ଶ୍ରୀଲିଙ୍ଗରାଜ ମନ୍ଦିର: କାମରେ ଲାଗୁନି ପାଦ ଚଲା ପଥ

ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗର ତରବରିଆ ଏବଂ ଖାମଖିଆଲ କାର୍ଯ୍ୟ ନେଇ ବହୁ ଯୋଜନା ସଫଳ ରୂପାୟନ ହେଉ ନ ଥିବା ଅଭିଯୋଗ ହେଉଛି। ଆମସାର…

ଫିରିଙ୍ଗିଆରେ ଯବାନ-ମାଓବାଦୀ ଗୁଳି ବିିନିମୟ: ଖସି ଗଲେ ମାଓବାଦୀ ନେତା ମମତା, ସୁକ୍ରୁ, ବଣ୍ଟି

ଫୁଲବାଣୀ ଅଫିସ, ୨୦ା୧- କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ଅଞ୍ଚଳରେ ମାଓବାଦୀମାନେ ସକ୍ରିୟ ରହିଛନ୍ତି। ଅଡନସୁଗା, ସାଉଲପଡା-ଲଦାପଦର ରାସ୍ତା ଓଡାବାଲି ଜଙ୍ଗଲରେ ଏସ୍‌ଓଜି ଯବାନ ଏବଂ…

ଅପହୃତ ୧୯ ଭାରତୀୟ ମୁକୁଳିଲେ

ଅବୁଜା,୨୦ା୧(ପି.ଟି.): ଗତମାସରେ ଆଫ୍ରିକାର ପଶ୍ଚିମ ଉପକୂଳ ନିକଟବର୍ତ୍ତୀ ସମୁଦ୍ରରେ ଏକ  ଜାହାଜରୁ ଅପହୃତ ହୋଇଥିବା ୧୯ ଜଣ ଭାରତୀୟଙ୍କୁ ମୁକ୍ତ କରାଯାଇଛି। ପଣବନ୍ଦୀ ଥିବାବେଳେ ଜଣକର ମୃତ୍ୟୁ…

କାର୍ଯ୍ୟକାରୀ ହୋଇନି ଯୋଗାଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଛତ୍ରପୁର,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଧାନ ମଣ୍ଡି ସବୁ ସ୍ଥାନରେ ଖୋଲି ନ ଥିବା ଏବଂ ବିଭାଗୀୟ ପଦାଧିକାରୀମାନଙ୍କ ଦ୍ୱାରା ଧାନ କିଣାରେ ଅନିୟମିତତା ହେଉଥିବା ନେଇ ଋଷିକୁଲ୍ୟା ରୟତ…

ଋତୁପର୍ଣ୍ଣା ଚାମ୍ପିୟନ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ପ୍ରତିଭା ସମ୍ପନ୍ନ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା କ୍ୟାରିୟରରେ ଆଉ ଏକ ଟାଇଟଲ ହାସଲ କରିଛନ୍ତି। ଗୋଆରେ ଅନୁଷ୍ଠିତ ୟୋନେକ୍ସ ସନ୍‌ରାଇଜ୍‌…

ପିଠିରେ ବଢୁଛି ମାଂସପିଣ୍ଡୁଳା

ରାଇସୁଆଁ, ୨୦।୧(ଡି.ଏନ.ଏ.)-ସରକାର ଗରିବ ଅସହାୟଙ୍କ ଚିକିତ୍ସା ପାଇଁ ମାଗଣା ଯୋଜନା କରି ଚାଲିଛନ୍ତି। ମାତ୍ର ପ୍ରଶାସନିକ ସ୍ତରରେ ଆନ୍ତରିକତାର ଅଭାବ ଯୋଗୁଁ ବହୁ ଗରିବ ଏହି ଯୋଜନାରୁ…

‘ସାମ୍ବିଧାନିକ ଘୋଷଣା ହେଲେ ସିଏଏକୁ ରାଜ୍ୟ ବିରୋଧ କରିବା ସମସ୍ୟା ହେବ’

ନୂଆଦିଲ୍ଲୀ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପ୍ରତ୍ୟାହାର ପାଇଁ ସଂକଳ୍ପନାମା ଗୃହୀତ କରାଇବା ପ୍ରତି ରାଜ୍ୟ ବିଧାନସଭାର ସାମ୍ବିଧାନିକ ଅଧିକାର। ତେବେ ଯଦି ସୁପ୍ରିମକୋର୍ଟ ଏହି ଆଇନକୁ ସାମ୍ବିଧାନିକ…

ମାର୍କେଟ ବିଲ୍ଡିଂ ଘଟଣା: ମୁଖ୍ୟ ଅଭିଯୁକ୍ତ ଚିଣ୍ଟୁ ଗିରଫ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ରବିବାର ମୁଖ୍ୟ ଅଭିଯୁକ୍ତ ତଥା…

ସିଏଏ ଅନାବଶ୍ୟକ, କିନ୍ତୁ …

ଦୁବାଇ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା କହିଛନ୍ତି। ତେବେ…

ଚିଲିକାରେ ଗଣା ହେଲେ ଡଲଫିନ୍‌

ବ୍ରହ୍ମଗିରି,୨୦।୧(ଡି.ଏନ.ଏ): ଚଳିତବର୍ଷ ଚିଲିକାର ବାହ୍ୟନାଳି ଅଞ୍ଚଳରେ ରବିବାର ଡଲ୍‌ଫିନ ଗଣନା କରାଯାଇଛି। ବନ ବିଭାଗ, ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ, ଡବ୍ଲୁଡବ୍ଲୁଏଫ, ଓୟୁଏଟିର ଫରେଷ୍ଟ ବିଭାଗର ଛାତ୍ର, ଆଞ୍ଚଳିକ…