ନିତ୍ୟାନନ୍ଦ ଆଶ୍ରମରେ ମକର ସଂକ୍ରାନ୍ତି: ଗୀତାଯଜ୍ଞ, ପ୍ରବଚନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼

ବିଜେପୁର,୧୫।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ସହର ଉପକଣ୍ଠ ଗୋପଟିକ୍ରା ନିତ୍ୟାନନ୍ଦ ଆଶ୍ରମରେ ଚାଲିଥିବା ପଞ୍ଚ ଦିବସୀୟ ମକର ସଂକ୍ରାନ୍ତି ମହୋତ୍ସବର ବୁଧବାର ଅନ୍ତିମ ଦିବସରେ ଗୀତା ମହାଯଜ୍ଞ…

ଭାରତ ଆସି ପାରନ୍ତି ଇମ୍ରାନ୍‌: ନିମନ୍ତ୍ରଣ ଦେବେ ମୋଦି ସରକାର !

ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍‌ସ୍ତାନ,ରୁଷିଆ, ତାଜକ୍‌ସ୍ତାନ…

ଅମିତାଭ ଛାଡ଼ିଥିଲେ ଏହି ଫିଲ୍ମ, ଅମୀର କହିବା ପରେ ପୁଣି ଫେରିଥିଲେ

ମୁମ୍ବାଇ: ଫିଲ୍ମ ‘ଝୁଣ୍ଡ୍‌’ରେ ଅମିତାଭ ବଚ୍ଚନ ଜଣେ ଅବସରପ୍ରାପ୍ତ ସ୍ପୋର୍ଟସ ପ୍ରଫେସର ଭୂମିକାରେ ଅଭିନୟ କରୁଥିଲେ। ଯିଏକି, ବସ୍ତିପିଲାଙ୍କୁ ଫୁଟବଲ୍‌ ଖେଳ ଶିଖାଉଥିଲେ। ଏକ ସୂତ୍ରରୁ ଜଣାପଡ଼ିଛି,…

ଟ୍ରେନ୍‌ ଆଗକୁ ଡେଇଁ ରେଳ କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ,୧୫।୧: ସୁନ୍ଦରଗଡ଼ ଜିଲା ବନ୍ଧମୁଣ୍ଡା ରେଳ ଷ୍ଟେଶନରେ ଜଣେ ରେଳ କର୍ମଚାରୀ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଟ୍ରେନ୍‌ରେ ତାଙ୍କର ଗୋଟିଏ ଗୋଡ଼…

ଦଳ ସହ ରାଜକୋଟ ଗସ୍ତ କରିବେ ନାହିଁ ପନ୍ତ

ମୁମ୍ବାଇ, ୧୫।୧- ଅଷ୍ଟ୍ରେଲିଆ ଓ ଭାରତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରାଜକୋଟଠାରେ ଶୁକ୍ରବାର ଖେଳାଯିବ। ସେଠାକୁ ଭାରତୀୟ ଦଳ ସହ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ ପାଳନ…

ବର୍ଷର ଶ୍ରେଷ୍ଠ ଦିନିକିଆ କ୍ରିକେଟର ରୋହିତ

ଦୁବାଇ, ୧୫।୧- ଭାରତୀୟ ଦଳର ବିସ୍ଫୋରକ ଓପନର ରୋହିତ ଶର୍ମା ବୁଧବାର ଆଇସିସି ଦିନିକିଆ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ପାଇଛନ୍ତି। ୨୦୧୯ରେ ଦିନିକିଆ ଫର୍ମାଟ୍‌ରେ…

ହାରମୋନିୟମ୍‌ର ତାଳେତାଳେ କୁକୁର ଗାଇଲା ଗୀତ: ସୋସିଆଲ୍‌ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୧୫।୧: ମଣିଷ ବିଭିନ୍ନ ବାଦ୍ୟ ଯନ୍ତ୍ରର ତାଳେତାଳେ ଗୀତ ଗାଇବା ଦେଖାଯାଇଥାଏ। ତେବେ ଏବେ ସୋସିଆଲ୍‌ ମିଡିଆରେ ହାରମୋନିୟମ୍‌ର ତାଳେତାଳେ ଏକ କୁକୁର ତେରେ ବିନ୍‌...ଗୀତ ଗାଉଥିବାର…

ଦେଢ଼କିଲୋ ଗଞ୍ଜେଇ ଜବତ: ଜଣେ ଗିରଫ

ବାସୁଦେବପୁର,୧୫।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ପୋଲିସ ମଙ୍ଗଳବାର ନୂଆ ଜଗନ୍ନାଥ ଛକରୁ ଦେଢ଼ କିଲୋ ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଅଟକ ରଖିଥିଲା।…

ଦିଲ୍ଲୀ ନିର୍ବାଚନ: କେଜରିଓ୍ବାଲଙ୍କ ଟକ୍କର ଦେଉଥିବା ସ୍ବାମିଜୀଙ୍କ ପାଖରେ ଅଛି ମାତ୍ର ୯ ଟଙ୍କା

ନୂଆଦିଲ୍ଲୀ,୧୫।୧: ଦିଲ୍ଲୀ ନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାକୁ ଲାଗିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ହଟାଇବା ପାଇଁ ଉଭୟ ଭାଜପା ଏବଂ କଂଗ୍ରେସ ଯୋଜନା କରୁଛନ୍ତି। ଏହି…