ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ, ୨୪-୨: ମାର୍ଚ୍ଚ ପହିଲାରୁ ଲଟେରି ଉପରେ ୨୮% ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) କାର୍ଯ୍ୟକାରୀ ହେବ ବୋଲି ସରକାର ରବିବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।…

ଦିଲ୍ଲୀରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀର ଜାଫ୍‌ରାବାଦ ନିକଟରେ ରବିବାର ନାଗରିକତ୍ୱ ସିଏଏ ବିରୋଧୀ ଆନ୍ଦୋଳନ ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ମୌଜପୁରରେ ପରସ୍ପରକୁ ଢେଲାମାଡ଼ କରୁଥିବା…

ବିଏସ୍‌ଏଫ୍‌ ଅଧିକାରୀଙ୍କ ନାଁରେ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୨୪ା୨(ବ୍ୟୁରୋ):ରାଜଧାନୀରେ ପୋଲିସ ଓ ଯବାନଙ୍କୁ ଘାରିଛି ପ୍ରେମ ନିଶା। କିଏ ଯୁବତୀଙ୍କୁ ରାସ୍ତା ଉପରେ ଅସଦାଚରଣ କରି ଗିରଫ ହେଲାଣି ତ ଆଉ କିଏ ବାହାଘରର ପ୍ରତିଶ୍ରୁତି…

ଲାଗିଛି ନିମ୍ନମାନର ଡଷ୍ଟବିନ୍‌ ଷ୍ଟାଣ୍ଡ

କାଶୀନଗର,୨୪ା୨(ଡି.ଏନ୍‌.ଏ.) ଗଜପତି ଜିଲା କାଶୀନଗର ଏନ୍‌ଏସିରେ ସଫେଇ କାର୍ଯ୍ୟ ବନ୍ଦ ରହିଥିବା ଯୋଗୁ ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଦେଖିବାକୁ ମିଳୁଛି। ଏଥିପାଇଁ ଅଞ୍ଚଳରେ ଘୁଷୁରିଙ୍କ ଉପଦ୍ରବ…

ଆଜି ବିଏସ୍‌ଏନ୍‌ଏଲ୍‌ କର୍ମଚାରୀଙ୍କ ଦେଶବ୍ୟାପି ଅନଶନ

ନୂଆଦିଲ୍ଲୀ, ୨୪-୨: ରାଷ୍ଟ୍ରାୟତ୍ତ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କର୍ମଚାରୀ ସଂଘ ପକ୍ଷରୁ ସୋମବାର ଦେଶବ୍ୟାପୀ ଅନଶନ କରାଯିବ। ସରକାର ଘୋଷଣା କରିଥିବା ୬୯ ହଜାର କୋଟି…

କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଗିରିଧାରୀ: ଚିକିଛା ସାହାଯ୍‌ ଆଶ୍‌ରେ ବାରଦୁଆର ବଡ଼ଭାଇ

ଗୁଡ଼ଭେଲା, ୨୪।୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ…

ଆଲିଗଡ଼ରେ ବିକ୍ଷୋଭବେଳେ ଗୁଳିମାଡ଼

ନୂଆଦିଲ୍ଲୀ,୨୪ା୨(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ଠାରେ ରବିବାର ସିଏଏ ବିରୋଧୀ ବିକ୍ଷୋଭ ହିଂସାତ୍ମକ ରୂପ ନେଇଛି। ପୋଡ଼ାଜଳା ଓ ଟେକାମାଡ଼ ପରେ ପୋଲିସ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା।…

ତିତ୍‌ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା

ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍‌ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍‌ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ…

ଦଳରେ ନେତୃତ୍ୱ ପ୍ରସଙ୍ଗର ସମାଧାନ ଜରୁରୀ: ଥରୁର

ନୂଆଦିଲ୍ଲୀ, ୨୪ା୨(ପି.ଟି.): ଦେଶର ସର୍ବପୁରାତନ ଦଳ କଂଗ୍ରେସ ଏବେ ମଙ୍ଗୁଆଳ ବିହୀନ ବୋଲି ସାଧାରଣରେ ଧାରଣା ସୃଷ୍ଟି ହୋଇଥିବାରୁ ଏହାକୁ ଦୂର କରିବା ଲାଗି ନେତୃତ୍ୱ ପ୍ରସଙ୍ଗର…

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କୁ ବହିଷ୍କାର ଦାବି କଲା କଂଗ୍ରେସ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ନୟାଗଡ଼ ଜିଲା ସରଣକୁଳ ଅନ୍ତର୍ଗତ କୋଟରମ, ଖଲିପାଟଣା ଗ୍ରାମର ୧୫ ପରିବାର ୧୪ ବର୍ଷ ହେଲା କଙ୍ଗାରୁ କୋର୍ଟର ଶିକାର ହୋଇ ନିଜ ଗ୍ରାମକୁ ଫେରିପାରୁନାହାନ୍ତି। ବର୍ତ୍ତମାନ…