କଲବଲ କରୁଛି କୁହୁଡ଼ି, ୨୨ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯।୧(ବ୍ୟୁରୋ)- ସାରା ଓଡ଼ିଶାରେ କଲବଲ କରୁଛି କୁହୁଡ଼ି। ଘନ କୁହୁଡ଼ି ସହ ପ୍ରବଳ ଶୀତ ସାଧାରଣ ଜୀବନ ଯାତ୍ରାକୁ ପ୍ରଭାବିତ କରିଥିବାବେଳେ ଗାଡ଼ିମୋଟର ପାଇଁ କାଳ ସାଜିଛି।…

୧୩୫ କିଲୋ ଓଜନର ଆଇଏସ୍‌ ଆତଙ୍କବାଦୀ ଗିରଫ: ଟ୍ରକରେ ବୋହି ଜେଲକୁ ଅଣାଗଲା

ମୋସୁଲ୍‌,୧୯।୧: ଇରାକର ମୋସୁଲ୍‌ଠାରୁ ଆଇଏସ୍‌ ଆତଙ୍କବାଦୀଙ୍କୁ ସ୍ଥାନୀୟ ଗିରଫ କରିଛି। ୧୩୫ କିଲୋ ଓଜନ ଥିବା ଶିଫା ଅଲ୍‌ ନିମା ନାମକ ଏହି ଆତଙ୍କବାଦୀଙ୍କୁ ଗିରଫ କରିବା…

ମୁଖ୍ୟ ଚିକିତ୍ସାଳୟରେ ସୁଧୁରୁନି ସ୍ବାସ୍ଥ୍ୟସେବା: ଫନୀ ପରଠାରୁ ଲିଫ୍ଟ ଅଚଳ, ନିୟମିତ ହେଉନି ସଫେଇ

ପୁରୀ ଅଫିସ,୧୯ା୧: ମୋ ସରକାର ଯୋଜନାରେ ସ୍ବାସ୍ଥ୍ୟସେବାକୁ ପ୍ରାଥମିକତା ଦେଉଛନ୍ତି ରାଜ୍ୟ ସରକାର। ମାତ୍ର ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ରେ ଏହାର କୌଣସି ପ୍ରଭାବ ପଡୁ…

କଣ୍ଟାକ୍ଟ ଲେନ୍ସ୍‌ରେ ଜିପିଏସ୍‌: ହାର୍ଟ ବିଟ୍‌ ହେବ ଦେଖି

କାଲିଫର୍ନିଆ, ୧୯।୧: ଆଧୁନିକ ବିଜ୍ଞାନ ସହାୟତାରେ ଅସମ୍ଭବ କାମ ମଧ୍ୟ ସମ୍ଭବ ହୋଇପାରୁଛି। ସମ୍ପ୍ରତି ଆମେରିକା କାଲିଫର୍ନିଆର ଷ୍ଟାର୍ଟଅପ୍‌ ମୋଜୋ ଭିଜନ ପକ୍ଷରୁ ଏକ ପ୍ରକାର କଣ୍ଟାକ୍ଟଲେନ୍ସ୍‌…

ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍‌ ପଠାଇଲେ ସଚିନ ତେନ୍ଦୁଲକର

ରାୟପୁର, ୧୯।୧: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଛତିଶଗଡ଼ର ବସ୍ତର ଜିଲାର ଜଣେ ୧୨ ବର୍ଷ ବୟସ୍କ ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍‌ ପଠାଇଛନ୍ତି। ସେ ବାଳକ…

ଆଜି ଡଲ୍‌ଫିନ ଗଣନା

ପୁରୀ ଅଫିସ, ୧୯ା୧:  ପୁରୀ ବିନ୍ୟପ୍ରାଣୀ ଡିଭିଜନରେ ରବିବାର ଡଲ୍‌ଫିନ ଗଣନା ହେବ। ସକାଳେ ଏହି ଗଣନା କରାଯିବା ଲାଗି ସମସ୍ତ ପ୍ରସ୍ତୁତି ସରିଛି। କିନ୍ତୁ ଗତ…

ସାଇକେଲ ଚଲାନ୍ତୁ, ସୁସ୍ଥ ରୁହନ୍ତୁ

ପୁରୀ ଅଫିସ,୧୯ା୧: ସତ୍ୟବାଦୀ ଏଜୁକେଶନାଲ ଚାରିଟେବୁଲ ଟ୍ରଷ୍ଟ ଏବଂ ନେହେରୁ ଯୁବକେନ୍ଦ୍ର ମିଳିତ ଆନୁକୂଲ୍ୟରେ ଏକ ସାଇକେଲ ଶୋଭାଯାତ୍ରା ଶନିବାର ଅନୁଷ୍ଠିତ ହୋଇଯାଇଛି। ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ,…

ଗାନ୍ଧୀ ପାର୍କରେ ଦୁଇଦିନିଆ ପୁଷ୍ପ ପ୍ରଦର୍ଶନୀ ଆରମ୍ଭ, ଆକର୍ଷଣୀୟ ଫୁଲର ସମ୍ଭାର

ପୁରୀ ଅଫିସ, ୧୯ା୧: ଭଳିକି ଭଳି ଫୁଲର ସମ୍ଭାରରେ ବେଶ୍‌ ଆକର୍ଷଣୀୟ ଲାଗୁଛି ଗାନ୍ଧୀ ପାର୍କ। ପାର୍କକୁ ଯେଉଁମାନେ ବୁଲି ଆସିଥିଲେ ସେମାନେ ରଙ୍ଗ ବେରଙ୍ଗର ଫୁଲ…

ଚନ୍ଦ୍ରଭାଗା ବେଳାଭୂମି ବୁଲିଲେ ମୁଖ୍ୟ ଶାସନ ସଚିବ

କୋଣାର୍କ,୧୯ା୧(ଡି.ଏନ.ଏ): କୋଣାର୍କ ନିକଟରେ ଚାଲିଥିବା ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଶନିବାର ବରିଷ୍ଠ ଅଧିକାରୀମାନଙ୍କର ବୈଠକ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ ଅସିତ କୁମାର…

ପୁରୀରେ ଉଚ୍ଛେଦ ବେଳେ ଦୁର୍ଘଟଣା: ଭଙ୍ଗା ଅଂଶ ଛିଟିକି ଜେସିବି ଚାଳକ ଆହତ

ପୁରୀ ଅଫିସ, ୧୯ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଚାଲିଛି ଉଚ୍ଛେଦ ଅଭିଯାନ। ଯେଉଁମାନେ ଜମି ବିକ୍ରି କରିସାରିଛନ୍ତି ସେମାନଙ୍କ ଘର ଭଙ୍ଗାଯାଉଛି। ଶନିବାର କାକୁଡ଼ିଖାଇ ଛକରେ ଉଚ୍ଛେଦ…