ଗଞ୍ଜେଇ ମାଫିଆଙ୍କ ଅଭିନବ ଉପାୟ : କଦଳୀ ଟ୍ରକ୍‌ରୁ ୨.୫ କୋଟିର ଗଞ୍ଜେଇ ଜବତ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ବେପାରୀମାନେ ଏବେ ବେଶ୍‌ ସକ୍ରୀୟ। ଦିନକୁ ଦିନ ଅଭିନବ ଉପାୟ ଅବଲମ୍ବନ କରି କୋଟିକୋଟି ଟଙ୍କାର ଗଞ୍ଜେଇ ଚାଲାଣ କରୁଛନ୍ତି। କେତେବେଳେ କାର୍‌…

ଟ୍ରେନ୍‌ରେ ଯାତ୍ରୀଙ୍କୁ ଠେଲିଦେବାକୁ କିନ୍ନରଙ୍କ ଉଦ୍ୟମ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଯାତ୍ରୀଙ୍କ ସୁରକ୍ଷା ପାଇଁ ଟ୍ରେନ୍‌ରେ ଟଙ୍କା ମାଗିବାକୁ କିନ୍ନରମାନଙ୍କୁ ବାରଣ କରାଯାଇଛି। ସେମାନେ ଯେପରି ଷ୍ଟେଶନ ନ ମାଡ଼ନ୍ତି ସେଥିଲାଗି ରେଳ ସୁରକ୍ଷା ବଳ (ଆର୍‌ପିଏଫ)…

ଫ୍ଲାଟ୍‌ ମିଳୁନି, ଚିନ୍ତା ବଢ଼ାଇଛି ଋଣ ବୋଝ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜଧାନୀରେ ଜାଗାଟିଏ ପାଇବା, ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ। ଲୋକଙ୍କ ଏଭଳି ମାନସିକତାକୁ ନେଇ ଖେଳ ଖେଳୁଛନ୍ତି କେତେକ ରିୟଲ ଇଷ୍ଟେଟ୍‌ ସଂସ୍ଥା, ବିଲ୍ଡର ଓ…

ବିଭିନ୍ନ ଧର୍ମର ତୀର୍ଥସ୍ଥଳୀ ବିକାଶ ପାଇଁ ୨୩ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ଧର୍ମର ୨୩ଟି ତୀର୍ଥସ୍ଥଳୀର ବିକାଶ ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୩ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥ ସ୍ପେଶାଲ…

ପୋତି ହେଲାଣି ସାଗର

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜତ୍ୱ ସମୟରେ ଗଜପତି ଜିଲାର ପାରଳାଖେମୁଣ୍ଡିଠାରେ ଅନେକ ସାଗର ପ୍ରତିଷ୍ଠା ହୋଇଥିଲା। ଯାହାକୁ ନେଇ ଏହି ସହର ଦିନେ ସାଗରର ସହରଭାବେ ସମଗ୍ର…

ଓଟିଡିସି ଆରମ୍ଭ କଲା ‘ଗୋ ଗ୍ଲୋବାଲ’

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନକୁ ଆଉପାଦେ ଆଗକୁ ନେବାକୁ ପଦକ୍ଷେପ ନେଇଛି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)। ଡେଷ୍ଟିନେଶନ ଓ୍ବେଡିଂ ପ୍ୟାକେଜ୍‌ ପରେ ପ୍ରଥମଥର ଲାଗି ଓଟିଡିସି ପକ୍ଷରୁ…

ଚତୁର୍ଥ ଆସନ କାହାର

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଦେଶର ୫୫ ରାଜ୍ୟ ସଭା ଆସନ ପାଇଁ ମାର୍ଚ୍ଚ ୨୬ ତାରିଖରେ ନିର୍ବାଚନ ହେବ। ଏଥିଲାଗି ଆସନ୍ତା ୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।…

ସମଲେଶ୍ୱରୀଙ୍କ ପୀଠରେ ଖୁବ୍‌ଶୀଘ୍ର ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’

ଭୁବନେଶ୍ୱର,୨୮|୨(ବ୍ୟୁରୋ): ଆଧ୍ୟାତ୍ମିକ ପର୍ଯ୍ୟଟନକୁ ଗୁରୁତ୍ୱ ଦେଇ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଏଥିପାଇଁ ରାଜ୍ୟରେ ଥିବା ପ୍ରମୁଖ ଧାର୍ମିକ ପର୍ଯ୍ୟଟନସ୍ଥଳୀର…

ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ଓଡ଼ିଶାକୁ ପ୍ରଥମ ପୁରସ୍କାର

ଭୁବନେଶ୍ୱର,୨୮।୨: ଅଣୁ,କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ବିଭାଗ ଜାତୀୟ ସ୍ତରରେ ପ୍ରଥମ ପୁରସ୍କାର ଲାଭ କରିଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ…

ଏସ୍‌ସିବି ଅଧୀକ୍ଷକ ହେବେ ଅନ୍ନଦା ପଟ୍ଟନାୟକ

କଟକ ଅଫିସ୍‌,୨୮।୨:  କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍‌ସିବି)ର ନୂଆ ଅଧୀକ୍ଷକ ଭାବେ ପ୍ଲାଷ୍ଟିକ ସର୍ଜରୀ ବିଭାଗ ମୁଖ୍ୟ ଅନ୍ନଦା ପଟ୍ଟାନାୟକଙ୍କୁ ନିଯୁକ୍ତି…