ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଭୁଲ ଲାଗି ଛାତ୍ରୀ ପରୀକ୍ଷାରୁ ବଞ୍ଚିତ

ନବରଙ୍ଗପୁର,୧୬।୧(ବି.ପ୍ର.)- ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଭୁଲ ଲାଗି ଜଣେ ଛାତ୍ରୀ ପଠାଣି ସାମନ୍ତ ଗଣିତ ସ୍କଲାରଶିପ ଟେଷ୍ଟ- ୨୦୧୯ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତିି। ପୂର୍ବାହ୍ନ ୧୦ଟାରୁ ଗୋଟାଏ…

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌: ନେଦରଲାଣ୍ଡ୍ସ ଦଳ ପହଞ୍ଚିଲା

ଭୁବନେଶ୍ୱର, ୧୬।୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ଭାରତ ସହିତ ମ୍ୟାଚ୍‌ ଖେଳିବା ପାଇଁ ନେଦରଲାଣ୍ଡ୍ସ ଦଳ ବୁଧବାର ରାତିରେ ଏଠାରେ ପହଞ୍ଚିଛି। ଭାରତ ଓ ନେଦରଲାଣ୍ଡ୍ସ…

ଆମେରିକା, ୟୁରୋପକୁ ରୁହାନିଙ୍କ ଧମକ: ଆଗକୁ ଭୟାବହ ପରିଣତି

ତେହେରାନ,୧୬ା୧: ୨୦୧୫ ଇରାନ ଆଣବିକ ଚୁକ୍ତିରୁ ଆମେରିକା ଓହରିଯିବା ଏକ ବଡ଼ ବିପଦ। ମଧ୍ୟପ୍ରାଚ୍ୟରେ ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକର ସୈନ୍ୟ ମୁତୟନର ପରିଣାମ ଭୟଙ୍କର ହେବ…

୮ ମହିଳା ରେସଲର ସସ୍‌ପେଣ୍ଡ

ନୂଆଦିଲ୍ଲୀ,୧୬।୧(ପି.ଟି.)- ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ୮ ଜଣ ମହିଳା ରେସଲରଙ୍କୁ ଗୋଟିଏ ବର୍ଷ ପାଇଁ ସସ୍‌ପେଣ୍ଡ କରିଛି। ଲକ୍ଷ୍ନୌରେ ଅନୁଷ୍ଠିତ ଜାତୀୟ କ୍ୟାମ୍ପରୁ ନିଜ…

ଆନ୍ଧ୍ର-ଓଡ଼ିଶା ସୀମାନ୍ତ ମାଣିକପାଟଣା ଗ୍ରାମ: ୯ମାସ ହେଲା ଅନ୍ଧାରରେ ଗ୍ରାମବାସୀ

ରାୟଗଡ଼(ଗଜପତି),୧୬।୧(ଡି.ଏନ୍‌.ଏ.) ତିତ୍‌ଲି ବାତ୍ୟାକୁ ବର୍ଷେ ପୁରିଥିଲେ ମଧ୍ୟ ଗଜପତି ଜିଲାର ଅନେକ ଅଞ୍ଚଳକୁ ଏ ପର୍ଯ୍ୟନ୍ତ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ହୋଇପାରିନାହିଁ। ଫଳରେ ଗ୍ରାମବାସୀ ଅନ୍ଧାରରେ ରହୁଛନ୍ତି।…

ଲଗାତର ୫ ମାସ ଲାଗି କମିଲା ରପ୍ତାନି

ନୂଆଦିଲ୍ଲୀ,୧୬-୧: ଭାରତର ମର୍ଚ୍ଚାଣ୍ଡାଇଜ୍‌ ରପ୍ତାନି ଲଗାତର ଭାବେ ୫ ମାସ ଧରି ହ୍ରାସ ଘଟିବା ସହ ଡିସେମ୍ବରରେ ୧.୮% ରହିଛି। ସେହିଭଳି ଗତବର୍ଷ ତୁଳନାରେ ଚଳିତବର୍ଷ ଡିସେମ୍ବରରେ…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇରାନ ବହିର୍ବ୍ୟାପାରମନ୍ତ୍ରୀ: ଗଲ୍ଫରେ ଉତ୍ତେଜନା ହ୍ରାସକରୁ ଭାରତ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଗଲ୍ଫ (ଉପସାରଗରୀୟ ଅଞ୍ଚଳ)ରେ ଲାଗିରହିଥିବା ଉତ୍ତେଜନାକୁ ହ୍ରାସ କରିବାରେ ଭାରତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରେ। ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଥିବାବେଳେ…

ରୋହିତଙ୍କୁ ଦିନିକିଆ କ୍ରିକେଟର ପୁରସ୍କାର; କୋହଲିଙ୍କୁ ‘ସ୍ପିରିଟ୍‌ ଅଫ୍‌ ଦି କ୍ରିକେଟ’ ସମ୍ମାନ

ଦୁବାଇ,୧୬।୧(ପି.ଟି.)- ଭାରତୀୟ ତାରକା ଓପନର ରୋହିତ ଶର୍ମା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ‘୨୦୧୯ ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର’ ବିବେଚିତ ହୋଇଛନ୍ତି। ଗତବର୍ଷ ଦମ୍‌ଦାର…

ମୁଣ୍ଡରେ ଆଘାତ: ପନ୍ତ ଦ୍ୱିତୀୟ ଦିନିକିଆରୁ ବାଦ୍‌

ମୁମ୍ବାଇ,୧୬।୧(ପି.ଟି.)- ଶୁକ୍ରବାର ରାଜକୋଟ୍‌ରେ ଖେଳାଯିବାକୁ ଥିବା ଦ୍ୱିତୀୟ ଦିନିକିଆରୁ ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବାଦ୍‌ ପଡିଛନ୍ତି। ଓ୍ବାଙ୍ଖଡେରେ ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ପ୍ରଥମ ଦିନିକିଆ…

ଶ୍ରୀଅଲାରନାଥଙ୍କ ପୀଠରେ ମକର ନୀତି ସମ୍ପନ୍ନ

ବ୍ରହ୍ମଗିରି,୧୬ା୧(ଡି.ଏନ୍‌.ଏ.): ପବିତ୍ର ମକର ସଂକ୍ରାନ୍ତିରେ ବୁଧବାର ଶ୍ରୀଅଲାରନାଥଙ୍କ ପୀଠରେ ସ୍ବତନ୍ତ୍ର ମକର ନୀତି ଅନୁଷ୍ଠିତ ହୋଇଛି। ଭୋର ୪ଟାରୁ ମନ୍ଦିର ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ଅବକାଶ,…