜନ ବାଲିଆ ଅଧୀନରେ ଥିବା ୬ ନଂ. କେନାଲ ବନ୍ଧ ପାର୍ଶ୍ୱରେ ବେଆଇନ୍‌ ଭାବେ ନିର୍ମିତ…