ସଂସଦୀୟ ଷ୍ଟାଣ୍ଡିଂ କମିଟିର ସମୀକ୍ଷା ବୈଠକ: ଭୁବନେଶ୍ୱର ଡ୍ରେନେଜ ବ୍ୟବସ୍ଥା ଠିକ୍‌ ନାହିଁ, ମାଷ୍ଟରପ୍ଲାନ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ପୁରୀ ଅଫିସ, ୧୯ା୧: ଓଡ଼ିଶାରେ କେନ୍ଦ୍ରୀୟ ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉନାହିଁ। ରାଜଧାନୀ ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥାରେ ଅନେକ ତ୍ରୁଟି ରହିଛି। ଏହା ଠିକ୍‌ ନାହିଁ।…

ସିଦ୍ଧ ମହାବୀର ରେଲଓ୍ବେ ଓଭରବ୍ରିଜ୍‌ ପାଇଁ ଅଧିଗ୍ରହଣ ହେବ ୨.୬୬ ଏକର ଜମି: ମାପଚୁପ ଆରମ୍ଭ, ପୁରୀବାସୀ ଉତ୍ସାହିତ

ପୁରୀ ଅଫିସ,୧୯ା୧: ପୁରୀକୁ ବିଶ୍ୱସ୍ତରୀୟ ସହର କରିବା ଲାଗି ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି। ଗତ ୧୬ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ଟି ମେଗା…

୩୦ମାର୍ଚ୍ଚ ସୁଦ୍ଧା ୧୨୦୦ ଆବାସ ଶେଷ କରିବାକୁ ନିର୍ଦ୍ଦେଶ

ରସୁଲପୁର,୧୯।୧(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ଅପରାହ୍ନ ୧ଟା୨୦ ମିନିଟ୍‌ରେ…

୨୦ରେ ହାଲଓ୍ବା ସେରିମନି

ନୂଆଦିଲ୍ଲୀ,୧୯-୧: ଚଳିତ ମାସ ୨୦ ତାରିଖରେ ହାଲଓ୍ବା ସେରିମନି ଅନୁଷ୍ଠିତ ହେବ। ପ୍ରଥା ଅନୁସାରେ ଏହି ଦିନ ବଜେଟ ଦସ୍ତାବିଜ ପ୍ରିଣ୍ଟ ଆରମ୍ଭ ହୋଇଥାଏ। ଫେବୃୟାରୀ ପହିଲାରୁ…

ତ୍ରିଜଙ୍ଗା କଲୋନୀରେ ଡକାୟତି ଉଦ୍ୟମ ପଣ୍ଡ: ୪ ଗିରଫ, ମାରଣାସ୍ତ୍ର ଜବତ

କଳିଙ୍ଗନଗର,୧୯ା୧(ଡି.ଏନ.ଏ.): ଯାଜପୁରରୋଡ ଥାନା ପୋଲିସ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶୁକ୍ରବାର ବଳିମ୍ବିତ ରାତିରେ ଦାନଗଦୀ ତ୍ରିଜଙ୍ଗା କଲୋନୀରେ ଚଢାଉ କରି ଏକ ଡକାୟତି ଯୋଜନାକୁ…

ଶିଶୁଙ୍କ ପାଇଁ ବିପଦ ସାଜିଛି ଖୋଲା ବୋରୱେଲ:ନିର୍ଦ୍ଦେଶ ସତ୍ତ୍ୱେ ପ୍ରତିକାର ପାଇଁ ନାହିଁ ପଦକ୍ଷେପ

ଯାଜପୁର ଅଫିସ,୧୯ା୧: ଖୋଲା କିମ୍ବା ପରିତ୍ୟକ୍ତ ଟ୍ୟୁବୱେଲ ଓ ବୋରୱେଲ ଛୋଟଛୋଟ ପିଲାଙ୍କ ପାଇଁ ବିଭିନ୍ନ ସମୟରେ ବିପଦ ସାଜିଛି। ଖୋଲା ବୋରୱେଲ ଓ ଟ୍ୟୁବୱେଲଗୁଡ଼ିକରେ ପଡ଼ି…

ପୂର୍ବତନ ଭୂଷଣ ସିଏମ୍‌ଡିଙ୍କ ୨୦୦ କୋଟିର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୧୯-୧: ଭୂଷଣ ପାଓ୍ବାର ଆଣ୍ଡ ଷ୍ଟିଲ ଲିମିଟେଡର ପୂର୍ବତନ ସିଏମ୍‌ଡି ସଞ୍ଜୟ ସିଂଘଲଙ୍କ ୨୦୦ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ସମ୍ପତ୍ତି ଜବତ କରାଯାଇଛି। ବେଆଇନ ଅର୍ଥ କାରବାର…

ଚିଲିକାରେ ଡଲଫିନ୍‌ ଗଣନା ଆଜି, ଗଠନ ହୋଇଛି ୧୮ ଦଳ

ବାଲୁଗାଁ,୧୯ା୧(ଡି.ଏନ୍‌.ଏ.): ସମଗ୍ର ଚିଲିକାରେ ରବିବାର ବିରଳ ‘ଇରାଓ୍ବାଡି’ ପ୍ରଜାତିର ଡଲଫିନ୍‌ ଗଣନା କରାଯିବ। ଚିଲିକା ବନ୍ୟପ୍ରାଣୀ ବିଭାଗ ଓ ସିଡିଏର ମିଳିତ ଆନୁକୂଲ୍ୟରେ ଏହି ଗଣନା କାର୍ଯ୍ୟ…

ଅଖା, ଧାନ କାଟ ବାବଦରେ ୬ କୋଟି ଦୁର୍ନୀତି ପାଇଁ ପ୍ରୟାସ

ଜଗତ୍‌ସିଂହପୁର ଅଫିସ୍‌, ୧୯ା୧: ଜଗତ୍‌ସିଂହପୁର ଜିଲାର ବିଭିନ୍ନ ମଣ୍ଡିରେ ଅଖା ଓ ଧାନ କାଟ ବାବଦରେ ପାଖାପାଖି ୬ କୋଟି ଟଙ୍କାର ଦୁର୍ନୀତି ଯୋଜନା ରହିଛି। ଶନିବାର…

୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର: ସିଆଇଏସ୍‌ଏଫ୍‌ କନଷ୍ଟେବଳ ଗିରଫ

ପାରାଦୀପ,୧୯ା୧(ସ୍ବ.ପ୍ର.): ପାରାଦୀପ ଅଞ୍ଚଳରେ ଶନିବାର ୪ ବର୍ଷୀୟା ନାବାଳିକାଙ୍କୁ ଜଣେ ସିଆଇଏସ୍‌ଏଫ୍‌ (ସେଣ୍ଟ୍ରାଲ୍‌ ଇଣ୍ଡଷ୍ଟ୍ରିଆଲ୍‌ ସିକ୍ୟୁରିଟି ଫୋର୍ସ)ର କନଷ୍ଟେବଳ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏହି ଆଧାରରେ…