ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା

ତିହିଡ଼ି,୧୯।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତରେ ଖାଉଟି ସାମଗ୍ରୀ ବଣ୍ଟନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ବଣ୍ଟନ ଦାୟିତ୍ୱରେ ଥିବା ରିଟେଲର ହିତାଧିକାରୀଙ୍କଠାରୁ…

ପରୀକ୍ଷା ଘୁଞ୍ଚାଇବା ଦାବିରେ ବିକ୍ଷୋଭ

ସୋର, ୧୯ା୧(ଡି.ଏନ୍‌.ଏ.)-ସୋର ଉପେନ୍ଦ୍ରନାଥ ମହାବିଦ୍ୟାଳୟର ଯୁକ୍ତ ଦୁଇ ୧ମ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବା ସହ ପାସ୍‌ ଫେଲ୍‌ ନିୟମ ବାତିଲ କରିବା ଦାବିରେ ଶନିବାର ବିରୋଧ…

ଘନ କୁହୁଡ଼ିରେ ପିକନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୫ ଗୁରୁତର

ଭୋଗରାଇ,୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇର ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ନହରା ଛକଠାରେ ଶନିବାର ଭୋର ସମୟରେ ଏକ ବୋଲେରୋ ଘନ କୁହୁଡ଼ିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ଥିବା ୧୦ଜଣ ବଙ୍ଗୀୟ…

‘ବରିଷ୍ଠ ନାଗରିକ ବୋଝ ନୁହନ୍ତି’

ଔପଦା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ହାଇସ୍କୁଲ ପଡ଼ିଆରେ ରମାକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶନିବାର ବରିଷ୍ଠ ନାଗରିକ ମଞ୍ଚର ୭ତମ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ…

ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ଦମ୍ପତିଙ୍କ ଦ୍ୱାରା ୧୦ ଲକ୍ଷ ଟଙ୍କା ଠକେଇ, ଥାନାରେ ଏତଲା

ଦିଗପହଣ୍ଡି,୧୮ା୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ଦଳିତ ସାହିର ବହୁ ସଂଖ୍ୟକ ମହିଳାଙ୍କ ଠାରୁ ପ୍ରାୟ ୧୦ ଲକ୍ଷଟଙ୍କା ଠକେଇ ନେଇ ଥାନାରେ ଅଭିଯୋଗ ହୋଇଛି। ସାହିରେ…

ରାଜନୀତି ସହ ଆର୍‌ଏସ୍‌ଏସ୍‌ର ସମ୍ପର୍କ ନାହିଁ: ଭାଗବତ

ମୋରାଦାବାଦ୍‌,୧୮।୧(ପି.ଟି.): ଦେଶବାସୀଙ୍କ ନୈତିକ ବିକାଶ, ସାଂସ୍କୃତିକ ଓ ମାନବିକ ମୂଲ୍ୟବୋଧର ଉତ୍‌ଥାନ ଲାଗି ଆର୍‌ଏସ୍‌ଏସ୍‌ କାମ କରିଆସୁଛି, ରାଜନୀତି ସହ ଏହି ସଙ୍ଗଠନର କୌଣସି ସମ୍ପର୍କ ନାହିଁ…

ସଭର୍‌କରଙ୍କ ବିରୋଧୀ ଆଣ୍ଡାମାନ ଜେଲ୍‌ରେ ୨ ଦିନ କାଟନ୍ତୁ: ରାଉତ

ମୁମ୍ବାଇ,୧୮।୧(ପି.ଟି.): ହିନ୍ଦୁତ୍ୱ ବିଚାରଧାରା ସମ୍ପନ୍ନ ଭି.ଡି. ସଭର୍‌କରଙ୍କୁ ଭାରତରତ୍ନ ପ୍ରଦାନ କରିବା ଲାଗି ଶିବସେନା ନେତା ସଞ୍ଜୟ ରାଉତ ଦାବି କରିଛନ୍ତି। ଏହାକୁ ବିରୋଧ କରୁଥିବା ଲୋକେ…

ଓସ୍‌ମାନିଆ ବିଶ୍ୱବିଦ୍ୟାଳୟ ପ୍ରଫେସର ଗିରଫ; ମାଓବାଦୀଙ୍କ ସହ ସମ୍ପର୍କ ଥିବା ଅଭିଯୋଗ

ହାଇଦ୍ରାବାଦ,୧୮।୧(ପି.ଟି.): ମାଓବାଦୀଙ୍କ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ଓସ୍‌ମାନିଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର(ତେଲୁଗୁ ବିଭାଗ) ସି. କାସିମ୍‌ଙ୍କୁ ଶନିବାର ଗିରଫ କରାଯାଇଛି। ୨୦୧୫ରେ ମୁଗୁଲୁ ଥାନାରେ ତାଙ୍କ…

Fun with Public – Episode 19 | ଫନ୍ ୱିଥ୍ ପବ୍ଲିକ୍ – ଏପିସୋଡ୍ ୧୯

Ever tried touching your nose with your tongue? We took this challenge to the public in this episode of Dharitri…