ନିସ୍ତେଜ ହେଉଛି ନରହନ୍ତା ଦନ୍ତା

ବନ୍ତଳା/ତାଳଚେର,୧୯।୧(ନି.ପ୍ର.) - ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ କରିବା ସହ ୬ ଜଣଙ୍କ ଜୀବନ ନେଇଥିବା ନରହନ୍ତା ଦନ୍ତା ହାତୀକୁ ଶନିବାର…

ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ ମୁକୁଳା ଟ୍ରାନ୍ସଫର୍ମର

ଢେଙ୍କାନାଳ ଅଫିସ, ୧୯।୧ - ଢେଙ୍କାନାଳ ସଦର ବ୍ଲକ ଗେଙ୍ଗୁଟିଆ ତଳସାହି ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ଥିବା ଉଚ୍ଚ କ୍ଷମତାସମ୍ପନ୍ନ ଦୁଇଟି ଟ୍ରାନ୍ସଫର୍ମର ମୁକୁଳା ପଡ଼ିଛି। ଘେରାବନ୍ଦୀ…

କଳିଙ୍ଗରେ ସ୍ପୋର୍ଟ୍ସ ଆଇଟି ୨୦୨୦ ଆରମ୍ଭ

ଭୁବନେଶ୍ୱର,୧୯।୧(ସ୍ପୋର୍ଟ୍ସ ବ୍ୟୁରୋ)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଶନିବାର ସ୍ପୋଟର୍‌ସ ଆଇଟି ୨୦୨୦ ଆରମ୍ଭ ହୋଇଛି। ଜାଭିୟର ଏମ୍‌ଲିୟନ ବିଜ୍‌ନେସ ସ୍କୁଲ (ଏକ୍ସଇବିଏସ୍‌) ଓ ରାଜ୍ୟ କ୍ରୀଡ଼ା ଓ…

୮୫ ପରୀକ୍ଷା କେନ୍ଦ୍ର, ୮ ନୋଡାଲ ସେଣ୍ଟର

ଅନୁଗୋଳ ଅଫିସ, ୧୯।୧ - ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହେବ। ଏ ନେଇ ପରିଷଦ ପକ୍ଷରୁ…

ଯବାନ-ମାଓବାଦୀ ଗୁଳି ବିିନିମୟ

ଫୁଲବାଣୀ ଅଫିସ, ୧୯ା୧-କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ନିକଟ ଜଙ୍ଗଲରେ ଏସ୍‌ଓଜି ଯବାନ ଏବଂ ମାଓବାଦୀ ଶୁକ୍ରବାର ମୁହାଁମୁହିଁ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗୁଳି ବିନିମୟ…

ବାଲି, ପଥର ଚୋରିର ତଦନ୍ତ କରୁଛି ଟିମ୍‌

ଛତ୍ରପୁର,୧୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଥିବା ସଇରାତରୁ ବାଲି ଓ ପଥର ଚୋରି ହେବାରେ ଲାଗିଛି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଏକ ଅଡିଟ୍‌ ଟିମ୍‌ ଆସି ଜିଲାରେ ଥିବା…

କୋର୍ଟ କାର୍ଯ୍ୟ ତଦାରଖ କଲେ ହାଇକୋର୍ଟ ବିଚାରପତି

ଫୁଲବାଣୀ ଅଫିସ, ୧୯ା୧-ଓଡିଶା ହାଇକୋର୍ଟ ବିଚାରପତି ବିଶ୍ୱନାଥ ରଥ ଶନିବାର ଫୁଲବାଣୀ କୋର୍ଟ କାର୍ଯ୍ୟ ତଦାରଖ କରିଛନ୍ତି। ଏଥିସହ ନୂଆ କୋର୍ଟ ପାଇଁ ବିଶିପଡାଠାରେ ଚିହ୍ନଟ ହୋଇଥିବା…

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକାର ସଂଘର୍ଷ

ପୋର୍ଟ ଏଲିଜାବେଥ,୧୯।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ସଂଘର୍ଷ ଜାରି ରଖିଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ ବ୍ୟାଟିଂ…

ରେଳଷ୍ଟେଶନରେ ସୁରକ୍ଷିତ ମଣୁନାହାନ୍ତି ଯାତ୍ରୀ

ବ୍ରହ୍ମପୁର ଅଫିସ,୧୯ା୧-ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁର ରେଳଷ୍ଟେଶନ ଉପରେ ପ୍ରତିଦିନ ହଜାର ହଜାର ଲୋକ ନିର୍ଭର କରନ୍ତି। ଏହି ଷ୍ଟେଶନ ଦେଇ ବହୁ ଟ୍ରେନ ଚଳାଚଳ କରୁଛି। ଏଠାରୁ…

ନିଲାମ ପରେ ଖଣିରେ ନିଯୁକ୍ତି ନେଇ ଶଙ୍କାରେ ଶ୍ରମିକ: ୨୦ରେ ସଚିବାଳୟ ସମ୍ମୁଖରେ ଧାରଣା

ଯୋଡ଼ା, ୧୯।୧(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଖଣି ନିଲାମ ପ୍ରକ୍ରିୟା। ଏଭଳି ସ୍ଥିତିରେ ନିଲାମ ହେଉଥିବା ଖଣିରେ କାର୍ଯ୍ୟରତ ଶ୍ରମିକ, ବନ୍ଦ ଥିବା ଖଣି ଗୁଡିକର…