ଦାୟିତ୍ୱ ଗ୍ରହଣ କରିବା ପରେ ଭାଇଙ୍କୁ ଭେଟିଲେ ନଡ୍ଡା

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରାୟ ୬ ବର୍ଷ ପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଲା ନୂଆ ଅଧ୍ୟକ୍ଷ। ପୂର୍ବରୁ ଏହି ଆସନରେ ଏବେକାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଥିବା…

ବାଇକ୍‌ ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବୁର ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରୁ ଏକ ବାଇକ୍‌ ଡିକି ଭାଙ୍ଗି ଦୁର୍ବୃତ୍ତ ୧ଲକ୍ଷ ୯୯ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ…

ଜାତିଗତ ଜନଗଣନାକୁ ସ୍ବାଗତ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କଲା ତୈଳିକ ବୈଶ୍ୟ ସମାଜ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଜାତିଗତ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟରେ ସଂକଳ୍ପ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ପଦକ୍ଷେପକୁ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ସ୍ବାଗତ କରାଯାଇଛି।…

ମୁଜାଫରପୁର ଶେଲ୍‌ଟର ହୋମ୍‌ ମାମଲା: ବ୍ରଜେଶଙ୍କ ସମେତ ୧୯ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୨୦।୧: ବିହାରର ବହୁଚର୍ଚ୍ଚିତ ମୁଜାଫରପୁର ଶେଲ୍‌ଟର ହୋମ୍‌ ମାମଲାରେ ସୋମବାର ଦିଲ୍ଲୀର ଏକ କୋର୍ଟ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାରେ ଶେଲ୍‌ଟର ହୋମ୍‌ରେ ଝିଅମାନଙ୍କୁ ଯୌନ…

ବିବାହ ବିଚ୍ଛେଦର ୧୪ବର୍ଷ ପରେ ପ୍ରଥମ ପତ୍ନୀଙ୍କ ପ୍ରେମରେ ପଡ଼ିଲେ ଏହି ସୁପରଷ୍ଟାର

ଫିଲ୍ମ ଇଣ୍ଡଷ୍ଟ୍ରିରେ ସମ୍ପର୍କ ଗଢ଼ିବା ଓ ଭାଙ୍ଗିବା ସାଧାରଣ କଥା। ବହୁଥର ଆମ ପସନ୍ଦର ପ୍ରତିଷ୍ଠିତ କଳାକାରଙ୍କ ସମ୍ପର୍କ ଗଢ଼ୁ ଗଢ଼ୁ ଭାଙ୍ଗିଯାଇଥିବା ଦେଖିବାକୁ ମିଳିଥାଏ। ହେଲେ…

୨୧ରେ ବରଗଡ ଆସିବେ ମୁଖ୍ୟମନ୍ତ୍ରୀ

ବରଗଡ ଅଫିସ,୨୦।୧: ଆସନ୍ତା ୨୧ ତାରିଖ ଅର୍ଥାତ୍‌ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଗସ୍ତ କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ପ୍ରାୟ ୧୨ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ…

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା,୨୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପାଟିମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ସୋମବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି।…

ଟାଟା ମୁମ୍ବାଇ ମାରାଥନରେ ଧାବକଙ୍କ ମୃତ୍ୟୁ

ମୁମ୍ବାଇ,୨୦।୧- ଟାଟା ମୁମ୍ବାଇ ମାରାଥନରେ ଘଟିଛି ଅଘଟଣ। ରବିବାର ଅନୁଷ୍ଠିତ ମାରାଥନବେଳେ ଜଣେ ୬୪ ବର୍ଷୀୟ ଧାବକ ହୃଦ୍‌ଘାତରେ ପ୍ରାଣ ହରାଇଥିବା ଅଫିସିସିଆଲ କହିଛନ୍ତି। ମୃତକଙ୍କ ନାମ…

ମାଙ୍ଗାଲୁରୁ ବିମାନ ବନ୍ଦରରେ ଆଇଇଡି ବ୍ୟାଗ୍‌: ଲୋକେ ଆତଙ୍କିତ

ମାଙ୍ଗାଲୁରୁ,୨୦।୧: ସାଧାରଣତନ୍ତ୍ର ଦିବସରେ ଦେଶରେ ଆତଙ୍କବାଦୀମାନେ ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ମାଙ୍ଗାଲୁରୁ ବିମାନ…

ଠିକ୍‌ ସମୟରେ ପହଞ୍ଚି ନ ପାରିବାରୁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ଦିଲ୍ଲୀ ବିଧାନସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିବାରଥିଲା। ଘରୁ ବାହାରି…