୧% ଅତିଧନୀଙ୍କ ପାଖରେ ସିଂହ ଭାଗ ସମ୍ପତ୍ତିି

ଡାଭୋସ,୨୧-୧: ଭାରତର ୧% ଅତିଧନୀ ବ୍ୟକ୍ତି ବିଶେଷଙ୍କ ନିକଟରେ ଦେଶର ମୋଟ ସମ୍ପତ୍ତିର ସିଂହ ଭାଗ ଅଂଶ ରହିଛି। ଏମାନଙ୍କ ପାଖରେ ଦେଶର ୭୦% ଜନସଂଖ୍ୟାଙ୍କ ମୋଟ…

ବଜେଟ ଦସ୍ତାବିଜ ପ୍ରିଣ୍ଟିଂ ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ,୨୧-୧: ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ପାରମ୍ପରିକ ହାଲୁଆ ସେରିମନି ଅନୁଷ୍ଠିତ ହୋଇଯାଇଛି। ଏହା ସହ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ବଜେଟ ଦସ୍ତାବିଜ ପ୍ରିଣ୍ଟିଂ ପ୍ରକ୍ରିୟା…

୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନୂଆ ସିଇଓ

ନୂଆଦିଲ୍ଲୀ,୨୧-୧: ସରକାର ୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନୂଆ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ନିଯୁକ୍ତ ହୋଇଛନ୍ତି। ଏହି ବ୍ୟାଙ୍କଗୁଡିକ ମଧ୍ୟରେ ବ୍ୟାଙ୍କ ଅଫ…

ଅଭିବୃଦ୍ଧି ପୂର୍ବାନୁମାନ ୪.୮%କୁ ଖସାଇଲା ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ,୨୧-୧: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି( ଆଇଏମ୍‌ଏଫ୍‌) ସୋମବାର ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ଭାରତର ବିକାଶ ହାର ପୂର୍ବାନୁମାନକୁ ୪.୮%କୁ ଖସାଇଛି। ଏହି ଏଜେନ୍ସି ଭାରତ ବଜାର…

ସୋସିଆଲ୍‌ ମୋବିଲିଟି ସୂଚକାଙ୍କ: ୭୬ ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୨୧-୧: ଓ୍ବାର୍ଲଡ ଇକୋନୋମିକ ଫୋରମ୍‌ (ଡବ୍ଲ୍ୟୁଇଏଫ୍‌) ପକ୍ଷରୁ ସୋମବାର ପ୍ରକାଶିତ ନିୟୁ ସୋସିଆଲ ମୋବିଲିଟି ସୂଚକାଙ୍କରେ ୮୨ ଦେଶ ମଧ୍ୟରୁ ଭାରତ ୭୬ତମ ସ୍ଥାନରେ ରହିଛି। ଡେନମାର୍କ…

ଫେରାର୍‌ ବଳାତ୍କାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୨୧।୧(ଡି.ଏନ.ଏ): ଏକ ବଳାତ୍କାର ମାମଲାରେ ସମ୍ପୃକ୍ତ ଥାଇ ୧୨ ବର୍ଷ ଧରି ଫେରାର୍‌ ଥିବା ଅଭିଯୁକ୍ତଙ୍କୁ ସୋମବାର ଦାରିଙ୍ଗବାଡ଼ି ଥାନା ପୋଲିସ ଗିରଫ କରିଛି। ସେ ହେଲେ…

ଅଟୋ-ବୋଲେରୋ ଧକ୍କା: ଜଣେ ମୃତ

ଜି.ଉଦୟଗିରି,୨୧ା୧(ଡି.ଏନ.ଏ.)-ଜି.ଉଦୟଗିରି ସହରର ଡୁଗୁଡ଼ି ଶଙ୍ଖ ସାହି ରାସ୍ତାରେ ସୋମବାର ଏକ ଅଟୋ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଅଡ଼ାସକୁପା…

ନାରୀଙ୍କ ଉଦାହରଣ ସାଜିଛନ୍ତି ସୁମିତ୍ରା

ବ୍ରହ୍ମପୁର ଅଫିସ,୨୧ା୧-ରେଶମନଗରୀ ମହିଳାମାନେ ସର୍ବଦା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥାନ୍ତି ା ଅନ୍ୟ ଉପରେ ନିର୍ଭର ନ କରି ନିଜେ ସ୍ବାବଲମ୍ବୀ ହୋଇ ପରିବାର ସମ୍ଭାଳୁଛନ୍ତି…

ହୁମ୍ମା ଶୁଖୁଆ ହାଟରେ ମହିଳା ବ୍ୟବସାୟୀଙ୍କୁ ଶୋଷଣ

ଛତ୍ରପୁର,୨୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ହୁମ୍ମା ଶୁଖୁଆ ହାଟରେ ବ୍ୟବସାୟୀମାନଙ୍କୁ ପାନୁ ଆଦାୟ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦ କଲେ ଧମକ ଚମକଠାରୁ ଆରମ୍ଭ କରି…