ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ: ନେଦରଲାଣ୍ଡ୍ସକୁ ହରାଇଲା ଭାରତ

ଭୁବନେଶ୍ୱର,୧୯।୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ ଲିଗ୍‌ରେ ଘରୋଇ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ମ୍ୟାଚରେ ଭାରତ…

ଜିଏସ୍‌ଟି ଆଦାୟ ଲକ୍ଷ୍ୟ ବଢିଲା

ନୂଆଦିଲ୍ଲୀ,୨୦-୧: ଜାନୁୟାରୀ, ଫେବୃୟାରୀ ମାସ ଲାଗି ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଆଦାୟ ଲକ୍ଷ୍ୟ ବୃଦ୍ଧି କରାଯାଇ ୧.୧୫ ଲକ୍ଷ କୋଟି ଟଙ୍କା କରାଯାଇଛି। ରାଜସ୍ବ ବିଭାଗ…

ଦୈନିକ ଆତ୍ମହତ୍ୟା କରୁଛନ୍ତି ୩୫ ବେକାର

ନୂଆଦିଲ୍ଲୀ,୧୯ା୧(ପି.ଟି.): ଦେଶରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି। ୨୦୧୮ରେ ଦୈନିକ ହାରାହାରି ୩୫ ଜଣ ବେରୋଜଗାରୀ ଓ ୩୬ଜଣ ଆତ୍ମନିଯୁକ୍ତି ପାଇଥିବା ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସେହିବର୍ଷ…

ବଜେଟରେ ମିଳିପାରେ ଟିକସ ରିହାତି

ନୂଆଦିଲ୍ଲୀ,୧୯-୧: ଫେବୃୟାରୀ ପହିଲାରେ ସାଧାରଣ ବଜେଟ ଆସିବାକୁ ଥିବା ବେଳେ ଏଥିରେ ବିଭିନ୍ନ ଟିକସ ରିହାତି ମିଳିପାରେ ବୋଲି ବଜାର ବିଶେଷଜ୍ଞ ମତ ରଖିଛନ୍ତି। ବେତନଭୋଗୀ ଏବଂ…

ଅନ୍ତିମ ଦିନିକିଆ: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବେଙ୍ଗାଲୁରୁ,୧୯।୧(ପି.ଟି.)- ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ ରବିବାର ଭାରତ ଓ ଭ୍ରମଣକାରୀ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ସିରିଜ ୧-୧ ସମାନସ୍ତରରେ…

ଦାବି ପୂରଣ କରା ନ ଗଲେ ୨୧ରୁ ଆନ୍ଦୋଳନ

ତାଳଚେର,୧୯ା୧(ନି.ପ୍ର.) - ତାଳଚେର ପୌରାଞ୍ଚଳ ଦେଉଳବେଡା ତେଲିସାହିରେ ମାଟି ଦବିବା ଘଟଣାକୁ ନେଇ ହୋଇଥିବା ଦ୍ୱିପାକ୍ଷିକ ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା ପ୍ରତିବାଦରେ ଶନିବାର କ୍ଷତିଗ୍ରସ୍ତ ଗ୍ରାମବାସୀ…

ଜବରଦଖଲ ଉଚ୍ଛେଦ ଦାବିରେ ଗଣଧାରଣା

ଛେଣ୍ଡିପଦା,୧୯।୧(ସ୍ବ.ପ୍ର.) - ଛେଣ୍ଡିପଦା ବ୍ଲକ ବ୍ରାହ୍ମଣବିଲ ଗ୍ରାମ ଯାତ୍ରା ପଡ଼ିଆରୁ ଜବରଦଖଲ ଉଚ୍ଛେଦ ଦାବିରେ ଶନିବାର ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି। ଏଥିଯୋଗୁ ତହସିଲ…

ପୁରୁଣା ଘର ଫଟୋ ଉଠାଇ ବିଲ୍‌

ପରଜଙ୍ଗ, ୧୯।୧(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକରେ ଯୁଆଡ଼େ ଉଣ୍ଡିଲେ ବାରି ହୋଇପଡୁଛି ଦୁର୍ନୀତିର ଗନ୍ଧ। ସବୁ ଅନିୟମିତତାର ଚେର ଯାଇ ଅଟକୁଛି ପ୍ରଧାନମନ୍ତ୍ରୀ ଆବାସ…

ଗ୍ରାହକଙ୍କ ଲାଗି ତନିସ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଅନୁଗୋଳ ଅଫିସ,୧୯।୧ - ପ୍ରମୁଖ ଗହଣା ବ୍ରାଣ୍ଡ ତନିସ୍କ ପକ୍ଷରୁ ଅନୁଗୋଳ ଶୋ’ରୁମରେ ଏହାର ଗ୍ରାହକଙ୍କ ଲାଗି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। କମ୍ପାନୀ ପକ୍ଷରୁ…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶାକୁ ୧ ସ୍ବର୍ଣ୍ଣ ସହ ୪ ପଦକ

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)-  ଆସାମର ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ଶନିବାର ଓଡ଼ିଶାକୁ ଗୋଟିଏ ସ୍ବର୍ଣ୍ଣ ସହିତ ୪ ପଦକ ମିଳିଛି। ପୁରୁଷ ୬୭…