ଶର୍ଟସର୍କିଟରୁ ଜଳିଗଲା କୁକୁଡ଼ା ଫାର୍ମ, ୫ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ମହାକାଳପଡ଼ା,୨୪।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଉଳକଣି ପଞ୍ଚାୟତର ଛପାଲି-ବଡ଼ତୋଟା ଗ୍ରାମର ଏକ କୁକୁଡ଼ା ଫାର୍ମରେ ସୋମବାର ସକାଳେ ଶର୍ଟସର୍କିଟି ଯୋଗୁ ନିଆଁ ଲାଗି ୫…

୭୧ ବର୍ଷରେ ଆମେରିକା ଗସ୍ତ କରିଛନ୍ତି ୯ ଭାରତୀୟ ପ୍ରଧାନମନ୍ତ୍ରୀ: ମନମୋହନ ସର୍ବାଧିକ

ନୂଆଦିଲ୍ଲୀ,୨୪।୨: ଭାରତ ସ୍ବାଧୀନ ହେବାପରେ ଗତ ୭୧ ବର୍ଷ ମଧ୍ୟରେ ୯ ଜଣ ଭାରତୀୟ ପ୍ରଧାନମନ୍ତ୍ରୀ ଆମେରିକା ଗସ୍ତ କରିଛନ୍ତି। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ…

ଭାରତର ଲଜ୍ଜାଜନକ ପରାଜୟ

ଓ୍ବେଲିଂଟନ,୨୪ା୨- ଦିନିକିଆ ସିରିଜ୍‌ରେ ଖାତା ଖୋଲିପାରି ନ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ବରଣ କରିଛି।…

ଢୋକଲା, ସମୋସା, ମସଲା ଚା’ର ମଜା ନେବେ ଟ୍ରମ୍ପ

ନୂଆଦିଲ୍ଲୀ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ, ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା, ଜ୍ୱାଇଁ ଜେରେଡ ଓ କେତେଜଣ ଉଚ୍ଚ ସ୍ତରୀୟ ପ୍ରତିନିଧିଙ୍କ ସହ ସୋମବାର…

ଚାଇନା ପରେ ଦକ୍ଷିଣ କୋରିଆରେ ସର୍ବାଧିକ କରୋନା ଭାଇରସ ସଂକ୍ରମିତ!

ସିଓଲ,୨୪।୨: କରୋନା ଭାଇରସ ଚାଇନାରେ ମହାମାରୀ ଭଳି ବ୍ୟାପି ଚାଲିଥିବା ବେଳେ ଏବେ ଏହା ଆଖାପାଖ ଦେଶକୁ ମଧ୍ୟ ବ୍ୟାପିବାରେ ଲାଗିଛି। ତେବେ ଚାଇନା ପରେ ଦକ୍ଷିଣ…

ଭାରତ ଆସିବା ପୂର୍ବରୁ ହିନ୍ଦୀରେ ଟୁଇଟ କଲେ ଟ୍ରମ୍ପ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ୨ ଦିନିଆ ଗସ୍ତରେ ଭାରତ ଆସୁଛନ୍ତି। ରାଷ୍ଟ୍ରପତି ହେବା ପରେ ଟ୍ରମ୍ପଙ୍କ ଏହା ପ୍ରଥମ ଗସ୍ତ। ତାଙ୍କ ସ୍ବାଗତ…

ଟ୍ରମ୍ପଙ୍କ ସ୍ବାଗତ ପାଇଁ ପ୍ରସ୍ତୁତ ଭାରତ

ନୂଆଦିଲ୍ଲୀ,୨୪।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ଓ ଝିଅ ଜ୍ୱାଇଁଙ୍କ ସହ ଭାରତ ଆସୁଛନ୍ତି। ତାଙ୍କୁ ସ୍ବାଗତ କରିବା…

ପୁଣି ଭଗତଙ୍କୁ ଡବଲ ସ୍ବର୍ଣ୍ଣ

ଭୁବନେଶ୍ୱର,୨୪ା୨- ପାରା ଓଡ଼ିଆ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ପୁଣି ଥରେ ରାଜ୍ୟ ପାଇଁ ଆଣିଛନ୍ତି ସଫଳତା। ପେରୁ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ସେ ଜିତିଛନ୍ତି ଡବଲ…

ସଫଳତା ପୂର୍ବରୁ ଟ୍ରେନ୍‌ରେ ଗୀତ ଗାଉଥିଲେ ଆୟୁଷ୍ମାନ୍‌

ମୁମ୍ବାଇ: ବି-ଟାଉନର ସବୁଠାରୁ ଲୋକପ୍ରିୟ ଅଭିନେତାମାନଙ୍କ ମଧ୍ୟରୁ ଆୟୁଷ୍ମାନ୍‌ ଖୁରାନା ଅନ୍ୟତମ। ସେ ଯେଉଁ ଗୀତ ଗାଆନ୍ତି ଏବଂ ଯେଉଁ ଫିଲ୍ମରେ ଅଭିନୟ କରନ୍ତି ସବୁ ହିଟ୍‌…

ଆର୍ଥିକ ବିକାଶରେ ଉତ୍ପାଦ ଶୁଳ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭାରତରେ ପ୍ରତିବର୍ଷ ୨୪ ଫେବୃୟାରୀରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ଦିବସ ପାଳନ କରାଯାଉଛି। ଏହିି ଦିନରେ କେନ୍ଦ୍ରୀୟ ଉତ୍ପାଦ ଶୁଳ୍କ ତଥା ଲବଣ ଆଇନ, ୧୯୪୪କୁ ମଧ୍ୟ…