ଜୁଆ ଆଡ୍ଡାରେ ଚଢ଼ାଉ: ୬ ଗିରଫ, ୨୬ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଦାରିଙ୍ଗବାଡ଼ି,୨୪।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ତୁଡ଼ୁକିବାଡ଼ି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ପୋଲିସ ୬ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ…

ରଣଜୀ ଟ୍ରଫିରେ ଓଡ଼ିଶା: ନିରାଶରେ ଶେଷ ହେଲା ସିଜନ

କଟକ ଅଫିସ,୨୪ା୨: ଚଳିତ ରଣଜୀ ଟ୍ରଫି ସିଜନରେ କ୍ୱାର୍ଟର ଫାଇନାଲରୁ ଓଡ଼ିଶାର ଅଭିଯାନ ଶେଷ ହୋଇଛି। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ କ୍ବାର୍ଟର ଫାଇନାଲରେ ପ୍ରଥମ ଇନିଂସ…

ରାଜ୍ୟଗୋଷ୍ଠୀ ଶୁଟିଂ, ଆର୍ଚେରୀ ଇଭେଣ୍ଟ ଭାରତରେ

ଲଣ୍ଡନ, ୨୪ା୨ (ପି.ଟି.)-୨୦୨୨ ଜାନୁୟାରୀରେ ଭାରତ ରାଜ୍ୟଗୋଷ୍ଠୀ ଶୁଟିଂ ଓ ଆର୍ଚେରୀ ଚାମ୍ପିୟନଶିପ୍‌ ଆୟୋଜନ କରିବ। ଏହି ଦୁଇଟି ଇଭେଣ୍ଟର ପଦକଗୁଡ଼ିକ ବର୍ମିଂହାମ ଗେମ୍ସର ଚୂଡ଼ାନ୍ତ ତାଲିକାରେ…

ବିର୍ଲା ଟାୟାର୍ସ ୱାର୍କର୍ସ ୟୁନିଅନ୍‌ ପକ୍ଷରୁ ଧାରଣା

ବାଲେଶ୍ୱର ଅଫିସ, ୨୪।୨-ବିର୍ଲା ଟାୟାର୍ସ କାରଖାନାରେ ବିଭିନ୍ନ ଅନିୟମିତତାର ସିବିଆଇ ତଦନ୍ତ ଦାବି କରି ସୋମବାର ୱାର୍କର୍ସ ୟୁନିଅନ୍‌ ପକ୍ଷରୁ ଶତାଧିକ କର୍ମଚାରୀ ବାଲେଶ୍ୱର ସହର ଏଡ଼ିଏମ୍‌…

ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ

ଖଇରା, ୨୪।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ର ଚଢାଉର ୧୨ ଘଣ୍ଟା…

ଏନ୍‌ଏସି କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ: ପୋଲିସ ପ୍ରତିଶ୍ରୁତି ପରେ ସ୍ଥଗିତ

ଧାମନଗର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ଏନ୍‌ଏସି କାର୍ଯ୍ୟାଳୟରେ ପଶି ଜଣେ ଅସାମାଜିକ ଯୁବକଙ୍କ ଉନ୍ମତ୍ତ କାଣ୍ଡ ବିରୋଧରେ ଧାମନଗର ଥାନାରେ ଅଭିଯୋଗ ହୋଇଥିଲା। ୩ ଦିନ ପରେ ମଧ୍ୟ…

ପତଳା ହେବାକୁ ଚାହୁଁଥିଲେ…

ଆଜିକାଲି ଓଜନ ବୃଦ୍ଧି ସମସ୍ୟା ନେଇ ପ୍ରାୟ ସମସ୍ତେ ଚିନ୍ତିତ। ଏଥିପାଇଁ ଅନେକ ପତଳା ହେବା ଚାହିଁଥାନ୍ତି। କେହି କେହି ପତଳା ହେବାକୁ ଡାକ୍ତରଙ୍କ ନିକଟକୁ ଯାଇ…

ରକ୍ତ କଳାବଜାର ମାମଲା: ଜଣେ ଟେକ୍ନିସିଆନ ବହିଷ୍କୃତ, ଜଣେ ନିଲମ୍ବନ

ଭବାନୀପାଟଣା,୨୪।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡ ଡାକ୍ତରଖାନାରେ ରୋଗୀଙ୍କ ପାଇଁ ଉଦ୍ଦିଷ୍ଟ ରକ୍ତର କଳାବଜାର ନେଇ ଅଭିଯୋଗ ହୋଇଥିଲା। ଏହାର ତଦନ୍ତକରି ଧର୍ମଗଡ଼ ପୋଲିସ ରକ୍ତଭଣ୍ଡାରର ଦୁଇଜଣ…

ସିଏଏକୁ ନେଇ ବିକ୍ଷୋଭକାରୀଙ୍କ ଉନ୍ମତ୍ତକାଣ୍ଡ

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀର ମୌଜପୁର ଓ ଜାଫରାବାଦ ଅଞ୍ଚଳରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ସମର୍ଥକ ଓ ବିରୋଧୀଙ୍କ ମଧ୍ୟରେ ସୋମବାର ଉତ୍ତେଜନା ଦେଖାଦେଇଛି। ଦୁଇ ଗୋଷ୍ଠୀ…

ମହୁଲକୋଟପଡ଼ାକୁ ବିିଜୁଳି ସଂଯୋଗ ନ ହେବା ଘଟଣା: ଏନ୍‌ଟିପିସି ମ୍ୟାନେଜର ଓ ୱେସ୍କୋ ବିଭାଗକୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା,୨୪।୨(ଡି.ଏନ୍‌.ଏ.): କଳାହଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ କଲମ ଗ୍ରାମ ମହୁଲକୋଟପଡ଼ାକୁ ବିଜୁଳି ସଂଯୋଗ ନ ହେବା ଘଟଣାରେ ଭବାନୀପାଟଣା ଖାଉଟି ଅଦାଲତ ପକ୍ଷରୁ ଏନ୍‌ଟିପିସି ମ୍ୟାନେଜର…