ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷାର୍ଥୀଙ୍କ ମାନସିକ ଚାପ ହ୍ରାସ ପାଇଁ ସୋମବାର ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କୁ ଭେଟିଛନ୍ତି। ଏହି ଅବସରରେ ସେ ବିଫଳତା…
ସିଡନୀ,୨୦।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପ୍ରାୟ ୫୦ କୋଟିରୁ ଊର୍ଦ୍ଧ୍ୱ ଜୀବଜନ୍ତୁଙ୍କ ମୃତ୍ୟୁ ଘଟିଲାଣି। ହଜାର ହଜାର ଲୋକ ବାସହରା ହୋଇପଡିଛନ୍ତି। ଏବେ ସେଠାକାର…
ନୂଆଦିଲ୍ଲୀ,୨୦।୧- ଭାରତୀୟ ଦଳର ପୂର୍ବତନ ପେସର ପ୍ରବୀଣ କୁମାର ନିଜର ଲୋକପ୍ରିୟତା ଓ ଡିପ୍ରେଶନ ଉପରେ ଏକ ଖୋଲା ଆଲୋଚନା କରିଛନ୍ତି। ଏକ ଇଂଲିଶ ଖବର କାଗଜକୁ…
ସାଧାରଣ ପରୀକ୍ଷାଗୁଡ଼ିକ ବହୁତ ଗୁରୁତ୍ୱ ବହନ କରିଥାଏ। ରୋଗ ହେଲେ ରୋଗୀଙ୍କ ଦେହରେ ଅନେକ ଲକ୍ଷଣ ପ୍ରକାଶ ପାଇଥାଏ। ବିଭିନ୍ନ ରୋଗର ଲକ୍ଷଣ ଭିନ୍ନ ଭିନ୍ନ ହେଲେ…
ଚେନ୍ନାଇ, ୨୦।୧: ଏବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କ ଦ୍ୱାରା ଶେୟାର ହୋଇଥିବା ଫଟୋ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଫଟୋରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ.…
ବରଗଡ ଅଫିସ, ୨୦।୧- ବରଗଡ ବ୍ଳକ ଅନ୍ତର୍ଗତ ବରାହଗୋଡାସ୍ଥିତ ଡାକଘରରେ ସୁକନ୍ୟା ଯୋଜନାରେ ଜମା ହୋଇଥିବା ଜମାରାଶିକୁ କିଛି ଡାକ କର୍ମଚାରୀ ଆତ୍ମସାତ୍ କରିଥିବା ଅଭିଯୋଗ ହୋଇଛି।…
ନୂଆଦିଲ୍ଲୀ,୨୦।୧: ଜମ୍ମୁ-କଶ୍ମୀରରେ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀଙ୍କ ସହ ଧରାପଡିଥିବା ଡିଏସ୍ପି ଦାବିନ୍ଦର ସିଂଙ୍କ ଉପରେ ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି(ଏନ୍ଆଇଏ) କଡା ନଜର ରଖିଛି। ଏନ୍ଆଇଏ ଏବେ ଅନୁମାନ…
ଚକୋଲେଟ୍ ଖାଇଲେ ତାହା ଦୃଷ୍ଟି ଶକ୍ତିକୁ ଆହୁରି ଦୃଢ଼ କରିଥାଏ ବୋଲି ଲଣ୍ଡନ ୟୁନିଭର୍ସିଟିର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଚକୋଲେଟ୍ର ସ୍ବାସ୍ଥ୍ୟୋପକାରୀ ଗୁଣ ବିଷୟରେ ତର୍ଜମା କରିବା…
ଲୁଧିଆନା,୨୦।୧: ଆଗାମୀ ଦିନରେ ଡିଜେଲ୍ ବଦଳରେ ଟ୍ରାକ୍ଟର ପାଣିରେ ଚାଲିବ। ପଞ୍ଜାବ ଲୁଧିଆନାର ଜିମ୍ପପେକ୍ସ୍ ବାୟୋ ଟେକ୍ନୋଲୋଜିର ମିହିର ଜୟ ସିଂ ଏପରି ଏକ କିଟ୍ ପ୍ରସ୍ତୁତ…
ପଦ୍ମପୁର,୨୦।୧(ଡି.ଏନ.ଏ.)-ବରଗଡ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦୁଇ ମାସ ବିତି ଯାଇଛି। ଅଥଚ ଜିଲାର ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ଏପର୍ଯ୍ୟନ୍ତ ସ୍ବାଭାବିକ ହୋଇପାରିନାହିଁ। ବିଭାଗୀୟ…